୨୫ ଠାରୁ ଏହି ୬ଟି ରାଶିଙ୍କ ଭଲ ସମୟ ଆରମ୍ଭ, ଅଟକି ଥିବା କାମ ଏବଂ ଧନ ପ୍ରାପ୍ତ ହବ

ବ୍ୟବସାୟରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇ ଭୂମି, ଧନ, ଗୋମାତା ପ୍ରାପ୍ତିହେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ରାଜନୀତିକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ପ୍ରତିଷ୍ଠା ବୃଦ୍ଧିହେବ । ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ । ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ ଓ ଆର୍ଥିକସ୍ଥିତି ଭଲ ରହିବ ।

କର୍କଟ, ମିଥୁନ ଏବଂ ତୁଳା ରାଶି :

ମିତ୍ରମାନେ ପରାମର୍ଶ ଦେଇ କିଛି ଉନ୍ନତି ମୂଳକ କାମପ୍ରତି ପ୍ରଲୋଭିତ କରିବେ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ । ଘରୋଇ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ ଓ ସୁଖ ଶାନ୍ତି ମିଳିବ । ବ୍ୟକ୍ତିଗତ ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ ଏବଂ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ ।

କନ୍ୟା, କୁମ୍ଭ ଏବଂ ସିଂହ ରାଶି :

ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ । ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନମାନଙ୍କର ଉନ୍ନତି, ନୂତନ ବାହନ, ଗୃହ ଆଦି ଲାଭ ହେବାର ସମ୍ଭାବନା ଅଛି । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ତେଣୁ ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଦୂରଯାତ୍ରା ସୁଯୋଗ ପାଇବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ ।

 

ମାନସିକ ଶାନ୍ତି ଅନୁଭବ କରିବେ । ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ । ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢିବ । ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ମଧ୍ୟ ସଫଳତା ପ୍ରାପ୍ତ ହେବ । ଆଗକୁ ଆମ ସହ ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।

Leave a Reply

Your email address will not be published. Required fields are marked *