ଗୁରୁବାର 19 ମାର୍ଚ୍ଚ 2020 – ମା ଲକ୍ଷ୍ମୀଙ୍କ କୃପାରୁ ଏହିସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଆମେ ଆପଣଙ୍କୁ ଗୁରୁବାର ଦିନ ୧୯ ମାର୍ଚ୍ଚ ରାଶିଫଳ କହୁ ଅଛୁ । ରାଶିଫଳ ଆମ ଆଗାମୀ ଜୀବନ ର ଘଟଣା ସମ୍ପର୍କ ରେ ସୂଚନା ଦେଇଥାଏ । ସବୁଦିନ ଗ୍ରହଙ୍କ ସ୍ଥିତି ଆମ ଭବିଷ୍ୟତ କୁ ପ୍ରଭାବିତ କରିଥାଏ, ଏହି ରାଶିଫଳ ରେ ଆପଣଙ୍କୁ ଚାକିରି, ବ୍ୟାପାର, ସ୍ୱାସ୍ଥ୍ୟ ଶିକ୍ଷା ଓ ବୈବାହିକ ଜୀବନ ର ତଥ୍ୟ ଦର୍ଶାଇଥାଏ । ଆପଣଙ୍କ ଦିନ କିପରି ଅତିବାହିତ ହେବ ଜାଣିବାକୁ ଇଛୁକ ଥିଲେ, ନିମ୍ନ ରେ ପଢନ୍ତୁ ।

ମେଷ :

ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଖରାପ ହୋଇ ପାରେ, ଆଜି ଆପଣଙ୍କ ମନ ଧାର୍ମିକ କାର୍ଯ୍ୟ ରେ ଅଧିକ ଲାଗିବ । ଆଜି ଆପଣ କାର୍ଯ୍ୟ ଉପରେ ବିଶେଷ ଧ୍ୟାନ ଦେବେ, ଆଜି ମନ କୌଣସି ପ୍ରକାର ଭୟ ପାଇଁ ଚିନ୍ତା ରେ ରହିବ । କାର୍ଯ୍ୟ ରେ ଯାହା ଫଳ ପ୍ରାପ୍ତ ହେଉଛି ତାକୁ ମାନିକି ଚାଲନ୍ତୁ, ବିଦେଶ ଯାତ୍ରା କରି ପାରନ୍ତି । ବ୍ୟବସାୟ ରେ ହାନି ହବାର ଆସାର ଦେଖା ଯାଉଛି, ଭାଗ୍ୟ ଆପଣଙ୍କ ସହ ରହିବ ।

ବୃଷ :

ଅନ୍ୟ ସାହାଜ୍ଯ ଦ୍ଵାରା ଆପଣ ଲାଭ ପ୍ରାପ୍ତ କରିବେ, ସରକାରୀ ଲାଭ ପ୍ରାପ୍ତି କରିବେ, ନୂଆ କାର୍ଯ୍ୟ ଆରମ୍ଭ କଲେ ଆପଣଙ୍କୁ ଲାଭ ପ୍ରାପ୍ତ ହୋଇବ । ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଭଲ ରହିବ, ବିବାହିତ ଜୀବନ ପାଇଁ ସମୟ ବହୁତ ସଠିକ ଚାଲୁଛି ।ଆଜି ଆପଣଙ୍କ ମନ ଧାର୍ମିକ ରହିବ ଏବଂ ଧାର୍ମିକ କାର୍ଯ୍ୟ କଲେ ଆପଣଙ୍କ ମନ ଶାନ୍ତି ପ୍ରାପ୍ତ କରିବ ।

ମିଥୁନ :

ଆଜି ଆପଣଙ୍କ ଉନ୍ନତି ମାର୍ଗ ପ୍ରଶସ୍ତ ହୋଇବେ, ସମ୍ପତ୍ତି କାର୍ଯ୍ୟ ଆଜି ଆପଣଙ୍କୁ ବହୁତ ଲାଭ ପ୍ରଦାନ କରିବେ । କାର୍ଯ୍ୟ ପାଇଁ ଆଜି ଆପଣଙ୍କୁ ଅତ୍ୟଧିକ କଷ୍ଟ କରିବାକୁ ପଡିବ, ଆସା ନିରାଶା କଥା ମନ ଭିତରେ ଚିନ୍ତା ଉତପନ କରି ପାରନ୍ତି । ଆଜି ଆପଣଙ୍କୁ ମହିଳା ସମ୍ପର୍କୀୟ ପାଇଁ ଚିନ୍ତା ହୋଇ ପାରେ, ହନୁମାନ ଚାଳିଶା ପାଠ କଲେ ଆପଣଙ୍କ କଷ୍ଟ ଦୂର ହୋଇବ, ଏବଂ ପରିବାର ରେ ଖୁସି ଆସିବ ।

କର୍କଟ :

