ବୁଧବାର 15 ଏପ୍ରିଲ 2020- ଶ୍ରୀ ଗଣେଶଙ୍କ ଦ୍ଵାରା ଏହି ସବୁ ରାଶି ବ୍ୟକ୍ତିଙ୍କ ଜୀବନର ସବୁ ସଙ୍କଟ ଦୂର ହେବ

ଆଜି ଆମେ ଆପଣଙ୍କୁ ବୁଧବାର ୧୫ ଏପ୍ରିଲ ରାଶିଫଳ କହିବାକୁ ଯାଉଛୁ । ରାଶିଫଳ ଆମ ଆଗାମୀ ଜୀବନ ର ଘଟଣା ସମ୍ପର୍କ ରେ ସୂଚନା ଦେଇଥାଏ । ସବୁଦିନ ଗ୍ରହଙ୍କ ସ୍ଥିତି ଆମ ଭବିଷ୍ୟତ କୁ ପ୍ରଭାବିତ କରିଥାଏ, ଏହି ରାଶିଫଳ ରେ ଆପଣଙ୍କୁ ଚାକିରି, ବ୍ୟାପାର, ସ୍ୱାସ୍ଥ୍ୟ ଶିକ୍ଷା ଓ ବୈବାହିକ ଜୀବନ ର ତଥ୍ୟ ଦର୍ଶାଇଥାଏ । ଆପଣଙ୍କ ଦିନ କିପରି ଅତିବାହିତ ହେବ ଜାଣିବାକୁ ଇଛୁକ ଥିଲେ, ନିମ୍ନ ରେ ପଢନ୍ତୁ ।

ମେଷ :

ଆଜି ଆପଣଙ୍କ ମନ ଧାର୍ମିକ କାର୍ଯ୍ୟ ପାଇଁ ଅଗ୍ରସର ରହିବ, ଏହା ସହ ଘର ପରିବାର ରେ ଭୁଲ ବୁଝା ମଣା ପାଇଁ ଜୀବନ ଚିନ୍ତାମୟ ରହିବ । ବିବାହିତ ଲୋକ ଆଜି ବିବାହିତ ଜୀବନ ସୁଖ ପ୍ରାପ୍ତ କରିବେ, ଘରେ ମାଁ ବା ଅନ୍ୟ ବୁଜୁର୍ଗ ମହିଳାଙ୍କ ସ୍ୱାସ୍ଥ୍ୟ ପାଇଁ ଆପଣ ଚିନ୍ତା ରେ ରହିବେ ।

ବୃଷ :

ଆଜି କ୍ରୋଧିତ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ, ଯଦି ଆପଣ ଚାକିରି ବା ବ୍ୟବସାୟ ବଦଳିବା ପାଇଁ ଚାହୁଁଛନ୍ତି ତେବେ ଏହା ଆପଣଙ୍କ ପାଇଁ ସଫଳତା ଆଣିବ । ସମ୍ପର୍କୀୟ ଲୋକଙ୍କ ଘର କାମ ରେ ଆପଣଙ୍କୁ ସପୋର୍ଟ ମିଳି ପାରେ, ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ, ଜୀବନ ରେ ଲୋକଙ୍କ ସାହାଜ୍ଯ ପ୍ରାପ୍ତ ହଉଥିବ । ଖରାପ ସାଙ୍ଗମାନଙ୍କ ଦ୍ଵାରା ହାନି ହୋଇ ପାରେ, ସମ୍ପର୍କ ଭଲ ହୋଇବେ ।

ମିଥୁନ :

ଆଜି ଆପଣଙ୍କ ଆର୍ଥିକ ଯୋଜନା ସଫଳ ହୋଇବ, ଆପଣ ଘର ଓ କାର୍ଯ୍ୟ ମଧ୍ୟରେ ସଠିକ ସନ୍ତୁଳନ ବନେଇ ରଖିବେ । ଆଜି ଆପଣଙ୍କ ପାଇଁ ସହଜ ଦେଖା ଯାଉ ନାହିଁ, ଆପଣ ଘର କାରଣରୁ ଚିନ୍ତା ରେ ରହିବେ । ଆଜି ଆପଣଙ୍କୁ ଏମିତି କିଛି ଜିନିଷ କିଣିବା ଉଚିତ ଯାହାର ଆଗକୁ ଯାଇ ଦାମ ବଢି ପାରେ । ଆଜି ମନ କୌଣସି ପ୍ରକାର ଭୟ ପାଇଁ ଚିନ୍ତା ରେ ରହିବ, କୌଣସି ନୂଆ ଜାଗା ଟ୍ରାନ୍ସଫର ହୋଇ ପାରନ୍ତି ବା ଚାକିରି ମଧ୍ୟ ଛାଡ଼ିବା ସମୟ ଆସି ପାରେ ।

