ଶୁକ୍ରବାର 15 ଜାନୁୟାରୀ 2021- ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି 5ଟି ରାଶିଙ୍କ ଭାଗ୍ୟ ବଦଳିବ

ରାଶିଫଳ ଆମ ଆଗାମୀ ଜୀବନ ର ଘଟଣା ସମ୍ପର୍କ ରେ ସୂଚନା ଦେଇଥାଏ । ପ୍ରତ୍ୟକ ଦିନ ଗ୍ରହ ଚଳନ ଉପରେ ଆମର ଜୀବନ ନିର୍ଭର କରୁଛି । କିଛି ବି ପରିବର୍ତ୍ତନ ହେଲେ ଏହା ଆମ ଜୀବନ ଉପରେ ବହୁତ ଗଭୀର ପ୍ରଭାବ ପକାଇଥାଏ । ସବୁଦିନ ଗ୍ରହଙ୍କ ସ୍ଥିତି ଆମ ଭବିଷ୍ୟତ କୁ ପ୍ରଭାବିତ କରିଥାଏ, ଏହି ରାଶିଫଳ ରେ ଆପଣଙ୍କୁ ଚାକିରି, ବ୍ୟାପାର, ସ୍ୱାସ୍ଥ୍ୟ ଶିକ୍ଷା ଓ ବୈବାହିକ ଜୀବନ ର ତଥ୍ୟ ଦର୍ଶାଇଥାଏ । ସେଥିପାଇଁ କିଛି ବି କରିବା ଆଗରୁ ପ୍ରତ୍ୟକ ଦିନ ନିଜର ରାଶି ଫଳ ନିଶ୍ଚୟ ଦେଖନ୍ତୁ ଓ ଏହା ଅନୁସାରେ ସତର୍କ ରହି କାମ କରନ୍ତୁ । ଯଦି ଆପଣ ମଧ୍ୟ ଆପଣଙ୍କ ଦିନ କିପରି ଅତିବାହିତ ହେବ ଜାଣିବାକୁ ଇଛୁକ ଅଛନ୍ତି ତେବେ ନିମ୍ନ ରେ ପଢନ୍ତୁ ।

ମେଷ :

ଆଜି ଆପଣଙ୍କୁ କୌଣସି ମହତ୍ଵପୂର୍ଣ କାମରେ ସଫଳତା ପ୍ରାପ୍ତ ହବ, ବହୁତ ଶତ୍ରୁ ହେଲେ ମଧ୍ୟ ଅନ୍ତିମ ରେ ଆପଣଙ୍କ ବିଜଯ ହବ, ସଫଳତା ପ୍ରବଳ ଯୋଗ ଅଛି । ଆଜି ନୂଆ କାର୍ଯ୍ୟ ଆରମ୍ଭ କଲେ ତାହା ସଫଳ ହବ ନାହିଁ, ପ୍ରେମ ସମ୍ପର୍କ ପାଇଁ ସମୟ ସଠିକ ଅଟେ କିନ୍ତୁ ନିଜ ବା ସନ୍ତାନ ଶିକ୍ଷା ପାଇଁ ଆପଣଙ୍କୁ ଚିନ୍ତା ରହିବ । ଜୀବନସାଥି ଓ ସନ୍ତାନ ପରାମର୍ଶ କାର୍ଯ୍ୟ କଲେ ଆପଣଙ୍କୁ ସଫଳତା ପ୍ରାପ୍ତ ହବ ।

ବୃଷ :

ଆଜି ବ୍ୟବସାୟ ବଢିବାକୁ ଲାଗିବ, ଶତ୍ରୁମାନଙ୍କ ଠାରୁ ସତର୍କ ହୋଇ ରହିବା ଉଚିତ ନଚେତ ହାନି ହୋଇ ପାରେ । ଆଜି ଆପଣଙ୍କ ଖର୍ଚ ନିୟନ୍ତ୍ରଣରେ ରହିବ, ରୋଜଗାର କ୍ଷେତ୍ରରେ ପରିଶ୍ରମ କରିବା ବହୁତ ଆବଶ୍ୟକ ଅଟେ, ଆପଣଙ୍କ କାର୍ଯ୍ୟ କ୍ଷେତ୍ର ରେ ଆପଣଙ୍କୁ ପ୍ରଶଂସା ପ୍ରାପ୍ତ ହବ, କଳା ଏବଂ ସଂଗୀତା ପ୍ରତି ମନ ଭଲ ରହିବ, ପରୀକ୍ଷା ବା ପ୍ରତିଯୋଗୀତା ଦ୍ଵାରା ଚାକିରି ଖୋଜୁ ଥିବା ଲୋକଙ୍କ ପାଇଁ ଶୁଭ ପରିଣାମ ପ୍ରାପ୍ତ ହବ ।

ମିଥୁନ :

