ଶନିବାର 2 ମଇ 2020- ଶନିଦେବଙ୍କ କୃପାରୁ ଏହ ରାଶି ବ୍ୟକ୍ତିଙ୍କର ବ୍ୟବସାୟରେ ହେବ ଉନ୍ନତି

ଆମେ ଆପଣଙ୍କୁ ଶନିବାର ଦିନ ୨ ମଇ ରାଶିଫଳ କହୁ ଅଛୁ । ରାଶିଫଳ ଆମ ଆଗାମୀ ଜୀବନ ର ଘଟଣା ସମ୍ପର୍କ ରେ ସୂଚନା ଦେଇଥାଏ । ସବୁଦିନ ଗ୍ରହଙ୍କ ସ୍ଥିତି ଆମ ଭବିଷ୍ୟତ କୁ ପ୍ରଭାବିତ କରିଥାଏ, ଏହି ରାଶିଫଳ ରେ ଆପଣଙ୍କୁ ଚାକିରି, ବ୍ୟାପାର, ସ୍ୱାସ୍ଥ୍ୟ ଶିକ୍ଷା ଓ ବୈବାହିକ ଜୀବନର ତଥ୍ୟ ଦର୍ଶାଇଥାଏ । ଆପଣଙ୍କ ଦିନ କିପରି ଅତିବାହିତ ହେବ ଜାଣିବାକୁ ଇଛୁକ ଥିଲେ, ନିମ୍ନ ରେ ପଢନ୍ତୁ ।

ମେଷ :

ଲୋକଙ୍କୁ ଆଜି ଟିକେ ମାନସିକ ଚିନ୍ତା ରହିବ, ଏହି ରାଶି ଲୋକ ଆଜି ଯେତେ ପରିଶ୍ରମ କରିବେ ତାହା ଫଳ ପ୍ରାପ୍ତ କରିବେ।ରୋଜଗାର ରେ ଅପାର ଧନ ଲାଭ ପ୍ରାପ୍ତ କରିବେ, କୌଣସି ବୁଲିବା ଜାଗା ଯାଇ ପାରନ୍ତି । ଆଜି ସ୍ୱାସ୍ଥ୍ୟ ସମ୍ବନ୍ଧିତ ଅସୁବଧା ବଢି ପାରେ, ଆଜି ସଫଳତା ପାଇଁ ଆପଣଙ୍କୁ ଦିନ ରାତି କଠିନ ପରିଶ୍ରମ କରିବାକୁ ପଡିବ । କିଛି ଲୋକ ପାରିବାରିକ ସମସ୍ଯା ସାମ୍ନା କରିବେ ।

ବୃଷ :

ଅନ୍ୟ ଲୋକଙ୍କ ସାହାଜ୍ଯ ଦ୍ଵାରା ଆପଣ ଆଜି ଲାଭ ପ୍ରାପ୍ତ କରିବେ, ସରକାରୀ ଲାଭ ପ୍ରାପ୍ତି କରିବେ, ନୂଆ କାର୍ଯ୍ୟ ଆରମ୍ଭ କଲେ ଆପଣଙ୍କୁ ଲାଭ ପ୍ରାପ୍ତ ହୋଇବ ।ଚାକିରି ପାଇଁ ଭଲ ଖବର ପାଇ ପାରନ୍ତି, ଏହି ରାଶି ଲେଖଙ୍କ ପାଇଁ ଦିନ ବହୁଇଟ ଶୁଭ ଅଟେ । ଆଜି ଦିନ ବିଦ୍ୟାର୍ଥୀମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ଅଟେ, ଛୁଆଙ୍କୁ ଅଭ୍ୟାଶ ରେ ସଫଳତା ପ୍ରାପ୍ତି ହବ । ସ୍ୱାସ୍ଥ୍ୟ ଏବଂ ପ୍ରତିଷ୍ଠା ପ୍ରତି ସଚେତ ରୁହନ୍ତୁ । ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ, ଜୀବନ ରେ ଲୋକଙ୍କ ସାହାଜ୍ଯ ପ୍ରାପ୍ତ ହଉଥିବ ।

ମିଥୁନ :

ଆର୍ଥିକ ସ୍ଥିତି ପାଇଁ ଦିନ ଉତ୍ତମ ଅଟେ, ବିବାହିତ ଲୋକ ଆଜି ବିବାହିତ ଜୀବନ ସୁଖ ପ୍ରାପ୍ତ କରିବେ, ଘରେ ମାଁ ବା ଅନ୍ୟ ବୁଜୁର୍ଗ ମହିଳାଙ୍କ ସ୍ୱାସ୍ଥ୍ୟ ପାଇଁ ଆପଣ ଚିନ୍ତା ରେ ରହିବେ । ଏହି ରାଶି ଲୋକ ଆଜି ନିଜ ଜୀବନସାଥୀ ଦ୍ଵାରା ବହୁତ ସାହାଜ୍ଯ ପ୍ରାପ୍ତ କରିବେ, କିନ୍ତୁ ଆପଣଙ୍କୁ ନିଜ କଥା ଉପରେ ନିୟନ୍ତ୍ରଣ ରଖିବା ଉଚିତ ଅଟେ ।

