ଆମେ ଆପଣଙ୍କୁ ଶନିବାର ଦିନ ୧୦ ଅକ୍ଟୋବର ରାଶିଫଳ କହୁ ଅଛୁ । ରାଶିଫଳ ଆମ ଆଗାମୀ ଜୀବନ ର ଘଟଣା ସମ୍ପର୍କ ରେ ସୂଚନା ଦେଇଥାଏ । ପ୍ରତ୍ୟକ ଦିନ ଗ୍ରହ ଚଳନ ଉପରେ ଆମର ଜୀବନ ନିର୍ଭର କରୁଛି । କିଛି ବି ପରିବର୍ତ୍ତନ ହେଲେ ଏହା ଆମ ଜୀବନ ଉପରେ ବହୁତ ଗଭୀର ପ୍ରଭାବ ପକାଇଥାଏ ।
ସବୁଦିନ ଗ୍ରହଙ୍କ ସ୍ଥିତି ଆମ ଭବିଷ୍ୟତ କୁ ପ୍ରଭାବିତ କରିଥାଏ, ଏହି ରାଶିଫଳ ରେ ଆପଣଙ୍କୁ ଚାକିରି, ବ୍ୟାପାର, ସ୍ୱାସ୍ଥ୍ୟ ଶିକ୍ଷା ଓ ବୈବାହିକ ଜୀବନ ର ତଥ୍ୟ ଦର୍ଶାଇଥାଏ । ସେଥିପାଇଁ କିଛି ବି କରିବା ଆଗରୁ ପ୍ରତ୍ୟକ ଦିନ ନିଜର ରାଶି ଫଳ ନିଶ୍ଚୟ ଦେଖନ୍ତୁ ଓ ଏହା ଅନୁସାରେ ସତର୍କ ରହି କାମ କରନ୍ତୁ । ଯଦି ଅପାନ ମଧ୍ୟ ଆପଣଙ୍କ ଦିନ କିପରି ଅତିବାହିତ ହେବ ଜାଣିବାକୁ ଇଛୁକ ଅଛନ୍ତି ତେବେ ନିମ୍ନ ରେ ପଢନ୍ତୁ ।

ମେଷ :
ଆଜି ଆପଣ ନିଜ ଲକ୍ଷ ପାଇବାରେ ସଫଳ ହୋଇବେ, ଆଜି ଆପଣ ନିଜ ମାଁ ବାପା ସହ ଧାର୍ମିକ ସ୍ଥଳ ବୁଲିବାକୁ ଯାଇ ପାରନ୍ତି । ଆଜି ଆପଣଙ୍କ ଜୀବନ ରେ ସବୁ ପ୍ରକାର ସୁଖ ପ୍ରାପ୍ତ କରିବେ । ଆଜି ଦିପହର ପରେ ହଟାତ କିଛି ଖୁସି ଖବର ପ୍ରାପ୍ତ ହୋଇ ପାରେ, ଆର୍ଥିକ ରୂପରେ ଆଜି ଦିନ ଆପଣଙ୍କ ପାଇଁ ସମୃଦ୍ଧ ରହିବ, ଆଜି କରା ଯାଇ ଥିବା କାର୍ଯ୍ୟ ଆପଣଙ୍କ ପାଇଁ ଲାଭକାରୀ ଅଟେ । ଆଜି ସ୍ୱାସ୍ଥ୍ୟ ପ୍ରତି ସଚେତ ରହିବା ଉଚିତ, ଆଜି ଦିନ ବହୁତ ଲୋକଙ୍କ ପାଇଁ ଚିନ୍ତାମୟ ରହିବ ।
ବୃଷ :
ଆଜି ଆପଣଙ୍କ ବିବାହିତା ଜୀବନ ରେ କିଛି ଚିନ୍ତା ର ବିଷୟ ହୋଇ ପାରେ, ଶାରୀରିକ ଓ ମାନସିକ ରୂପରେ ଆଜି ଆପଣ ଖୁସି ରହିବେ, ଆଜି ଆପଣଙ୍କ ପ୍ରେମ ସମ୍ପର୍କ ରେ ଭଲ ପାଇବା ବହୁତ ରହିବ, ଆଜି ଆପଣ ବହୁତ ଖୁସି ମନେ କରିବେ । ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ, ଜୀବନ ରେ ଲୋକଙ୍କ ସାହାଜ୍ଯ ପ୍ରାପ୍ତ ହଉଥିବ, ଆପଣଙ୍କୁ ଶହର ବାହାରୁକୁ ଯିବାକୁ ପଡି ପାରେ ।
