ରବିବାର 1 ମାର୍ଚ 2020 – ଆଜି ଏହି ସବୁ ରାଶି ପାଇଁ ମିଳିବ କିଛି ବଡ ଖୁସି ଖବର

ଆମେ ଆପଣଙ୍କୁ ରବିବାର ଦିନ ୧ ମାର୍ଚ ରାଶିଫଳ କହୁ ଅଛୁ । ରାଶିଫଳ ଆମ ଆଗାମୀ ଜୀବନ ର ଘଟଣା ସମ୍ପର୍କ ରେ ସୂଚନା ଦେଇଥାଏ । ସବୁଦିନ ଗ୍ରହଙ୍କ ସ୍ଥିତି ଆମ ଭବିଷ୍ୟତ କୁ ପ୍ରଭାବିତ କରିଥାଏ, ଏହି ରାଶିଫଳ ରେ ଆପଣଙ୍କୁ ଚାକିରି, ବ୍ୟାପାର, ସ୍ୱାସ୍ଥ୍ୟ ଶିକ୍ଷା ଓ ବୈବାହିକ ଜୀବନ ର ତଥ୍ୟ ଦର୍ଶାଇଥାଏ । ଆପଣଙ୍କ ଦିନ କିପରି ଅତିବାହିତ ହେବ ଜାଣିବାକୁ ଇଛୁକ ଥିଲେ, ନିମ୍ନ ରେ ପଢନ୍ତୁ ।

ମେଷ :

କାର୍ଯ୍ୟ ରେ ଯାହା ଫଳ ପ୍ରାପ୍ତ ହେଉଛି ତାକୁ ମାନିକି ଚାଲନ୍ତୁ, ବିଦେଶ ଯାତ୍ରା କରି ପାରନ୍ତି । ବ୍ୟବସାୟ ରେ ହାନି ହବାର ଆସାର ଦେଖା ଯାଉଛି, ଭାଗ୍ୟ ଆପଣଙ୍କ ସହ ରହିବ । ଆଜି ଦିନ ବିଦ୍ୟାର୍ଥୀମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ଅଟେ, ଛୁଆଙ୍କୁ ଅଭ୍ୟାଶ ରେ ସଫଳତା ପ୍ରାପ୍ତି ହବ । ଏହି ରାଶି ଲୋକ ଆଜି ନିଜ ଜୀବନସାଥୀ ଦ୍ଵାରା ବହୁତ ସାହାଜ୍ଯ ପ୍ରାପ୍ତ କରିବେ, କିନ୍ତୁ ଆପଣଙ୍କୁ ନିଜ କଥା ଉପରେ ନିୟନ୍ତ୍ରଣ ରଖିବା ଉଚିତ ଅଟେ ।

ବୃଷ :

ଅନ୍ୟ ସାହାଜ୍ଯ ଦ୍ଵାରା ଆପଣ ଲାଭ ପ୍ରାପ୍ତ କରିବେ, ସରକାରୀ ଲାଭ ପ୍ରାପ୍ତି କରିବେ, ନୂଆ କାର୍ଯ୍ୟ ଆରମ୍ଭ କଲେ ଆପଣଙ୍କୁ ଲାଭ ପ୍ରାପ୍ତ ହୋଇବ । ବିବାହିତ ଲୋକ ଆଜି ବିବାହିତ ଜୀବନ ସୁଖ ପ୍ରାପ୍ତ କରିବେ, ଘରେ ମାଁ ବା ଅନ୍ୟ ବୁଜୁର୍ଗ ମହିଳାଙ୍କ ସ୍ୱାସ୍ଥ୍ୟ ପାଇଁ ଆପଣ ଚିନ୍ତା ରେ ରହିବେ । ଆଜି ପୂର୍ବ ପୁରୁଷଙ୍କ କାରୋବାର ବଢିବାକୁ ଲାଗିବ, ଚାକିରି ରେ ପରିବର୍ତନ ସମ୍ଭାବନା ହୋଇ ପାରେ ।

ମିଥୁନ :

କାର୍ଯ୍ୟ ପାଇଁ ଆଜି ଆପଣଙ୍କୁ ଅତ୍ୟଧିକ କଷ୍ଟ କରିବାକୁ ପଡିବ, ଆସା ନିରାଶା କଥା ମନ ଭିତରେ ଚିନ୍ତା ଉତପନ କରି ପାରନ୍ତି । ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଭଲ ରହିବ, ବିବାହିତ ଜୀବନ ପାଇଁ ସମୟ ବହୁତ ସଠିକ ଚାଲୁଛି ।ଆଜି ଆପଣଙ୍କ ମନ ଧାର୍ମିକ ରହିବ ଏବଂ ଧାର୍ମିକ କାର୍ଯ୍ୟ କଲେ ଆପଣଙ୍କ ମନ ଶାନ୍ତି ପ୍ରାପ୍ତ କରିବ । ଏହି ରାଶି ଲୋକ ଆଜି ଯେତେ ପରିଶ୍ରମ କରିବେ ତାହା ଫଳ ପ୍ରାପ୍ତ କରିବେ।ରୋଜଗାର ରେ ଅପାର ଧନ ଲାଭ ପ୍ରାପ୍ତ କରିବେ ।

