ଆମେ ଆପଣଙ୍କୁ ମଙ୍ଗଳବାର ଦିନ ୧୯ ମଇ ରାଶିଫଳ କହୁ ଅଛୁ । ରାଶିଫଳ ଆମ ଆଗାମୀ ଜୀବନ ର ଘଟଣା ସମ୍ପର୍କ ରେ ସୂଚନା ଦେଇଥାଏ । ସବୁଦିନ ଗ୍ରହଙ୍କ ସ୍ଥିତି ଆମ ଭବିଷ୍ୟତ କୁ ପ୍ରଭାବିତ କରିଥାଏ, ଏହି ରାଶିଫଳ ରେ ଆପଣଙ୍କୁ ଚାକିରି, ବ୍ୟାପାର, ସ୍ୱାସ୍ଥ୍ୟ ଶିକ୍ଷା ଓ ବୈବାହିକ ଜୀବନ ର ତଥ୍ୟ ଦର୍ଶାଇଥାଏ । ଆପଣଙ୍କ ଦିନ କିପରି ଅତିବାହିତ ହେବ ଜାଣିବାକୁ ଇଛୁକ ଥିଲେ, ନିମ୍ନ ରେ ପଢନ୍ତୁ ।
ମେଷ :
ଆଜି ଆପଣ ନିଜ ପୁରୁଣା ସାଙ୍ଗମାନଙ୍କ ସହ ଭୁତ ଭଲ ସମୟ ବିତେଇବେ, ବହୁତ ସମୟ ଧରି ଚାଲୁ ଥିବା ସମସ୍ଯା ଆଜି ସରିବ । ଆଜି ସନ୍ତାନ ଦେହ ଖରାପ ପାଇଁ ଆପଣଙ୍କ ଦିନ ବ୍ୟସ୍ତ ଏବଂ ଚିନ୍ତା ପୂର୍ଣ ରହିବ, ଆଜି ଆପଣଙ୍କୁ ଯାହା ହେଲଲେ ମଧ୍ୟ କାମ କରିବାକୁ ପଡିବ ।
ବୃଷ :
ଆଜି ଘରେ ଦୁଖ ପାଇଁ ଘର ବାତାବରଣ ଦୂଷିତ ଅଟେ, ଧର୍ଜ୍ୟ ରାଖୀ କାର୍ଯ୍ୟ କରନ୍ତୁ । ଚାକିରି ପାଇଁ ଭଲ ଖବର ପାଇ ପାରନ୍ତି, ଏହି ରାଶି ଲେଖଙ୍କ ପାଇଁ ଦିନ ବହୁଇଟ ଶୁଭ ଅଟେ ।
ମିଥୁନ :
ଉଚ୍ଚ ପଦ ପ୍ରାପ୍ତ କରି ପାରନ୍ତି, କିନ୍ତୁ କାର୍ଯ୍ୟ କ୍ଷେତ୍ର ରେ ଅସୁବିଧା ହୋଇ ପାରେ । ଆଜି ଆପଣଙ୍କ ପରିଶ୍ରମ ଫଳ ପ୍ରାପ୍ତି ହୋଇବ, କାର୍ଯ୍ୟ ରେ ଯାହା ଫଳ ପ୍ରାପ୍ତ ହେଉଛି ତାକୁ ମାନିକି ଚାଲନ୍ତୁ, ବିଦେଶ ଯାତ୍ରା କରି ପାରନ୍ତି ।
କର୍କଟ :
ହଟାତ ଖର୍ଚ ବଢିବାରୁ ଆପଣଙ୍କ ମନ ଅଶାନ୍ତ ରହିବ । ଆଜି ଆପଣଙ୍କ ଆର୍ଥିକ ସ୍ଥିତି ବଦଳିବାକୁ ଲାଗିବ, ବିଦ୍ୟାର୍ଥୀମାନଙ୍କ ପାଇଁ ବହୁତ ଭଲ ଦିନ ଅଟେ । ପ୍ରେମ ସମ୍ବନ୍ଧ ଭଲ ରହିବ, ଆପଣଙ୍କୁ ତେଲ ଜିନିଷ ଖାଇବା ଉଚିତ ନୁହ ସେଥିପାଇଁ ନିଜ ଖାଇବା ପିବା ଉପରେ ବିଶେଷ ଧ୍ୟାନ ଦିଅନ୍ତୁ ।
ସିଂହ :
ଆଜି ଶେୟର ମାର୍କେଟ ରେ ନିବେଶ କରିବା ପାଇଁ ଆପଣଙ୍କୁ ଅବସର ପ୍ରାପ୍ତ ହୋଇବ, ବ୍ୟାପାରିମାନଙ୍କ ଯୋଜନା ସଫଳ ରହିବ, ଆଜି ଆପଣ ନିଜ କାର୍ଯ୍ୟ ଦ୍ଵାରା ସମସ୍ତଙ୍କୁ ଖୁସି କରିବେ । ଆପଣଙ୍କୁ ଆର୍ଥିକ ଲାଭ ପ୍ରାପ୍ତ ହୋଇବ, ପ୍ରେମ ସମ୍ବନ୍ଧ ପାଇଁ ଭଲ ସମୟ ଅଟେ , ଯାତ୍ରା ଆପଣଙ୍କ ପାଇଁ ଲାଭକାରୀ ଅଟେ ।
କନ୍ୟା :