ମିଥୁନ :
ଯଦି ଆପଣ ଚାକିରି ବା ବ୍ୟବସାୟ ବଦଳିବା ପାଇଁ ଚାହୁଁଛନ୍ତି ତେବେ ଏହା ଆପଣଙ୍କ ପାଇଁ ସଫଳତା ଆଣିବ । ଗାଡି ଚଳେଇବା ବେଳେ ସାବଧାନ ରୁହନ୍ତୁ, ସମୟ ଭଲ ଅଛି ତେବେ ସାବଧାନ ରହିବା ଉଚିତ । ଆପଣଙ୍କ କାର୍ଯ୍ୟ କ୍ଷେତ୍ର ରେ ଆପଣଙ୍କୁ ପ୍ରଶଂସା ପ୍ରାପ୍ତ ହବ, କଳା ଏବଂ ସଂଗୀତା ପ୍ରତି ମନ ଭଲ ରହିବ । ଆଜି ନୂଆ କାର୍ଯ୍ୟ ଆରମ୍ଭ କଲେ ତାହା ସଫଳ ହବ ନାହିଁ, ପ୍ରେମ ସମ୍ପର୍କ ପାଇଁ ସମୟ ସଠିକ ଅଟେ କିନ୍ତୁ ନିଜ ବା ସନ୍ତାନ ଶିକ୍ଷା ପାଇଁ ଆପଣଙ୍କୁ ଚିନ୍ତା ରହିବ ।

କର୍କଟ :
ଆଜି କର୍କଟ ରାଶି ମହିଳାଙ୍କୁ କାର୍ଯ୍ୟ ରେ ସଫଳତା ପ୍ରାପ୍ତ ହବ ବହୁତ ଲୋକ ପ୍ରୋମୋଶନ ମଧ୍ୟ ପାଇବେ, ଖର୍ଚ ଉପରେ ଧ୍ୟାନ ଦବା ଦରକାର ଅଟେ ନଚେତ ଆର୍ଥିକ ସମସ୍ୟା ହୋଇ ପାରେ । ଆଜି ଏହି କଥା ଉପରେ ବିଶେଷ ଧ୍ୟାନ ଦିଅନ୍ତୁ ଯେ ଆପଣ ବା ଆପଣଙ୍କ ଘର ଲୋକ ନା କାହା ଠାରୁ ଟଙ୍କା ଆଣନ୍ତୁ ନାହିଁ କାହାକୁ ନିଜ ଘରୁ ଟଙ୍କା ଦିଅନ୍ତୁ । ଆପଣଙ୍କୁ ଆର୍ଥିକ ଲାଭ ପ୍ରାପ୍ତ ହୋଇବ, ପ୍ରେମ ସମ୍ବନ୍ଧ ପାଇଁ ଭଲ ସମୟ ଅଟେ ।
ସିଂହ :
ଆଜି ଆପଣଙ୍କୁ କୌଣସି ମହତ୍ଵପୂର୍ଣ କାମରେ ସଫଳତା ପ୍ରାପ୍ତ ହବ, ବହୁତ ଶତ୍ରୁ ହେଲେ ମଧ୍ୟ ଅନ୍ତିମ ରେ ଆପଣଙ୍କ ବିଜଯ ହବ, ସଫଳତା ପ୍ରବଳ ଯୋଗ ଅଛି । ଜୀବନସାଥୀ ସ୍ୱାସ୍ଥ୍ୟ ଖରାପ ହୋଇ ପାରେ, ଚାକିରି ରେ କାର୍ଯ୍ୟ ବଢି ପାରେ ନଚେତ ସ୍ଥାନ ପରିବର୍ତନ ହୋଇ ପାରେ । କୌଣସି କାର୍ଯ୍ୟ କରିବା ଆଗରୁ ତା ବିଷୟରେ ଜାଣିବା ଅତ୍ୟନ୍ତ ଆବଶ୍ୟକ ଅଟେସମୟ ସଠିକ ଭାବରେ ଉପଯୋଗ କରନ୍ତୁ ଏହା ଆପଣଙ୍କ ପାଇଁ ବହୁତ ମୂଲ୍ଯବାନ ଅଟେ, କାମରେ ଆଜି ଆପଣଙ୍କୁ ଥକା ଓ ଚିଟା ଲାଗିବ ।
