ଗୁରୁବାର, 11 ଜୁଲାଇ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ରାଜନୀତି କ୍ଷେତ୍ରରେ ଚତୁରତାସହ  ଗତିକରି କାମ ହାସଲ କରିବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ ।

ବୃଷ:-

ବ୍ୟବସାୟରେ ସ୍ୱଳ୍ପ ଲାଭ ଦ୍ୱାରା ଆର୍ଥିକ ଉନ୍ନତି ହେବ । ଉଚ୍ଚାଧିକାରୀ, ସହକର୍ମୀ,   ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନବଳକୁ ବଢ଼େଇ ଦେବ । ଆମୋଦ, ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ଯୋଗଦେଇ ଖୁସିହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ ।

ମିଥୁନ:-

ରାଜନୀତି କ୍ଷେତ୍ରରେ କୌଣସି ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟନେଇ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ଆର୍ଥିକ ଉନ୍ନତି ଘଟିବ ଓ ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ।

କର୍କଟ:-

ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ ଓ ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ, ପ୍ରତିପତ୍ତି ଓ କ୍ଷାତି ବଢିବ । ଅଧୁରା କାର୍ଯ୍ୟ ପୂରଣ ହେବ । ନୂଆ ଜ୍ଞାନର ବୃଦ୍ଧି ହେବ । ଶୁଭ ସମାଚାର ମିଳିପାରେ । ପ୍ରେମୀ-ପ୍ରେମିକାଙ୍କ ମିଳନ ହେବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସଫଳ ହେବେ । ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

ସିଂହ:-

ବ୍ୟବସାୟ ପ୍ରତି ଉତ୍ସାହ ବଢିବା ସହ କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ । ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବାକୁ ପଡିବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରେମିକ ପ୍ରେମିକାମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ ଓ ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ପିତା-ମାତାଙ୍କ ସହ ସମ୍ପର୍କ ଭଲ ରହିବ ।

କନ୍ୟା:-

ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବା ପାଇଁ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସମସ୍ତ କର୍ମ ସହଜ ସରଳରେ ହିଁ ସମ୍ପନ୍ନ ହେବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ ।

ତୁଳା:-

ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ । ରାଜନୀତି କ୍ଷେତ୍ରରେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ ।

ବିଛା:-

ପରିବାରରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ଵ ନେଇ ମଉଜ-ମସ୍ତିରେ ସମୟ କଟିପାରେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ ଓ ଦାମ୍ପତ୍ୟ ସୁଖରେ ଅଧିକ ଘନିଷ୍ଠତା ହେବ । ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ । ରାଜନୈତିକ କ୍ଷେତ୍ରରେ ଅନ୍ୟମାନଙ୍କୁ ସାହାଯ୍ୟ କରିବା ଯୋଗେ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ଯେଉଁ କାର୍ଯ୍ୟରେ ହାତ ଦେବେ ଉନ୍ନତି ଦେଖାଦେବ । ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବାଧା ଉପୁଜି ପାରେ ।

ଧନୁ:-

ସ୍ୱସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ । ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ଯୁବକ ଯୁବତୀମାନଙ୍କର କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରେମିକ ପ୍ରେମିକାମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ ।

ମକର:-

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୌଣସି ଅସୁବିଧା ହେବ ନାହିଁ । ରାଜନୀତି କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ସାମ୍ବାଦିକମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ ।

କୁମ୍ଭ:-

ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ପରିବାରରେ ଭାବନାର ବଶୀଭୂତ ହୋଇ ଶାନ୍ତି ଦେଖାଦେବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଶୁଭ ସମ୍ବାଦ ପାଇବେ । ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ ଓ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ ।

ମୀନ:-

ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ବ୍ୟବସାୟୀମାନେ ବିଶେଷ ଲାଭାନ୍ଵିତ ହେବେ । ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମ୍ମାନୀତ ହେବେ । ବାଦ-ବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତି କ୍ଷେତ୍ରରେ ଦୂର ସ୍ଥାନକୁ ଯାତ୍ରା କରିବେ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ ।

Leave a Reply

Your email address will not be published. Required fields are marked *