କର୍କଟ :

କଥା ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ ଅଟେ, ଆଜି ଆପଣ ସ୍ଥିତି ସମ୍ଭାଳିବାରେ ସଫଳତା ପ୍ରାପ୍ତ କରିବେ । ଆଜି ଆପଣଙ୍କ ପରିବାର ଲୋକ ପ୍ରଶାନ ରହିବେ, ଆର୍ଥିକ ରୂପରେ ଆପଣଙ୍କୁ ଲାଭ ପ୍ରାପ୍ତ ହବ । ବିଦ୍ୟାର୍ଥୀମାନଙ୍କ ପାଇଁ ଦିନ ଟିକେ ସମସ୍ୟା ହୋଇ ପାରେ, କିଛି ଅନାଆବଶ୍ୟକ ଖର୍ଚ ସାମ୍ନା କୁ ଆସି ପାରେ ।

ସିଂହ :

ବ୍ୟବସାୟ ରେ ହାନି ହବାର ଆସାର ଦେଖା ଯାଉଛି, ଭାଗ୍ୟ ଆପଣଙ୍କ ସହ ରହିବ, ନିବେଶ କରିବା ପାଇଁ ସମୟ ଅନୁକୂଳ ଅଟେ । ଏହି ଲୋକଙ୍କୁ ଆଜି ଧନ ଲାଭ ପ୍ରାପ୍ତ ହବ, ଅଧିକ ଲୋକଙ୍କ ଉପରେ ଟଙ୍କା କଥା ଉପରେ ଭରସା କରନ୍ତୁ ନାହିଁ । କିଛି ଦିନ ଆଗରୁ ହୋଇ ଥିବା କାର୍ଯ୍ୟ ଫଳ ଆଜି ପ୍ରାପ୍ତ ହୋଇବ, ନୂଆ କାର୍ଯ୍ୟ ଆରମ୍ଭ ପାଇଁ ଆଜି ଦିନ ବହୁତ ଭଲ ଅଟେ ।

କନ୍ୟା :

ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଭଲ ରହିବ, ବିବାହିତ ଜୀବନ ପାଇଁ ସମୟ ବହୁତ ସଠିକ ଚାଲୁଛି । ଆଜି ଆପଣଙ୍କ ମନ ଧାର୍ମିକ ରହିବ ଏବଂ ଧାର୍ମିକ କାର୍ଯ୍ୟ କଲେ ଆପଣଙ୍କ ମନ ଶାନ୍ତି ପ୍ରାପ୍ତ କରିବ । ଆଜି ଅନ୍ୟ କାହା କଥା ମାନି ଏମିତି କିଛି କାର୍ଯ୍ୟ କରନ୍ତୁ ନାହିଁ ଯାହା ଫଳରେ ଆପଣଙ୍କୁ ଜୀବନ ସାରା କାନ୍ଦିବାକୁ ପଡି ପାରେ । ଆଜି ମହିଳାଙ୍କୁ ଭାବନା ଉପରେ ବିଶେଷ ଧ୍ୟାନ ରଖିବେ ।

ତୁଳା :

ଅଟକି ଥିବା ଟଙ୍କା ଆଜି ଫେରିକି ପାଇ ପାରନ୍ତି, ଧନ ପ୍ରାପ୍ତି ପାଇଁ ବହୁତ ଭଲ ଅବସର ଅଟେ । ଆଜି ଆପଣଙ୍କ ପରିଶ୍ରମ ପ୍ରଶଂସା ଲୋକ କରିବେ, ପରିଶ୍ରମ ପାଇଁ ସଫଳତା ପ୍ରାପ୍ତି ହୋଇ ପାରେ । ଚାକିରି କରୁଥିବା ଲୋକ ନିଜ ଉଚ୍ଚଅଧିକାରୀ କୁ ପ୍ରଶନ କରିବାରେ ସଫଳ ହୋଇବେ । ଆଜି ଆପଣ ନିଜ କାର୍ଯ୍ୟ ଦ୍ଵାରା ସମସ୍ତଙ୍କୁ ଖୁସି କରି ପାରିବେ, ପ୍ରେମୀ ଯୁଗଳ ମଧ୍ୟରେ ଭୁଲ ବୁଝା ମଣା ହୋଇ ପାରେ ।

ବିଛା :