କନ୍ୟା :
ଆପଣଙ୍କ ପାଖରେ ନୂଆ କାର୍ଯ୍ୟ କରିବା ପାଇଁ ଉପାୟ ଆସି ପାରେ, ଲୋଭ ରେ ନ ଫସିବା ପାଇଁ ଗଣେଶ ଠାକୁର କହିଛନ୍ତି ତାକୁ ସବୁବେଳେ ମନେ ରଖନ୍ତୁ । ଆଜି ଦିନ ଆପଣଙ୍କ ପାଇଁ କଷ୍ଟକର ହୋଇ ପାରେ, ସେଥିପାଇଁ ସାବଧାନ ହୋଇ କାର୍ଯ୍ୟ କରିବା ଉଚିତ ଅଟେ । ମାଁ ବାପାଙ୍କ ଦ୍ଵାରା କିଛି ଭଲ ଅନୁଭବ ପାଇପାରିବେ, ଯାହା ଦ୍ଵାରା ଆପଣଙ୍କୁ ଲାଭ ହବ । ଆଜି ଠାରୁ କିଛି ଦିନ ପର୍ଜନ୍ତ ଆପଣଙ୍କୁ ଖର୍ଚ କମ କରିବାକୁ ପଡିବ ।

ତୁଳା :
ଆଜି ଆବେଶ ରେ ଏମିତି କିଛି କରନ୍ତୁ ନାହିଁ, ଯାହା ଆପଣଙ୍କ ପରିବାର ଓ ଆପଣଙ୍କ ପାଇଁ ଅସୁବିଧାପୂର୍ଣ ହୋଇ ଯାଏ, ପରୀକ୍ଷା ବା ପ୍ରତିଯୋଗୀତା ଦ୍ଵାରା ଚାକିରି ଖୋଜୁ ଥିବା ଲୋକଙ୍କ ପାଇଁ ଶୁଭ ପରିଣାମ ପ୍ରାପ୍ତ ହବ । ଛୁଆଙ୍କୁ ଅଭ୍ୟାଶ ରେ ସଫଳତା ପ୍ରାପ୍ତି ହବ । ଆଜି ଆପଣ ନିଜକୁ ଶାନ୍ତ ରଖିବା ପାଇଁ ପ୍ରୟାଶ କରିବେ ଏବଂ ସଫଳତା ମଧ୍ୟ ପ୍ରାପ୍ତ କରିବେ ।
ବିଛା :
ଆଜି ଟଙ୍କା ପଇସା କାମରେ ଅତ୍ୟଧିକ ସାବଧାନ ହୋଇ ରହିବା ଉଚିତ ଅଟେ, କାମ ଅପେକ୍ଷା ସୋଶିଅଲ ମିଡିଆ ଉପଯୋଗ ଆପଣଙ୍କୁ ସମସ୍ୟା ଦେଇ ପାରେ । ଆଜି ସଂଘର୍ଷ ପରେ କୌଣସି କାର୍ଯ୍ୟ ପୂର୍ଣ ହୋଇବ । ଆର୍ଥିକ ଅବସ୍ତା ଖରାପ ନହେଉ ସେଥିପାଇଁ ନିଜ ମାସିକ ବଜଟ ଅନୁଯାଇ ଖର୍ଚ କରନ୍ତୁ ଏହା ଠାରୁ ଅଧିକ ଆପଣଙ୍କ ଆର୍ଥିକ ସ୍ଥିତି ଖରାପ କରି ପାରେ । ପୁରୁଣା ହାନି ଆଜି ପୂର୍ଣ ହବାକୁ ଲାଗିବ କିନ୍ତୁ ଏହା ପାଇଁ ଆପଣଙ୍କୁ ପ୍ରୟାସ କରିବା ଉଚିତ ଅଟେ, କଥା ବାରତା ଉପରେ ଆପଣଙ୍କୁ ନିୟନ୍ତ୍ରଣ କରିବା ଉଚିତ ଅଟେ ।
ଧନୁ :
ଆଜି ସମାଜ ରେ ଆପଣଙ୍କ ମହତ୍ଵ ବଢିବାକୁ ଲାଗିବ ଆଜି ଲୋକମାନେ ଆପଣଙ୍କୁ ସମ୍ମାନିତ କରିବେ, ଜୀବନସାଥି ଓ ସନ୍ତାନ ପରାମର୍ଶ କାର୍ଯ୍ୟ କଲେ ଆପଣଙ୍କୁ ସଫଳତା ପ୍ରାପ୍ତ ହବ । ଆଜି ଆପଣ ସାମାଜିକ କାର୍ଯ୍ୟ ପାଇଁ ଆକର୍ଷଣ କେନ୍ଦ୍ର ରହିବେ, ଅଫିସ ଅଧିକାରୀମାନଙ୍କ ସହ କୌଣସି କଥା ପାଇଁ ଭୁଲ ବୁଝା ମଣା ହୋଇ ପାରେ ।

