ନମସ୍କାର ବନ୍ଧୁଗଣ । ଆମେ ସମସ୍ତେ ସର୍ବଦା ନୂଆ ନୂଆ ବିଷୟ ଶିଖିବା ପାଇଁ ଉଦଯୋଗୀ ହୋଇଥାଉ । ସାଧାରଣ ଜ୍ଞାନ ମଣିଷ ଠାରୁ ଆରମ୍ଭ କରି ଛାତ୍ରଛାତ୍ରୀ ଯାଏ ସମସ୍ତେ ପ୍ରାପ୍ତ କରିଥାନ୍ତି । ଜ୍ଞାନର ବିକାଶ ମଣିଷର ସଫଳତା ପ୍ରତି ପ୍ରଥମ ପାଦ ଅଟେ । ମନୁଷ୍ୟ ପାଖରେ ଯେତେ ମଧ୍ୟ ଜ୍ଞାନ ଥାଉ । ହେଲେ ଜଣେ ବ୍ୟକ୍ତିର ଶିଖିବା ପ୍ରକ୍ରିୟା କେବେ ମଧ୍ୟ ସରି ନ ଥାଏ । ଏହି ଯେପରି ଆମେ ଯେତେ ମଧ୍ୟ ଜ୍ଞାନ ଜାଣିଥାଊ ।
ହେଲେ ବହୁ ସମୟରେ ଆମକୁ ଅଧିକ ଜ୍ଞାନର ମଧ୍ୟ ଆବଶ୍ୟକତା ପଡିଥାଏ । ଦୁନିଆରେ ଅନେକ ଜ୍ଞାନ ପୂର୍ଣ୍ଣ କଥା ଭରି ହୋଇ ରହିଛି । ଯାହା ସବୁ କିଛି ଟିକିନିକି କରି ଜାଣିବା । ସାଧାରଣ ପକ୍ଷେ ସମ୍ଭବ ନୁହେଁ । ହେଲେ ସେଥି ମଧ୍ୟରୁ କିଛି ନୂଆ ନୂଆ ଓ ଜ୍ଞାନ ଭରା ତଥ୍ୟ ଆଜି ଆମେ ଆପଣଙ୍କ ପାଇଁ ନେଇ ଆସିଛୁ । ଯାହା ଆପଣଙ୍କର ଜ୍ଞାନ ବଢାଇବାରେ ସାହାଜ୍ଯ କରିଥାଏ ।
ଏଥି ସହ ଏହି ସବୁ ଜ୍ଞାନ ଆପଣଙ୍କର ନୀତିଦିନିଆ ଜୀବନରେ ବହୁତ କାମରେ ମଧ୍ୟ ଲାଗିଥାଏ । ଆମ ସମସ୍ତଙ୍କ ଜୀବନରେ ଜ୍ଞାନର ବହୁ ମାତ୍ରାରେ ଆବଶ୍ୟକ ରହିଛି । କାରଣ ଯେଉଁ ବ୍ୟକ୍ତି ବିଶେଷଙ୍କ ପାଖରେ ଜ୍ଞାନର ଅଭାବ ରହିଥାଏ ବା ଜ୍ଞାନ ନ ଥାଏ । ସେହି ବ୍ୟକ୍ତି କୌଣସି କାର୍ଯ୍ୟ ରେ ସଫଳତା ପାଇପାରେ ନାହିଁ । ତେଣୁ ସବୁ ଲୋକଙ୍କୁ ଜ୍ଞାନ ତଥା ସାଧାରଣ ଜ୍ଞାନର ବହୁ ମାତ୍ରାରେ ଆବଶ୍ୟକତା ରହିଅଛି ।
ତେଣୁ ଆମେ ଆଜି ଆପଣ ମାନଙ୍କ ପାଇଁ ନେଇ ଆସିଛୁ କେତେକ ଉପଯୋଗୀ ପ୍ରଶ୍ନ ଉତ୍ତର । ଯାହାକୁ ଜାଣିବା ଓ ଅନ୍ୟକୁ ଜଣାଇବା ଆପଣଙ୍କ କର୍ତ୍ତବ୍ୟ । କାରଣ ବାଣ୍ଟିବା ଦ୍ଵାରା ଜ୍ଞାନ ବିକଶିତ ହୋଇଥାଏ । ତେବେ ଆସନ୍ତୁ ଆରମ୍ଭ କରିବା ମଜାଦାର ପ୍ରଶ୍ନ ଉତ୍ତର । 1- କେଉଁ ଫଳ ରୁ ଆମକୁ ତେଲ ମିଳିଥାଏ ?
ଉତ୍ତର- ନଡିଆ ।
2- ପ୍ରତିଦିନ କଣ ଖାଇବା ଦ୍ଵାରା ଲିଭର ସବୁବେଳେ ସୁସ୍ଥ ରହିଥାଏ ?
ଉତ୍ତର- ସେଓ ।
3- କେଉଁ ଦେଶରେ ଭିକ ମାଗିବା ପାଇଁ ଲାଇସେନ୍ସ ନେବାକୁ ପଡିଥାଏ ?
ଉତ୍ତର- ସ୍ଵୀଡେନ ।
4- ଗୋଟେ ମଶା ଗୋଟେ ଦିନରେ କେତୋଟି ଅଣ୍ଡା ଦେଇଥାଏ ?
ଉତ୍ତର- 200 ଟି ।
5- ଅଙ୍ଗୁର ଚାଷ ପାଇଁ କେଉଁ ସହର ପ୍ରସିଦ୍ଧ ଅଟେ ?
ଉତ୍ତର- ନାସିକ ।
6- କୁକୁର କେଉଁ ରଙ୍ଗକୁ ଦେଖିଲେ ରାଗି ଯାଇଥାଏ ?
ଉତ୍ତର- କଳା ।
7- ମହାରଣା ପ୍ରତାପ ଙ୍କ ଘୋଡା ର ନାମ କଣ ଥିଲା ?
ଉତ୍ତର- ଚେତକ ।
8- କେଉଁ ଦେଶରେ ସବୁଠାରୁ ଅଧିକ ଟ୍ରେନ ଚାଲେ ?
ଉତ୍ତର- ଆମେରିକା ।
9- କେଉଁ ଜୀବ କୁ ସାପ କାମୁଡିଲେ ବି ବିଷ ଲାଗି ନ ଥାଏ ?
ଉତ୍ତର- ନେଉଳ ।
10- ପ୍ରଭୁ ଶ୍ରୀରାମ ଚନ୍ଦ୍ର ଙ୍କୁ କେତେ ବର୍ଷ ପାଇଁ ବନବାସ ରହିବାକୁ ପଡିଥିଲା ?
ଉତ୍ତର- 14 ବର୍ଷ ।
11- କଣ ଖାଇବା ଦ୍ଵାରା ବସ ରେ ଯାତ୍ରା କରିବା ବେଳେ ବାନ୍ତି ହୁଏ ନାହିଁ ?
ଉତ୍ତର- ଅଦା ରସ ।
ବନ୍ଧୁଗଣ ଆପଣ ମାନଙ୍କୁ ଆମ ପୋଷ୍ଟ ଟି ଭଲ ଲାଗିଥିଲେ ଆମ ସହ ଆଗକୁ ରହିବା ପାଇଁ ଆମ ପେଜକୁ ଗୋଟିଏ ଲାଇକ କରନ୍ତୁ, ଧନ୍ୟବାଦ ।