ଆଜି କୌଣସି ସମସ୍ଯା ଆସି ପାରେ ସାବଧାନ ରୁହନ୍ତୁ, ଆଜି ଆପଣଙ୍କ ସକାରାତ୍ମକ ଜୀବନରେ କୌଣସି ବଡ ପରିବର୍ତନ ହୋଇଯାଏ, ଆଜି ଆପଣ ନିଜ ଲକ୍ଷ ପାଇବାରେ ସଫଳ ହୋଇବେ, ଆଜି ଆପଣ ନିଜ ମାଁ ବାପା ସହ ଧାର୍ମିକ ସ୍ଥଳ ବୁଲିବାକୁ ଯାଇ ପାରନ୍ତି । ଆଜି ଆପଣଙ୍କ ଜୀବନ ରେ ସବୁ ପ୍ରକାର ସୁଖ ପ୍ରାପ୍ତ କରିବେ ।

କର୍କଟ :

ଆଜି ଆପଣଙ୍କ ଘରେ ବହୁତ ଗୁଡେ ଅତିଥି ଆସିବେ ଯାହା ପରେ ଆପଣଙ୍କ ଘର ଲୋକ ବହୁତ ଖୁସି ରେ ରହିବେ । ଆପଣ ନିଜ ଭାବନା ଉପରେ ଭଲ ଭାବରେ ଚିନ୍ତା କରନ୍ତୁ ତାହା ଭଲ ମଧ୍ୟ ହୋଇ ପାରେ ଏବଂ ଖରାପ ମଧ୍ୟ ହୋଇ ପାରେ ।ଏହି ରାଶି ଲୋକଙ୍କୁ ଆଜି ବ୍ୟବସାୟରେ ସାବଧାନ ରହିବା ଉଚିତ, ଆଜି ବିସ୍ନୁ ଠାକୁରଙ୍କୁ ଧୂପ ଦୀପ ଦେଖେଇ ଚନ୍ଦନ ଓ ଭୋଗ ସହ ପୂଜା କରନ୍ତୁ, ପରିବାର ଓ ସାଙ୍ଗମାନଙ୍କ ସାହାଜ୍ଯ ପ୍ରାପ୍ତ କରି ଆପଣଙ୍କ ବହୁତ ପ୍ରଶନ ରହିବେ ।

ସିଂହ :

ଆଜି ଜୀବନସାଥି ସହ ସମ୍ପର୍କ ମଧୁର ରହିବ, ଆପଣଙ୍କ ଧ୍ୟାନ ଲକ୍ଷ ଉପରେ ରହିବ । କେହି ଆପଣଙ୍କ ପାଇଁ ଆର୍ଥିକ ସମସ୍ୟା ଗଢି ପାରେ ସତର୍କ ହୋଇ ରହିବା ଉଚିତ ଅଟେ । ଆଜି ଆର୍ଥିକ ସ୍ଥିତି ପାଇଁ ଅତ୍ୟଧିକ ସାବଧାନ ରହିବା ଉଚିତ ଅଟେ, କାର୍ଯ୍ୟକ୍ଷେତ୍ର ପାଇଁ କୌଣସି ନିଷ୍ପତ୍ତି କରିବା ଆଗରୁ ଭଲ ଭାବରେ ଚିନ୍ତା କରନ୍ତୁ ।

କନ୍ୟା :

ଆଜି ବ୍ୟବସାୟ ବଢିବାକୁ ଲାଗିବ, ଶତ୍ରୁମାନଙ୍କ ଠାରୁ ସତର୍କ ହୋଇ ରହିବା ଉଚିତ ନଚେତ ହାନି ହୋଇ ପାରେ । ଆଜି ଆପଣ ନିଜକୁ ଶାନ୍ତ ରଖିବା ପାଇଁ ପ୍ରୟାଶ କରିବେ ଏବଂ ସଫଳତା ମଧ୍ୟ ପ୍ରାପ୍ତ କରିବେ । ଆଜି ଆପଣଙ୍କୁ ଆପଣଙ୍କ ସାଙ୍ଗମାନେ ଆପଣଙ୍କୁ ପ୍ରତି କ୍ଷେତ୍ର ରେ ସାହାଜ୍ଯ କରିବେ । ଆଜି ଦିନ ଆପଣଙ୍କ ପାଇଁ କଷ୍ଟକର ହୋଇ ପାରେ, ସେଥିପାଇଁ ସାବଧାନ ହୋଇ କାର୍ଯ୍ୟ କରିବା ଉଚିତ ଅଟେ ।

ତୁଳା :

ଆଜି ଆପଣଙ୍କ ବିବାହିତା ଜୀବନ ରେ କିଛି ଚିନ୍ତା ର ବିଷୟ ହୋଇ ପାରେ, ଶାରୀରିକ ଓ ମାନସିକ ରୂପରେ ଆଜି ଆପଣ ଖୁସି ରହିବେ, ଆପଣଙ୍କ ପାଖରେ ନୂଆ କାର୍ଯ୍ୟ କରିବା ପାଇଁ ଉପାୟ ଆସି ପାରେ, ଲୋଭ ରେ ନ ଫସିବା ପାଇଁ ଗଣେଶ ଠାକୁର କହିଛନ୍ତି ତାକୁ ସବୁବେଳେ ମନେ ରଖନ୍ତୁ ।