କୌଣସି ନୂଆ ଜାଗା ଟ୍ରାନ୍ସଫର ହୋଇ ପାରନ୍ତି ବା ଚାକିରି ମଧ୍ୟ ଛାଡ଼ିବା ସମୟ ଆସି ପାରେ । ଆଜି ଆପଣଙ୍କ ମନ ଧାର୍ମିକ କାର୍ଯ୍ୟ ରେ ଲାଗି ରହିବ। ଆଜି ପ୍ରମୋଶନ ପାଇବା ସମ୍ଭାବନା ଅଟେ, ଜୀବନସାଥି ସହ ପ୍ରେମ ସହ କଥା ହୁଅନ୍ତୁ । ପାରିବାରିକ ଜୀବନ ସୁଖମୟ ଅଟେ, ସନ୍ତାନ ଦାଇତ୍ବ ପରି ପୂର୍ଣ ହୋଇ ପାରେ ।

ସିଂହ :

ଆଜି ପାରିବାରିକ ଦାଇତ୍ବ ବଢିବାକୁ ଲାଗିବ, ଜୀବନସାଥୀ ସ୍ୱାସ୍ଥ୍ୟ ଖରାପ ହୋଇ ପାରେ, ଚାକିରି ରେ କାର୍ଯ୍ୟ ବଢି ପାରେ ନଚେତ ସ୍ଥାନ ପରିବର୍ତନ ହୋଇ ପାରେ ।ଜୀବନସାଥି ବୁଦ୍ଧି ଓ ସ୍ଵଭାବ ଦେଖି ଆପଣଙ୍କ ମନ ବହୁତ ପ୍ରଶନ ରହିବେ, ପରିବାର ରେ କିଛି ଖୁସି ଖବର ଶୁଣିବାକୁ ମିଳି ପାରେ । ସମ୍ପର୍କୀୟ ଲୋକଙ୍କ ଘର କାମ ରେ ଆପଣଙ୍କୁ ସପୋର୍ଟ ମିଳି ପାରେ ।

କନ୍ୟା :

ସାମାଜିକ କାର୍ଯ୍ୟ ପାଇଁ ମନ ବହୁତ ଭଲ ରହିବ, ଅତ୍ୟଧିକ ସମୟ ଅତିଥିଙ୍କ ସହ ବିତେଇବେ । ଆର୍ଥିକ ପକ୍ଷ ମଜବୁତ ହୋଇବ, କିନ୍ତୁ ସ୍ୱାସ୍ଥ୍ୟ ପାଇଁ କିଛି ଚିନ୍ତା ହୋଇ ପାରେ । ବିବାହିତ ଲୋକ ଆଜି ବିବାହିତ ଜୀବନ ସୁଖ ପ୍ରାପ୍ତ କରିବେ, ଘରେ ମାଁ ବା ଅନ୍ୟ ବୁଜୁର୍ଗ ମହିଳାଙ୍କ ସ୍ୱାସ୍ଥ୍ୟ ପାଇଁ ଆପଣ ଚିନ୍ତା ରେ ରହିବେ । ଆଜି ପୂର୍ବ ପୁରୁଷଙ୍କ କାରୋବାର ବଢିବାକୁ ଲାଗିବ, ଚାକିରି ରେ ପରିବର୍ତନ ସମ୍ଭାବନା ହୋଇ ପାରେ ।

ତୁଳା :

ଆଜି କ୍ରୋଧିତ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ, ଯଦି ଆପଣ ଚାକିରି ବା ବ୍ୟବସାୟ ବଦଳିବା ପାଇଁ ଚାହୁଁଛନ୍ତି ତେବେ ଏହା ଆପଣଙ୍କ ପାଇଁ ସଫଳତା ଆଣିବ । ଉଚ୍ଚ ପଦ ପ୍ରାପ୍ତ କରି ପାରନ୍ତି, କିନ୍ତୁ କାର୍ଯ୍ୟ କ୍ଷେତ୍ର ରେ ଅସୁବିଧା ହୋଇ ପାରେ ।

ବିଛା :

ବ୍ୟବସାୟ ରେ କାହା ଠାରୁ ଧୋକା ପାଇ ପାରନ୍ତି ସଚେଟ ରହିବା ପାଇଁ ଚେଷ୍ଟା କରନ୍ତୁ । ଆପଣଙ୍କ ଦିନ ବଦଳିବାକୁ ଲାଗିବ କିନ୍ତୁ ପରିଶ୍ରମ କରିବା ଚଡନ୍ତୁ ନାହିଁ । ଆଜି ଆପଣଙ୍କୁ ନିଜ ତରଫରୁ ଆଗକୁ ଯାଇ ଲୋକଙ୍କ ସହ ମିସିବା ପାଇଁ ଚେଷ୍ଟା କରିବା ଉଚିତ ଅଟେ । ଆପଣଙ୍କୁ ଆର୍ଥିକ ଲାଭ ପ୍ରାପ୍ତ ହୋଇବ, ପ୍ରେମ ସମ୍ବନ୍ଧ ପାଇଁ ଭଲ ସମୟ ଅଟେ ।