କର୍କଟ :

କୌଣସି ନୂଆ ଜାଗା ଟ୍ରାନ୍ସଫର ହୋଇ ପାରନ୍ତି ବା ଚାକିରି ମଧ୍ୟ ଛାଡ଼ିବା ସମୟ ଆସି ପାରେ । ଆଜି ମହିଳାଙ୍କୁ ଭାବନା ଉପରେ ବିଶେଷ ଧ୍ୟାନ ରଖିବେ । ଆଜି ଆପଣଙ୍କ ମନ ଧାର୍ମିକ କାର୍ଯ୍ୟ ରେ ଲାଗି ରହିବ। ଆଜି ପ୍ରମୋଶନ ପାଇବା ସମ୍ଭାବନା ଅଟେ, ଜୀବନସାଥି ସହ ପ୍ରେମ ସହ କଥା ହୁଅନ୍ତୁ । ପାରିବାରିକ ଜୀବନ ସୁଖମୟ ଅଟେ, ସନ୍ତାନ ଦାଇତ୍ବ ପରି ପୂର୍ଣ ହୋଇ ପାରେ ।

ସିଂହ :

ଆଜି ପାରିବାରିକ ଦାଇତ୍ବ ବଢିବାକୁ ଲାଗିବ, ଜୀବନସାଥୀ ସ୍ୱାସ୍ଥ୍ୟ ଖରାପ ହୋଇ ପାରେ, ଚାକିରି ରେ କାର୍ଯ୍ୟ ବଢି ପାରେ ନଚେତ ସ୍ଥାନ ପରିବର୍ତନ ହୋଇ ପାରେ ।ଆଜି ଆପଣଙ୍କୁ ମହିଳା ସମ୍ପର୍କୀୟ ପାଇଁ ଚିନ୍ତା ହୋଇ ପାରେ, ହନୁମାନ ଚାଳିଶା ପାଠ କଲେ ଆପଣଙ୍କ କଷ୍ଟ ଦୂର ହୋଇବ, ଏବଂ ପରିବାର ରେ ଖୁସି ଆସିବ । ଆଜି ଅନ୍ୟ କାହା କଥା ମାନି ଏମିତି କିଛି କାର୍ଯ୍ୟ କରନ୍ତୁ ନାହିଁ ଯାହା ଫଳରେ ଆପଣଙ୍କୁ ଜୀବନ ସାରା କାନ୍ଦିବାକୁ ପଡି ପାରେ ।

କନ୍ୟା :

ସାମାଜିକ କାର୍ଯ୍ୟ ପାଇଁ ମନ ବହୁତ ଭଲ ରହିବ, ଅତ୍ୟଧିକ ସମୟ ଅତିଥିଙ୍କ ସହ ବିତେଇବେ । ଆର୍ଥିକ ପକ୍ଷ ମଜବୁତ ହୋଇବ, କିନ୍ତୁ ସ୍ୱାସ୍ଥ୍ୟ ପାଇଁ କିଛି ଚିନ୍ତା ହୋଇ ପାରେ । ଜୀବନସାଥି ବୁଦ୍ଧି ଓ ସ୍ଵଭାବ ଦେଖି ଆପଣଙ୍କ ମନ ବହୁତ ପ୍ରଶନ ରହିବେ, ପରିବାର ରେ କିଛି ଖୁସି ଖବର ଶୁଣିବାକୁ ମିଳି ପାରେ । ସମ୍ପର୍କୀୟ ଲୋକଙ୍କ ଘର କାମ ରେ ଆପଣଙ୍କୁ ସପୋର୍ଟ ମିଳି ପାରେ । ସ୍ୱାସ୍ଥ୍ୟ ଏବଂ ପ୍ରତିଷ୍ଠା ପ୍ରତି ସଚେତ ରୁହନ୍ତୁ ।

ତୁଳା :

ଆଜି ଆପଣ ନିଜ କାର୍ଯ୍ୟ ସ୍ଥଳ ରେ ସମ୍ମାନିତ ହୋଇ ପାରନ୍ତି, ମାନସିକ ଶାନ୍ତି ପ୍ରାପ୍ତ କରିବେ । କାରୋବାର ବଢେଇବା ପାଇଁ ଯାତ୍ରା କରି ପାରନ୍ତି, ସମ୍ପର୍କ ଭଲ ହୋଇବ, ଜୀବନସାଥୀ ଆଜି ଆପଣଙ୍କୁ କିଛି ଉପହାର ଦେଇ ପାରନ୍ତି । ଉଚ୍ଚ ପଦ ପ୍ରାପ୍ତ କରି ପାରନ୍ତି, କିନ୍ତୁ କାର୍ଯ୍ୟ କ୍ଷେତ୍ର ରେ ଅସୁବିଧା ହୋଇ ପାରେ ।

