ବୁଧବାର, 5 ଜୁନ୍ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନହେବ । ସାକ୍ଷାତକାର ପାଇଁ ଦୂରଯାତ୍ରା କରିବେ । ରାଜନୀତି କ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭବାନ ହେବେ । ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ଋଣ ମିଳିଯିବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ ।

ବୃଷ:-

ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ । ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଶାରିରୀକ ଅସୁସ୍ଥତା ଦୂରହେବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ । ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ପ୍ରତିକାର:  ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

ମିଥୁନ:-

ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିବେ । ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ପାଇବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ ।

କର୍କଟ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପ୍ରତି ଯୋଗୀତା ପରୀକ୍ଷା, ସାକ୍ଷାତକାରରେ ବିଜୟୀ ହେବେ । ଦାମ୍ପତ୍ୟ କଳହ ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦରୁ ବଞ୍ଚିତ ହେବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । କଠିନ ପରିଶ୍ରମ କରିବା ଯୋଗୁଁ ଶାରୀରିକ ଅସୁସ୍ଥତା ଦେଖା ଦେବ ।

ସିଂହ:-

ପୁରାତନ ରୋଗର ଉପଶମ ହେବା ଫଳରେ ମନ ଶାନ୍ତ ରହିବ । ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ । ଅନ୍ୟର ଉପକାର କରି ପ୍ରଶଂସିତ ହେବେ । ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ ଓ ଅନେକ ପ୍ରକାର ସୁବିଧା ସୁଯୋଗ ପାଇ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ । ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟି ପାରେ ।

କନ୍ୟା:-

ମହିଳାମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିଣୀ ହୋଇ ପାରିବେ । ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠା ଖ୍ୟାତି ସହ ପ୍ରଶଂସିତ ହେବେ । ପାରିବାରିକ ସମସ୍ୟା ଗୁଡିକୁ ସୁଧାରି ନେବେ ଓ ଦାମ୍ପତ୍ୟ ଜୀବନ ଆନନ୍ଦରେ କଟିବ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ଋଣରୁ ମୁକ୍ତି ପାଇବାପାଇଂ ଯୋଜନା କରି ପାରନ୍ତି । ଶତ୍ରୁବାଧା ଦୂରେଇ ଯିବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ ।

ତୁଳା:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ପତି ପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ହରାଇଥିବା ଧନ ପ୍ରାପ୍ତି ହେବ । ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ । ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ ।

ବିଛା:-

ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ଯୋଜନା ସାଫଲ୍ୟଦାୟକ ହେବ । ରାଜନୀତି କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ । ସାଧାରଣ ଦିନଚର୍ଯ୍ୟ । ଅତୁଟ ରହିବ । ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ପ୍ରଶଂସା ପାଇବେ । ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସଫଳ ହେବେ । ମାନସିକଚାପ ବୃଦ୍ଧି ଓ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ ।

ଧନୁ:-

ମହିଳାମାନେ ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ । ରାଜନେତାମାନେ ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ । ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ ନାହିଁ । କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ସୁନା, ଚାନ୍ଦି, ବ୍ୟବସାୟରେ ଲାଭ ପାଇବେ । ବାଦ-ବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ମକର:-

ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାରମାନଙ୍କର ପ୍ରବଳ ଉନ୍ନତି ହେବ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ । ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ । ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ ।

କୁମ୍ଭ:-

ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ପରୀକ୍ଷା ରେ ଆଶା ମୁତାବକ ଫଳ ପାଇବେ । ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେବେ । ଦୀର୍ଘଦିନର ଆଶା ଆଜି ପୂରଣ ହେବ । ଉଚ୍ଚପଦବୀରେ ଅଧିଷ୍ଠିତହେବେ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତିକୁ ସରଳ କରିବେ । ପରହାତରେ ଥିବା ଧନ ପ୍ରାପ୍ତି ହେବ । ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ ହେବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ ।

ମୀନ:-

ପୁରାତନ ରୋଗର ଉପଶମ ପାଇଁ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ । ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ସାଂସାରିକ ଜୀବନ ସୁଖମୟ ହେବ । ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ, ଷ୍ଟେସନାରୀ ଓ ସ୍ତ୍ରୀମାନଙ୍କର ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ଅଧିକଲାଭ କରିପାରିବେ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ ।

Leave a Reply

Your email address will not be published. Required fields are marked *