ବୁଧବାର, 14 ଅଗଷ୍ଟ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ମହିଳାମାନେ ବନ୍ଧୁଙ୍କ ପ୍ରତିଶୃତି ପାଇ ଆଶ୍ୱସ୍ତି ଅନୁଭବ କରିବେ …

ଆହୁରି ପଢନ୍ତୁ

ମଙ୍ଗଳବାର, 13 ଅଗଷ୍ଟ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । …

ଆହୁରି ପଢନ୍ତୁ

ସୋମବାର, 12 ଅଗଷ୍ଟ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ ପରିବାରରେ ମାନ ମନାନ୍ତର ଦୂର ହେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ସନ୍ତାନଙ୍କ ବ୍ୟବହାର ପାଇଁ ମନରେ ଶାନ୍ତି ସନ୍ତୋଷ …

ଆହୁରି ପଢନ୍ତୁ

ରବିବାର, 11 ଅଗଷ୍ଟ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ ସାଙ୍ଗ ସାଥୀମାନେ ସାହାଯ୍ୟ କରିବେ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଉଚ୍ଚ ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ଯୁବକ ଯୁବତୀମାନଙ୍କର ପରୀକ୍ଷା …

ଆହୁରି ପଢନ୍ତୁ

ଶନିବାର, 10 ଅଗଷ୍ଟ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ ବନ୍ଧୁ ମିଳନରେ ମହିଳାମାନଙ୍କ ମନ ପ୍ରଫୁ୍ଲ୍ଲ ରହିବ । ରବିଫସଲ, ଫଳ, ପନିପରିବା ଚାଷି ଓ ବ୍ୟବସାୟୀମାନେ ଆଶାତୀତ ଲାଭପାଇ ଖୁସିହେବେ । ରାଜନୀତି କ୍ଷେତ୍ରରେ ସଂଗଠନ, ସଭାସମିତିରେ ଯୋଗଦେଲେ ଲୋକ ସମ୍ପର୍କ ବଢ଼ିବ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ …

ଆହୁରି ପଢନ୍ତୁ

ଶୁକ୍ରବାର, 9 ଅଗଷ୍ଟ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଦୂରଯାତ୍ରାର ସୁଯୋଗ ପାଇବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । …

ଆହୁରି ପଢନ୍ତୁ

ମଙ୍ଗଳଙ୍କ ରାଶି ପରିବର୍ତ୍ତନ ଆଣିଛି ଏହି ସବୁ ରାଶି ପାଇଁ ଖୁସି ଖବର – ହେବ ଭାଗ୍ୟ ପରିବର୍ତ୍ତନ

ନମସ୍କାର ବନ୍ଧୁଗଣ, ଆପଣମାନଙ୍କୁ ଆମର ଏହି ଲେଖାକୁ ସ୍ଵାଗତ । ଆଜି ଆମେ ଆପଣଙ୍କୁ କହିବୁ ମଙ୍ଗଳଙ୍କର ରାଶି ପରିବର୍ତ୍ତନ ହେତୁ କେଉଁ କେଉଁ ରାଶି ପାଇଁ ଏହା ଆଣିବ ଝୁସୀ ଖବର । ଭାଗ୍ୟ ଓ ଭଗବାନ କେତେ ବେଳେ …

ଆହୁରି ପଢନ୍ତୁ

ଗୁରୁବାର, 8 ଅଗଷ୍ଟ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ ଓ ଆନୁଷ୍ଠାନିକ କାମରୁ ସମ୍ମାନଲାଭ ହେବ । ନିକଟ ସମ୍ପର୍କୀୟମାନଙ୍କ ଶୁଭକାମନା ଓ ସାହାଯ୍ୟକାରୀ ମନୋବୃତ୍ତି ସାମୟିକ ମନକୁ ଖୁସି କରିପାରେ । ବିଦେଶଯାତ୍ରାରେ ଯଶଲାଭ, …

ଆହୁରି ପଢନ୍ତୁ

ବୁଧବାର, 7 ଅଗଷ୍ଟ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ବ୍ୟବସାୟ କ୍ଷେତ୍ରରେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କଲେ ଲାଭବାନ୍ ହେବେ । ଦୂରଯାତ୍ରାରେ ସଫଳତା ମିଳିବ । ପାରିବାରିକ ସମସ୍ୟା …

ଆହୁରି ପଢନ୍ତୁ

ମଙ୍ଗଳବାର, 6 ଅଗଷ୍ଟ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ । ଆର୍ଥିକ ଚିନ୍ତା ଦୁରହେବ ଓ ପିତାଙ୍କ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ । ରାଜନୀତି କାର୍ଯ୍ୟରେ ସାମାଜିକ ଉତ୍ସବରେ ଯୋଗ ଦେଲେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ପୁରୁଣା …

ଆହୁରି ପଢନ୍ତୁ