କାର୍ଯ୍ୟ ସ୍ଥଳ ରେ ଅଧିକାରୀ ମାନଙ୍କ ଦ୍ଵାରା ଆପଣଙ୍କୁ ସମସ୍ଯା ହୋଇବ, ଘରୋଇ ସୁଖ ସୁବିଧା ବଢିବାକୁ ଲାଗିବ, ଉଧାର ଟଙ୍କା ବା ଅଟକି ଥିବା ଧନ ଆଜି ଆପଙ୍କୁ ପ୍ରାପ୍ତି ହବ । ଆଜି ଆପଣଙ୍କ ଦ୍ଵାରା ହୋଇ ଥିବା ନିଷ୍ପତ୍ତି ସଠିକ ହୋଇବ ।
ତୁଳା :
ଆଜି ଆପଣଙ୍କ ଭିତରେ ଆତ୍ମବିଶ୍ଵାସ ପରି ପୂର୍ଣ ରହିବ, କୌଣସି ନୂଆ କାମ ପାଇଁ ଆପଣ ନିବେଶ କରିବେ । ପାଠ ପଢାରେ ମନ ଲାଗିବ ନାହିଁ, ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଭଲ ରହିବ,ଆଜି ଗାଡି ଉପରେ ଖର୍ଚ ହବ । ହଡ ବଡ ହୋଇ କୌଣସି କାର୍ଯ୍ୟ କରନ୍ତୁ ନାହିଁ ଆପଣଙ୍କ ପାଇଁ ଅସୁବିଧା ଆରମ୍ଭ ହୋଇ ପାରେ ।
ବିଛା :
ଆଜି କ୍ରୋଧିତ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ, ଯଦି ଆପଣ ଚାକିରି ବା ବ୍ୟବସାୟ ବଦଳିବା ପାଇଁ ଚାହୁଁଛନ୍ତି ତେବେ ଏହା ଆପଣଙ୍କ ପାଇଁ ସଫଳତା ଆଣିବ । ଆଜି ଆପଣ ଧନ ନିବେଶ କଲେ ବହୁତ ଲାଭ ପ୍ରାପ୍ତ କରିବେ, କିନ୍ତୁ ଚାକିରି କ୍ଷେତ୍ର ରେ କିଛି ଚିନ୍ତା ବିଷୟ ଅଟେ ।
ଧନୁ :
ଆର୍ଥିକ ପକ୍ଷ ମଜବୁତ ହୋଇବ, କିନ୍ତୁ ସ୍ୱାସ୍ଥ୍ୟ ପାଇଁ କିଛି ଚିନ୍ତା ହୋଇ ପାରେ । ଆଜି କମ ସମୟରେ ଆପଣଙ୍କ କାର୍ଯ୍ୟ ପୂର୍ଣ ହୋଇବ, ଆଜି ଆପଣଙ୍କ ଅଟକି ଥିବା ଧନ ଆପଣଙ୍କୁ ମିଳିବ । ବ୍ୟବସାରେ ଆଜି ଆପଣ ଲାଭପୂର୍ଣ ସୌଦା କରିବେ ।
ମକର :
ଆର୍ଥିକ ସ୍ଥିତି ପାଇଁ ଦିନ ଉତ୍ତମ ଅଟେ, ବିବାହିତ ଲୋକ ଆଜି ବିବାହିତ ଜୀବନ ସୁଖ ପ୍ରାପ୍ତ କରିବେ । ଶତ୍ରୁମାନଙ୍କ ସହ ମିତ୍ରତା କରିବା ଆପଣଙ୍କ ପାଇଁ ହାନିକାରକ ରହିବ,ବ୍ୟବସାୟ ବଢିବାକୁ ଲାଗିବ, ପରିବର୍ତନ ପ୍ରକୃତି ନିୟମ ଅଟେ ।
କୁମ୍ଭ :
ଆପଣ ନିଜ ସମ୍ପର୍କୀୟ ବା ଅନ୍ୟ ଲୋକଙ୍କ ଅସୁବିଧା ସମାଧାନ କରିବା ପାଇଁ ସକ୍ଷମ ରହିବେ । ଖରାପ ଖାଦ୍ଯ ପଦାର୍ଥ ଖାଇ ଆପଣ ନିଜ ସ୍ୱାସ୍ଥ୍ୟ ଖରାପ କରି ପାରନ୍ତି, ଆପଣଙ୍କ ପାଖରେ ନିଜ ଆୟ ଦ୍ଵାରା କିଛି ନୂଆ ଏବଂ ଲାଭକାରୀ କାର୍ଯ୍ୟ କରିବା ପାଇଁ ବୁଢୀ ଏବଂ ଶକ୍ତି ରହିବ ।
ମୀନ :
ବ୍ୟବସାୟ ଏବଂ ଅନ୍ୟ ଭୁଲ ଠାରୁ କିଛି ଶିଖିବା ପାଇଁ ଚେଷ୍ଟା କରନ୍ତୁ, ଆପଣଙ୍କ ଜୀବନ ବହୁତ ସୁଖମୟ ହବାକୁ ଯାଉଛି । ନିଜ ପରିବାର ଲୋକଙ୍କ ସହ କଠୋର ବ୍ୟବହାର ଆପଣଙ୍କ ଶାନ୍ତି ଖରାପ କରି ପାରେ ସେଥିପାଇଁ ସମସ୍ତଙ୍କ ସହ ନରମ ହୋଇ କଥା କୁହନ୍ତୁ ।