ଜ୍ଯୋତିଷ ଶାସ୍ତ୍ର ଅନୁଯାଇ ଦୁଇଟି ରାଶି ଉପରେ କାଳ ସର୍ପ ଯୋଗ ଲାଗିଥିଲା, କାଳ ସର୍ପ ଯୋଗ ପାଇଁ ଏହି ଦୁତୀ ରାଶି ଲୋକଙ୍କ ଜୀବନରେ ବହୁତ ପ୍ରକାର କଷ୍ଟ ଚାଲୁଥିଲା କିନ୍ତୁ ଶନି ଦେବଙ୍କ କୃପାରୁ ଏବେ ଏହି ଦୋଷ ସମାପ୍ତ ହୋଇଯାଇଛି, କାଳ ସର୍ପ ଯୋଗ ସମାପ୍ତ ହେଲା ପରେ ଆପଣଙ୍କ ସମ୍ପୂର୍ଣ ଜୀବନ ବଦଳିଯିବ, ଆପଣଙ୍କୁ ଧନ ଲାଭ ହବ, ଶନି ଦେବଙ୍କ କୃପାରୁ ଆପଣ ବହୁତ ଶୀଘ୍ର କୋଟିପତି ହୋଇଯିବେ ।

କୁମ୍ଭ ରାଶି :
କାଳ ସର୍ପ ଯୋଗ ପାଇଁ ବିବାହିତ ଲୋକଙ୍କ ଜୀବନରେ ମଧ୍ୟ ବହୁତ ପ୍ରକାର ସୁଖ ଆସିବ । ଏହି କଥା ଉପରେ ବିଶେଷ ଧ୍ୟାନ ଦିଅନ୍ତୁ ଯେ ଆପଣ ବା ଆପଣଙ୍କ ଘର ଲୋକ ନା କାହା ଠାରୁ ଟଙ୍କା ଆଣନ୍ତୁ ନାହିଁ କାହାକୁ ନିଜ ଘରୁ ଟଙ୍କା ଦିଅନ୍ତୁ । ଆଜି ଆପଣଙ୍କ ବିବାହିତା ଜୀବନ ରେ କିଛି ଚିନ୍ତା ର ବିଷୟ ହୋଇ ପାରେ, ଶାରୀରିକ ଓ ମାନସିକ ରୂପରେ ଆଜି ଆପଣ ଖୁସି ରହିବେ, ଆଜି ଆପଣଙ୍କ ପ୍ରେମ ସମ୍ପର୍କ ରେ ଭଲ ପାଇବା ବହୁତ ରହିବ, ଆଜି ଆପଣ ବହୁତ ଖୁସି ମନେ କରିବେ ।ଆପଣଙ୍କୁ କୌଣସି ମହତ୍ଵପୂର୍ଣ କାମରେ ସଫଳତା ପ୍ରାପ୍ତ ହବ, ବହୁତ ଶତ୍ରୁ ହେଲେ ମଧ୍ୟ ଅନ୍ତିମ ରେ ଆପଣଙ୍କ ବିଜଯ ହବ, ସଫଳତା ପ୍ରବଳ ଯୋଗ ଅଛି ।

ତୁଳା ରାଶି :
ଜୀବନସାଥୀ ସ୍ୱାସ୍ଥ୍ୟ ଖରାପ ହୋଇ ପାରେ, ଚାକିରି ରେ କାର୍ଯ୍ୟ ବଢି ପାରେ ନଚେତ ସ୍ଥାନ ପରିବର୍ତନ ହୋଇ ପାରେ । କୌଣସି କାର୍ଯ୍ୟ କରିବା ଆଗରୁ ତା ବିଷୟରେ ଜାଣିବା ଅତ୍ୟନ୍ତ ଆବଶ୍ୟକ ଅଟେସମୟ ସଠିକ ଭାବରେ ଉପଯୋଗ କରନ୍ତୁ ଏହା ଆପଣଙ୍କ ପାଇଁ ବହୁତ ମୂଲ୍ଯବାନ ଅଟେ, କାମରେ ଆଜି ଆପଣଙ୍କୁ ଥକା ଓ ଚିଟା ଲାଗିବ ।ଆପଣଙ୍କ ପାଖରେ ନୂଆ କାର୍ଯ୍ୟ କରିବା ପାଇଁ ଉପାୟ ଆସି ପାରେ, ଲୋଭ ରେ ନ ଫସିବା ପାଇଁ ଗଣେଶ ଠାକୁର କହିଛନ୍ତି ତାକୁ ସବୁବେଳେ ମନେ ରଖନ୍ତୁ ।

ଆଜି ଦିନ ଆପଣଙ୍କ ପାଇଁ କଷ୍ଟକର ହୋଇ ପାରେ, ସେଥିପାଇଁ ସାବଧାନ ହୋଇ କାର୍ଯ୍ୟ କରିବା ଉଚିତ ଅଟେ । ମାଁ ବାପାଙ୍କ ଦ୍ଵାରା କିଛି ଭଲ ଅନୁଭବ ପାଇପାରିବେ, ଯାହା ଦ୍ଵାରା ଆପଣଙ୍କୁ ଲାଭ ହବ । ଆଜି ଠାରୁ କିଛି ଦିନ ପର୍ଜନ୍ତ ଆପଣଙ୍କୁ ଖର୍ଚ କମ କରିବାକୁ ପଡିବ ।