୩ ତାରିଖ ସୂର୍ଯ୍ୟ ଉଦୟ ହେଉ ହେଉ ଏହି ୪ଟି ରାଶିଙ୍କ ଜୀବନ ରେ ଆସିବ ବଡ ପରିବର୍ତ୍ତନ, ପାଟି ରୁ ବାହାରି ଥିବା ସବୁ ଇଛା ହେବ ପୂର୍ଣ୍ଣ

କ୍ରୋଧିତ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ, ଯଦି ଆପଣ ଚାକିରି ବା ବ୍ୟବସାୟ ବଦଳିବା ପାଇଁ ଚାହୁଁଛନ୍ତି ତେବେ ଏହା ଆପଣଙ୍କ ପାଇଁ ସଫଳତା ଆଣିବ । ଟଙ୍କା ପଇସା କାମରେ ଅତ୍ୟଧିକ ସାବଧାନ ହୋଇ ରହିବା ଉଚିତ ଅଟେ, କାମ ଅପେକ୍ଷା ସୋଶିଅଲ ମିଡିଆ ଉପଯୋଗ ଆପଣଙ୍କୁ ସମସ୍ୟା ଦେଇ ପାରେ, କୌଣସି କାର୍ଯ୍ୟ କରିବା ଆଗରୁ ତା ବିଷୟରେ ଜାଣିବା ଅତ୍ୟନ୍ତ ଆବଶ୍ୟକ ଅଟେ । ତେବେ ଏହି ସବୁ ସେହି ରାଶି ମାନଙ୍କ ପାଇଁ ଯେଉଁମାନଙ୍କ ଭାଗ୍ୟ କାଲିଠାରୁ ବଦଳିବାକୁ ଯାଉଛି ।

Image Courtesy: Google

ମେଷ ରାଶି :

ଆପଣଙ୍କ ଭଲ କାମ ପାଇଁ ଆପଣଙ୍କୁ ସଫଳତା ପ୍ରାପ୍ତ ହବ, ଆପଣଙ୍କ ଭାଗ୍ୟ ସଫଳତା ଆଡକୁ ଯିବ, ଆପଣ ସାମାଜିକ କାର୍ଯ୍ୟ ପାଇଁ ଆକର୍ଷଣ କେନ୍ଦ୍ର ରହିବେ, ଅଫିସ ଅଧିକାରୀମାନଙ୍କ ସହ କୌଣସି କଥା ପାଇଁ ଭୁଲ ବୁଝା ମଣା ହୋଇ ପାରେ । ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ, ଜୀବନ ରେ ଲୋକଙ୍କ ସାହାଜ୍ଯ ପ୍ରାପ୍ତ ହଉଥିବ, ଆପଣଙ୍କୁ ଶହର ବାହାରୁକୁ ଯିବାକୁ ପଡି ପାରେ ।

Image Courtesy: Google

କର୍କଟ ରାଶି :

ଦିନ ଆପଣଙ୍କ ପାଇଁ ଭଲ ରହିବ, ନିଜ ଜୀବନ ଭଲ କରିବା ପାଇଁ ଆପଣଙ୍କ ପାଖରେ ଉଚିତ ସମୟ ଅଟେ, ଆପଣଙ୍କ ବିବାହିତା ଜୀବନ ରେ କିଛି ଚିନ୍ତା ର ବିଷୟ ହୋଇ ପାରେ, ଶାରୀରିକ ଓ ମାନସିକ ରୂପରେ ଆପଣ ଖୁସି ରହିବେ, ଆପଣଙ୍କ ପାଖରେ ନୂଆ କାର୍ଯ୍ୟ କରିବା ପାଇଁ ଉପାୟ ଆସି ପାରେ, ଲୋଭ ରେ ନ ଫସିବା ପାଇଁ ଗଣେଶ ଠାକୁର କହିଛନ୍ତି ତାକୁ ସବୁବେଳେ ମନେ ରଖନ୍ତୁ ।

ତୁଳା ରାଶି :

ଆପଣଙ୍କ ଖର୍ଚ ନିୟନ୍ତ୍ରଣରେ ରହିବ, ରୋଜଗାର କ୍ଷେତ୍ରରେ ପରିଶ୍ରମ କରିବା ବହୁତ ଆବଶ୍ୟକ ଅଟେ, ଆପଣଙ୍କୁ କୌଣସି ମହତ୍ଵପୂର୍ଣ କାମରେ ସଫଳତା ପ୍ରାପ୍ତ ହବ, ବହୁତ ଶତ୍ରୁ ହେଲେ ମଧ୍ୟ ଅନ୍ତିମ ରେ ଆପଣଙ୍କ ବିଜଯ ହବ, ସଫଳତା ପ୍ରବଳ ଯୋଗ ଅଛି । ନୂଆ କାର୍ଯ୍ୟ ଆରମ୍ଭ କଲେ ତାହା ସଫଳ ହବ ନାହିଁ, ପ୍ରେମ ସମ୍ପର୍କ ପାଇଁ ସମୟ ସଠିକ ଅଟେ କିନ୍ତୁ ନିଜ ବା ସନ୍ତାନ ଶିକ୍ଷା ପାଇଁ ଆପଣଙ୍କୁ ଚିନ୍ତା ରହିବ ।

Image Courtesy: Google

ମୀନ ରାଶି :

ଏହି କଥା ଉପରେ ବିଶେଷ ଧ୍ୟାନ ଦିଅନ୍ତୁ ଯେ ଆପଣ ବା ଆପଣଙ୍କ ଘର ଲୋକ ନା କାହା ଠାରୁ ଟଙ୍କା ଆଣନ୍ତୁ ନାହିଁ କାହାକୁ ନିଜ ଘରୁ ଟଙ୍କା ଦିଅନ୍ତୁ । ବ୍ୟବସାୟ ବଢିବାକୁ ଲାଗିବ, ଶତ୍ରୁମାନଙ୍କ ଠାରୁ ସତର୍କ ହୋଇ ରହିବା ଉଚିତ ନଚେତ ହାନି ହୋଇ ପାରେ । ମା’ ବାପାଙ୍କ ଦ୍ଵାରା କିଛି ଭଲ ଅନୁଭବ ପାଇପାରିବେ, ଯାହା ଦ୍ଵାରା ଆପଣଙ୍କୁ ଲାଭ ହବ । ସମୟ ସଠିକ ଭାବରେ ଉପଯୋଗ କରନ୍ତୁ ଏହା ଆପଣଙ୍କ ପାଇଁ ବହୁତ ମୂଲ୍ଯବାନ ଅଟେ, କାମରେ ଆପଣଙ୍କୁ ଥକା ଓ ଚିଡା ଲାଗିବ ।

Leave a Reply

Your email address will not be published. Required fields are marked *