ଧନୁ :

ଆଜି ଆଇନ କାର୍ଯ୍ୟ ଠାରୁ ଦୂରେଇ ରହିବା ଆପଣଙ୍କ ପାଇଁ ଉଚିତ ଅଟେ, ଆଜି ଦିନ ଆପଣଙ୍କ ପାଇଁ କଷ୍ଟକର ହୋଇ ପାରେ, ସେଥିପାଇଁ ସାବଧାନ ହୋଇ କାର୍ଯ୍ୟ କରିବା ଉଚିତ ଅଟେ । ସ୍ୱାସ୍ଥ୍ୟ ଏବଂ ପ୍ରତିଷ୍ଠା ପ୍ରତି ସଚେତ ରୁହନ୍ତୁ । ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ, ଜୀବନ ରେ ଲୋକଙ୍କ ସାହାଜ୍ଯ ପ୍ରାପ୍ତ ହଉଥିବ, ଲୋକଙ୍କୁ ଆଜି ଟିକେ ମାନସିକ ଚିନ୍ତା ରହିବ ।

ମକର :

ଆଜି ଆପଣଙ୍କ ପ୍ରେମ ସମ୍ପର୍କ ରେ ଭଲ ପାଇବା ବହୁତ ରହିବ ଆଜି ଆପଣ ବହୁତ ଖୁସି ମନେ କରିବେ ।କଥା ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ ଅଟେ, ଆଜି ଆପଣ ସ୍ଥିତି ସମ୍ଭାଳିବାରେ ସଫଳତା ପ୍ରାପ୍ତ କରିବେ । ଆଜି ଅନ୍ୟ କାହା କଥା ମାନି ଏମିତି କିଛି କାର୍ଯ୍ୟ କରନ୍ତୁ ନାହିଁ ଯାହା ଫଳରେ ଆପଣଙ୍କୁ ଜୀବନ ସାରା କାନ୍ଦିବାକୁ ପଡି ପାରେ । ଚାକିରି ପାଇଁ ଭଲ ଖବର ପାଇ ପାରନ୍ତି, ଏହି ରାଶି ଲେଖଙ୍କ ପାଇଁ ଦିନ ବହୁଇଟ ଶୁଭ ଅଟେ ।

କୁମ୍ଭ :

ଆଜି ଆପଣ ନିଜ କାର୍ଯ୍ୟ ସ୍ଥଳ ରେ ସମ୍ମାନିତ ହୋଇ ପାରନ୍ତି, ମାନସିକ ଶାନ୍ତି ପ୍ରାପ୍ତ କରିବେ । କାରୋବାର ବଢେଇବା ପାଇଁ ଯାତ୍ରା କରି ପାରନ୍ତି, ସମ୍ପର୍କ ଭଲ ହୋଇବ, ଜୀବନସାଥୀ ଆଜି ଆପଣଙ୍କୁ କିଛି ଉପହାର ଦେଇ ପାରନ୍ତି । ଜଗାର ରେ ଅପାର ଧନ ଲାଭ ପ୍ରାପ୍ତ କରିବେ, କୌଣସି ବୁଲିବା ଜାଗା ଯାଇ ପାରନ୍ତି । ଏହି ରାଶି ଲୋକ ଆଜି ଯେତେ ପରିଶ୍ରମ କରିବେ ତାହା ଫଳ ପ୍ରାପ୍ତ କରିବେ ।

ମୀନ :

ଆଜି ଘରେ ଦୁଖ ପାଇଁ ଘର ବାତାବରଣ ଦୂଷିତ ଅଟେ, ଧର୍ଜ୍ୟ ରାଖୀ କାର୍ଯ୍ୟ କରନ୍ତୁ । ଚାକିରି ରେ ଅଫସର ଲୋକଙ୍କ ସହ ଭୁଲ ବୁଝା ମଣା ହୋଇ ପାରେ । ଆଜି ଦିନ ବିଦ୍ୟାର୍ଥୀମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ଅଟେ, ଛୁଆଙ୍କୁ ଅଭ୍ୟାଶ ରେ ସଫଳତା ପ୍ରାପ୍ତି ହବ । ଏହି ରାଶି ଲୋକ ଆଜି ନିଜ ଜୀବନସାଥୀ ଦ୍ଵାରା ବହୁତ ସାହାଜ୍ଯ ପ୍ରାପ୍ତ କରିବେ, କିନ୍ତୁ ଆପଣଙ୍କୁ ନିଜ କଥା ଉପରେ ନିୟନ୍ତ୍ରଣ ରଖିବା ଉଚିତ ଅଟେ ।

Leave a Reply

Your email address will not be published. Required fields are marked *