ମକର :
ଆଜି ଆପଣଙ୍କ ମନ ରେ ଆସା ନିରାଶା ମିଶ୍ରଣ ଭାବ ମନ ରେ ଆସିବ, ଆଜି ଆପଙ୍କ କିଛି ନୂଆ କାମ ଶିଖିବା ପାଇଁ ଅବସର ପ୍ରାପ୍ତ କରିବେ । ଆଜି ଆପଣଙ୍କୁ ଗତ କିଛି ଦିନ ତଳ ପରିଶ୍ରମ ପାଇଁ ଆଜି ଫଳ ପ୍ରାପ୍ତ ହବ, ଚାକିରି କରୁଥିବା ଲୋକମାନେ ଆଜି ନିଜ ପରିଶ୍ରମ ଦ୍ଵାରା ସମସ୍ତଙ୍କୁ ଦେଖେଇ ପାରିବେ ଯେ ଆପଣ ସବୁ କରି ପାରିବେ, ବହୁତ ବ୍ୟସ୍ତ ରହିଲେ ମଧ୍ୟ ଛାତ୍ରମାନଙ୍କ ପାଇଁ ଜବ ନୂଆ ଅବସର ଉପଲବ୍ଧ ରହିବ ।
କୁମ୍ଭ :
ଆଜି ଆପଣଙ୍କ ଯେତେ ନିର୍ମାଣ କାର୍ଯ୍ୟ ଅଧା ହୋଇଛି ତାହା ଆଜି ପୂର୍ଣ ହୋଇ ଜୀବ, ଜୀବନସାଥି ସହ ସମ୍ପର୍କ ମଧୁର ହୋଇବ । ଆଜି କ୍ରୋଧିତ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ, ଆଜି ବ୍ୟବସାୟ ବଢିବାକୁ ଲାଗିବ, ଶତ୍ରୁମାନଙ୍କ ଠାରୁ ସତର୍କ ହୋଇ ରହିବା ଉଚିତ ନଚେତ ହାନି ହୋଇ ପାରେ । କୌଣସି ରୋମାଣ୍ଟିକ ଜାଗା ଯିବା ଆଗରୁ ନିଜ ଜୀବନସାଥୀ କୁ ପଚାରିବା ଉଚିତ ଅଟେ ।
ମୀନ :
ସବୁ ଦିଶାରୁ ଧାନ ଲାଭ ଯୋଗ ଅଛି, ଆଗକୁ ବଢିବାର ସମ୍ଭାବନା ବହୁତ ଅଛି, ଭାଇ ଭଉଣୀ ସାମାଜିକ ସ୍ଥିତି ରେ ହଟାତ ପରିବର୍ତନ ଆସିବ ଓ ବୃଦ୍ଧି ହବ । ଧନ ଅଟକିବା ପାଇଁ ଆପଣଙ୍କୁ ବହୁତ ପ୍ରକାର ସମସ୍ୟା ସାମ୍ନା କରିବାକୁ ପଡି ପାରେ, ଏହି ସମୟ ପ୍ରେମ ସମ୍ବନ୍ଧ ପାଇଁ ବହୁତ ଭଲ ଅଟେ । ଆଜି ଅନ୍ୟ କାହା କଥା ମାନି ଏମିତି କିଛି କାର୍ଯ୍ୟ କରନ୍ତୁ ନାହିଁ ଯାହା ଫଳରେ ଆପଣଙ୍କୁ ଜୀବନ ସାରା କାନ୍ଦିବାକୁ ପଡି ପାରେ । ଆଗକୁ ଆମ ସହ ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।