ବିଛା :

ବ୍ୟବସାୟ ରେ କାହା ଠାରୁ ଧୋକା ପାଇ ପାରନ୍ତି ସଚେଟ ରହିବା ପାଇଁ ଚେଷ୍ଟା କରନ୍ତୁ । ଆପଣଙ୍କ ଦିନ ବଦଳିବାକୁ ଲାଗିବ କିନ୍ତୁ ପରିଶ୍ରମ କରିବା ଚଡନ୍ତୁ ନାହିଁ । ଆଜି ଆପଣଙ୍କୁ ନିଜ ତରଫରୁ ଆଗକୁ ଯାଇ ଲୋକଙ୍କ ସହ ମିସିବା ପାଇଁ ଚେଷ୍ଟା କରିବା ଉଚିତ ଅଟେ । ଆପଣଙ୍କୁ ଆର୍ଥିକ ଲାଭ ପ୍ରାପ୍ତ ହୋଇବ, ପ୍ରେମ ସମ୍ବନ୍ଧ ପାଇଁ ଭଲ ସମୟ ଅଟେ ।

ଧନୁ :

ଆଜି କ୍ରୋଧିତ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ, ଯଦି ଆପଣ ଚାକିରି ବା ବ୍ୟବସାୟ ବଦଳିବା ପାଇଁ ଚାହୁଁଛନ୍ତି ତେବେ ଏହା ଆପଣଙ୍କ ପାଇଁ ସଫଳତା ଆଣିବ । ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ, ଜୀବନ ରେ ଲୋକଙ୍କ ସାହାଜ୍ଯ ପ୍ରାପ୍ତ ହଉଥିବ, ଲୋକଙ୍କୁ ଆଜି ଟିକେ ମାନସିକ ଚିନ୍ତା ରହିବ ।

ମକର :

ଆଜି ଆଇନ କାର୍ଯ୍ୟ ଠାରୁ ଦୂରେଇ ରହିବା ଆପଣଙ୍କ ପାଇଁ ଉଚିତ ଅଟେ, ଆଜି ଦିନ ଆପଣଙ୍କ ପାଇଁ କଷ୍ଟକର ହୋଇ ପାରେ, ସେଥିପାଇଁ ସାବଧାନ ହୋଇ କାର୍ଯ୍ୟ କରିବା ଉଚିତ ଅଟେ । ଚାକିରି ପାଇଁ ଭଲ ଖବର ପାଇ ପାରନ୍ତି, ଏହି ରାଶି ଲେଖଙ୍କ ପାଇଁ ଦିନ ବହୁଇଟ ଶୁଭ ଅଟେ ।

କୁମ୍ଭ :

ଆଜି ଆପଣଙ୍କ ପ୍ରେମ ସମ୍ପର୍କ ରେ ଭଲ ପାଇବା ବହୁତ ରହିବ ଆଜି ଆପଣ ବହୁତ ଖୁସି ମନେ କରିବେ ।କଥା ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ ଅଟେ, ଆଜି ଆପଣ ସ୍ଥିତି ସମ୍ଭାଳିବାରେ ସଫଳତା ପ୍ରାପ୍ତ କରିବେ । ଆଜି ଆପଣଙ୍କ ଉନ୍ନତି ମାର୍ଗ ପ୍ରଶସ୍ତ ହୋଇବେ, ସମ୍ପତ୍ତି କାର୍ଯ୍ୟ ଆଜି ଆପଣଙ୍କୁ ବହୁତ ଲାଭ ପ୍ରଦାନ କରିବେ, କୌଣସି ବୁଲିବା ଜାଗା ଯାଇ ପାରନ୍ତି ।

ମୀନ :

ଆଜି ଘରେ ଦୁଖ ପାଇଁ ଘର ବାତାବରଣ ଦୂଷିତ ଅଟେ, ଧର୍ଜ୍ୟ ରାଖୀ କାର୍ଯ୍ୟ କରନ୍ତୁ । ଚାକିରି ରେ ଅଫସର ଲୋକଙ୍କ ସହ ଭୁଲ ବୁଝା ମଣା ହୋଇ ପାରେ । ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଖରାପ ହୋଇ ପାରେ, ଆଜି ଆପଣଙ୍କ ମନ ଧାର୍ମିକ କାର୍ଯ୍ୟ ରେ ଅଧିକ ଲାଗିବ । ଆଜି ଆପଣ କାର୍ଯ୍ୟ ଉପରେ ବିଶେଷ ଧ୍ୟାନ ଦେବେ, ଆଜି ମନ କୌଣସି ପ୍ରକାର ଭୟ ପାଇଁ ଚିନ୍ତା ରେ ରହିବ ।

Leave a Reply

Your email address will not be published. Required fields are marked *