ଶ୍ରାବଣ ମାସ ଆରମ୍ଭ ହେଉ ହେଉ ଏହି ରାଶିଙ୍କ ଭାଗ୍ୟ ଚମକିବ ହୀରା ମୋତିଠୁ ମଧ୍ୟ ଅଧିକ

ଜ୍ୟୋତିଷ ଶାସ୍ତ୍ରରେ ଆମ ଆଗାମୀ ଜୀବନ ର ଘଟଣା ସମ୍ପର୍କ ରେ ସୂଚନା ଦେଇଥାଏ । ପ୍ରତ୍ୟକ ଦିନ ଗ୍ରହ ଚଳନ ଉପରେ ଆମର ଜୀବନ ନିର୍ଭର କରୁଛି । କିଛି ବି ପରିବର୍ତ୍ତନ ହେଲେ ଏହା ଆମ ଜୀବନ ଉପରେ ବହୁତ ଗଭୀର ପ୍ରଭାବ ପକାଇଥାଏ । ସବୁଦିନ ଗ୍ରହଙ୍କ ସ୍ଥିତି ଆମ ଭବିଷ୍ୟତ କୁ ପ୍ରଭାବିତ କରିଥାଏ, ଏହି ରାଶିଫଳ ରେ ଆପଣଙ୍କୁ ଚାକିରି, ବ୍ୟାପାର, ସ୍ୱାସ୍ଥ୍ୟ ଶିକ୍ଷା ଓ ବୈବାହିକ ଜୀବନ ର ତଥ୍ୟ ଦର୍ଶାଇଥାଏ । ତେବେ ଆସନ୍ତୁ ଏହି ରାଶିଙ୍କ ବିଷୟରେ ଜାଣିବା ଯେଉଁମାନଙ୍କ ଭାଗ୍ୟ ଶ୍ରବଣ ମାସରେ ବଦଳିବାକୁ ଯାଉଛି ।

Image Courtesy: Google

କର୍କଟ ରାଶି :

ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ । ଘରୋଇ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ ଓ ସୁଖ ଶାନ୍ତି ମିଳିବ । ବ୍ୟକ୍ତିଗତ ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ ଏବଂ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ ।

 

Image Courtesy: Google

କନ୍ୟା ରାଶି :

ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନମାନଙ୍କର ଉନ୍ନତି, ନୂତନ ବାହନ, ଗୃହ ଆଦି ଲାଭ ହେବାର ସମ୍ଭାବନା ଅଛି । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ତେଣୁ ସମୟକୁ ହାତ ଛଡ଼ା ନ କରିବା ଉଚିତ୍ ।

Image Courtesy: Google

କୁମ୍ଭ ରାଶି :

ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ମାନସିକ ଶାନ୍ତି ମିଳିବ ଓ ଧନ ପ୍ରାପ୍ତି ହେବ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ଶତୃ ଓ ବିରୋଧିମାନେ ଅପଦସ୍ଥ ହେବେ । ଶାରୀରିକ ଅସୁସ୍ଥତା ଦୂର ହେବ ଓ  ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ଓ ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭ ହେବ । ରାଜନୈତିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଏହିଭଳି ଭିନ୍ନ ଭିନ୍ନ ଖବର ସହ ଅପଡେଟ ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।

Leave a Reply

Your email address will not be published. Required fields are marked *