
27 ଡିସେମ୍ବର 2018 ଗୁରୁବାର – କେମିତି କଟିବ ଆଜି ଆପଣଙ୍କ ଦିନ
ମେଷ:- କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପାରିବାରିକ ସମସ୍ୟା ସୁଧାରିବା ପାଇଁ କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ସ୍ୱାସ୍ଥ୍ୟ କିମ୍ବା ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । …
ଆହୁରି ପଢନ୍ତୁ