ଆଜି ଆପଣଙ୍କ ମନ ଧାର୍ମିକ କାର୍ଯ୍ୟ ରେ ଲାଗି ରହିବ, ଜୀବନସାଥି ବୁଦ୍ଧି ଓ ସ୍ଵଭାବ ଦେଖି ଆପଣଙ୍କ ମନ ବହୁତ ପ୍ରଶନ ରହିବେ, ପରିବାର ରେ କିଛି ଖୁସି ଖବର ଶୁଣିବାକୁ ମିଳି ପାରେ । ଆଜି କୌଣସି ପ୍ରକାର ନିବେଶ କରିବା ପାଇଁ ସମୟ ଭଲ ନାହିଁ, ଆଜି ଆପଣ ବହୁତ ପରିଶ୍ରମ କରିବେ, ଆଜି ଆପଣ କାର୍ଯ୍ୟ ମନ ଧ୍ୟାନ ଦେଇ କରିବେ ।

ଧନୁ :

ଆପଣଙ୍କ ଛାଇକିରି ବା ବ୍ୟବସାୟ କ୍ଷେତ୍ର ରେ ସ୍ପର୍ଦ୍ଧା ଯୁକ୍ତ ରହିବ, ଲୋକଙ୍କୁ ଆଜି ନିବେଶ କରିବାରୁ ବଞ୍ଚିବା ଉଚିତ, ଅଳସୁଆ ଅନୁଭବ କରିବେ । ଆଜି ଆପଣଙ୍କ ପ୍ରେମ ସମ୍ପର୍କ ରେ ଭଲ ପାଇବା ବହୁତ ରହିବ ଆଜି ଆପଣ ବହୁତ ଖୁସି ମନେ କରିବେ । ଆଜି ଆପଣଙ୍କୁ ଆରାମ କରିବା ଆବଶ୍ୟକ ଅଟେ, ପୁରୁଣା ଟଙ୍କା ଫେରି ପାଇବେ ।

ମକର :

ଲୋକଙ୍କୁ ଆଜି ଟିକେ ମାନସିକ ଚିନ୍ତା ରହିବ, ଏହି ରାଶି ଲୋକ ଆଜି ଯେତେ ପରିଶ୍ରମ କରିବେ ତାହା ଫଳ ପ୍ରାପ୍ତ କରିବେ, ଶରୀର ରେ ଥକାନ ଏବଂ ଅଳସ ଏବଂ ମନ ରେ ଅଶାନ୍ତି ଅନୁଭୂତି ହବ । ଆଜି ଆପଣଙ୍କୁ ନିଜ ତରଫରୁ ଆଗକୁ ଯାଇ ଲୋକଙ୍କ ସହ ମିସିବା ପାଇଁ ଚେଷ୍ଟା କରିବା ଉଚିତ ଅଟେ । ଆପଣଙ୍କୁ ଆର୍ଥିକ ଲାଭ ପ୍ରାପ୍ତ ହୋଇବ, ପ୍ରେମ ସମ୍ବନ୍ଧ ପାଇଁ ଭଲ ସମୟ ଅଟେ ।

କୁମ୍ଭ :

ଆଜି ଆପଣ କାହା ବିଷୟରେ କିଛି ନଭାବୀ କାମ କରି ପାରିବେ, ନିସ୍ପତି କରିବା ପାଇଁ ସମୟ ନିଅନ୍ତୁ ଜଲ୍ଦି କଲେ ନିସ୍ପତି ହାନିକାରକ ହୋଇ ପାରେ । ସମୟ ଆପଣଙ୍କ ପାଇଁ ବହୁତ ଭଲ ଚାଲିଛି, ଆପଣ ଏହାର ଲାଭ ପରେ ପାଇବେ ଏବେ ଯେମିତି ସବୁ ଚାଲିଛି ସେମିତି ଚାଲିବାକୁ ଦିଅନ୍ତୁ । ବହୁତ ସମୟ ଧରି ଭାରି ଲାଭ ପ୍ରାପ୍ତ କରି ପାରିବେ, ନୂଆ କାର୍ଯ୍ୟ ପାଇଁ ନିବେଶ କରି ପାରନ୍ତି ସମୟ ଶୁଭ ଅଟେ ।

ମୀନ :

ଆଜି ଦିନ ଆପଣଙ୍କ ଜୀବନ ରେ କିଛି ନୂଆ ଉପହାର ପ୍ରାପ୍ତ ହବ, କୌଣସି ବଡ କାର୍ଯ୍ୟ ପୂର୍ଣ ହେଲେ ଆପଣ ବହୁତ ଖୁସି ହୋଇବେ । ଭଲ କଥା ବାରତା ଏବଂ ସ୍ଵଭାବ ଆପଣଙ୍କ ଲାଭ ପାଇଁ ବହୁତ ଗୁଡେ ରାସ୍ତା ଦେଖେଇବ । ଆଜି ଆପଣଙ୍କ କେତେକ କାର୍ଯ୍ୟ ସଫଳ ହୋଇବେ, ଯାତ୍ରା ଆପଣଙ୍କ ପାଇଁ ଲାଭକାରୀ ହବ ।

Leave a Reply

Your email address will not be published. Required fields are marked *