ବିଛା :

ଆଜି ଆପଣଙ୍କ ପ୍ରେମ ସମ୍ପର୍କ ରେ ଭଲ ପାଇବା ବହୁତ ରହିବ, ଆଜି ଆପଣ ବହୁତ ଖୁସି ମନେ କରିବେ । ଆପଣଙ୍କ କାର୍ଯ୍ୟ କ୍ଷେତ୍ର ରେ ଆପଣଙ୍କୁ ପ୍ରଶଂସା ପ୍ରାପ୍ତ ହବ, କଳା ଏବଂ ସଂଗୀତା ପ୍ରତି ମନ ଭଲ ରହିବ, ପରୀକ୍ଷା ବା ପ୍ରତିଯୋଗୀତା ଦ୍ଵାରା ଚାକିରି ଖୋଜୁ ଥିବା ଲୋକଙ୍କ ପାଇଁ ଶୁଭ ପରିଣାମ ପ୍ରାପ୍ତ ହବ ।

ଧନୁ :

ଆଜି କୌଣସି ସମସ୍ଯା ଆସି ପାରେ ସାବଧାନ ରୁହନ୍ତୁ, ଆଜି ଆପଣଙ୍କ ସକାରାତ୍ମକ ଜୀବନରେ କୌଣସି ବଡ ପରିବର୍ତନ ହୋଇଯାଏ, ଆଜି ଆପଣ ନିଜ ଲକ୍ଷ ପାଇବାରେ ସଫଳ ହୋଇବେ, ଆଜି ଆପଣ ନିଜ ମାଁ ବାପା ସହ ଧାର୍ମିକ ସ୍ଥଳ ବୁଲିବାକୁ ଯାଇ ପାରନ୍ତି । ଆଜି ଆପଣଙ୍କ ଜୀବନ ରେ ସବୁ ପ୍ରକାର ସୁଖ ପ୍ରାପ୍ତ କରିବେ ।

ମକର :

ଆଜି ଆପଣଙ୍କ ମନ ଭଲ ରହିବ, ଘର ପରିବାର ସହ ସମୟ ବ୍ଯତୀତ କରିବେ, ଚାକିରି ପାଇଁ ଭଲ ଖବର ପାଇ ପାରନ୍ତି, ଏହି ରାଶି ଲେଖଙ୍କ ପାଇଁ ଦିନ ବହୁଇଟ ଶୁଭ ଅଟେ । କିଛି ଲୋକ ପାରିବାରିକ ସମସ୍ଯା ସାମ୍ନା କରିବେ, ଶାନ୍ତ ଓ ସକ୍ଷମ ରହିଲେ ସବୁ ପ୍ରକାର ସଫଳତା ପ୍ରାପ୍ତ କରିବେ ।

କୁମ୍ଭ :

ଆଜି ଘରେ ଦୁଖ ପାଇଁ ଘର ବାତାବରଣ ଦୂଷିତ ଅଟେ, ଧର୍ଜ୍ୟ ରାଖୀ କାର୍ଯ୍ୟ କରନ୍ତୁ । ଚାକିରି ରେ ଅଫସର ଲୋକଙ୍କ ସହ ଭୁଲ ବୁଝା ମଣା ହୋଇ ପାରେ । ଆଜି ଆପଣଙ୍କ ଯାତ୍ରା ସୁଖଦ ହୋଇବ, ଯାତ୍ରା ଆପଣଙ୍କ ପାଇଁ ଲାଭକାରୀ ଅଟେ । ଅଳପ ବହୁତ ଅସୁବିଧା ପାଇଁ ମନ ଚିନ୍ତା ରେ ରହିବ କିନ୍ତୁ ପରେ ସବୁ ଠିକ ରହିବ ।

ମୀନ :

ଆଜି ପାରିବାରିକ ଦାଇତ୍ବ ବଢିବାକୁ ଲାଗିବ, ଜୀବନସାଥୀ ସ୍ୱାସ୍ଥ୍ୟ ଖରାପ ହୋଇ ପାରେ, ଅନ୍ୟ ଲୋକଙ୍କ ସାହାଜ୍ଯ ଦ୍ଵାରା ଆପଣ ଆଜି ଲାଭ ପ୍ରାପ୍ତ କରିବେ, ସରକାରୀ ଲାଭ ପ୍ରାପ୍ତି କରିବେ, ନୂଆ କାର୍ଯ୍ୟ ଆରମ୍ଭ କଲେ ଆପଣଙ୍କୁ ଲାଭ ପ୍ରାପ୍ତ ହୋଇବ । ଆଜି ମହିଳାଙ୍କୁ ଭାବନା ଉପରେ ବିଶେଷ ଧ୍ୟାନ ରଖିବେ, ଆଜି ପୂର୍ବ ପୁରୁଷଙ୍କ କାରୋବାର ବଢିବାକୁ ଲାଗିବ, ଚାକିରି ରେ ପରିବର୍ତନ ସମ୍ଭାବନା ହୋଇ ପାରେ ।

Leave a Reply

Your email address will not be published. Required fields are marked *