କର୍କଟ :

ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଭଲ ରହିବ, ବିବାହିତ ଜୀବନ ପାଇଁ ସମୟ ବହୁତ ସଠିକ ଚାଲୁଛି ।ଆଜି ଆପଣଙ୍କ ମନ ଧାର୍ମିକ ରହିବ ଏବଂ ଧାର୍ମିକ କାର୍ଯ୍ୟ କଲେ ଆପଣଙ୍କ ମନ ଶାନ୍ତି ପ୍ରାପ୍ତ କରିବ । ସାମାଜିକ କାର୍ଯ୍ୟ ପାଇଁ ମନ ବହୁତ ଭଲ ରହିବ, ଅତ୍ୟଧିକ ସମୟ ଅତିଥିଙ୍କ ସହ ବିତେଇବେ । ଆର୍ଥିକ ପକ୍ଷ ମଜବୁତ ହୋଇବ, କିନ୍ତୁ ସ୍ୱାସ୍ଥ୍ୟ ପାଇଁ କିଛି ଚିନ୍ତା ହୋଇ ପାରେ ।

ସିଂହ :

ଆଜି ଆପଣଙ୍କ ଆର୍ଥିକ ସ୍ଥିତି ବଦଳିବାକୁ ଲାଗିବ, ବିଦ୍ୟାର୍ଥୀମାନଙ୍କ ପାଇଁ ବହୁତ ଭଲ ଦିନ ଅଟେ । କାର୍ଯ୍ୟ ରେ ଯାହା ଫଳ ପ୍ରାପ୍ତ ହେଉଛି ତାକୁ ମାନିକି ଚାଲନ୍ତୁ, ବିଦେଶ ଯାତ୍ରା କରି ପାରନ୍ତି । ବ୍ୟବସାୟ ରେ ହାନି ହବାର ଆସାର ଦେଖା ଯାଉଛି, ଭାଗ୍ୟ ଆପଣଙ୍କ ସହ ରହିବ, ଆଜି ଆପଣଙ୍କୁ ମହିଳା ସମ୍ପର୍କୀୟ ପାଇଁ ଚିନ୍ତା ହୋଇ ପାରେ, ହନୁମାନ ଚାଳିଶା ପାଠ କଲେ ଆପଣଙ୍କ କଷ୍ଟ ଦୂର ହୋଇବ, ଏବଂ ପରିବାର ରେ ଖୁସି ଆସିବ ।

କନ୍ୟା :

ଆଜି ସ୍ବାମୀଙ୍କ ସହ ପ୍ରେମ ସମ୍ପର୍କ ମଧୁର ରହିବ, ଦାଂପତ୍ଯ ଜୀବନ ସୁଖମୟ ହବ । ଆଜି ଅନ୍ୟ କାହା କଥା ମାନି ଏମିତି କିଛି କାର୍ଯ୍ୟ କରନ୍ତୁ ନାହିଁ ଯାହା ଫଳରେ ଆପଣଙ୍କୁ ଜୀବନ ସାରା କାନ୍ଦିବାକୁ ପଡି ପାରେ । ଆଜି ଆପଣଙ୍କ ମନ ଧାର୍ମିକ କାର୍ଯ୍ୟ ରେ ଲାଗି ରହିବ। ଆଜି ପ୍ରମୋଶନ ପାଇବା ସମ୍ଭାବନା ଅଟେ, ଜୀବନସାଥି ସହ ପ୍ରେମ ସହ କଥା ହୁଅନ୍ତୁ । ପାରିବାରିକ ଜୀବନ ସୁଖମୟ ଅଟେ, ସନ୍ତାନ ଦାଇତ୍ବ ପରି ପୂର୍ଣ ହୋଇ ପାରେ ।

ତୁଳା :

ଆପଣଙ୍କ ସାଙ୍ଗମାନଙ୍କ ସାହାଜ୍ଯ ପ୍ରାପ୍ତ ହୋଇବ, ଜୀବନସାଥି ବୁଦ୍ଧି ଓ ସ୍ଵଭାବ ଦେଖି ଆପଣଙ୍କ ମନ ବହୁତ ପ୍ରଶନ ରହିବେ, ପରିବାର ରେ କିଛି ଖୁସି ଖବର ଶୁଣିବାକୁ ମିଳି ପାରେ । ସମ୍ପର୍କୀୟ ଲୋକଙ୍କ ଘର କାମ ରେ ଆପଣଙ୍କୁ ସପୋର୍ଟ ମିଳି ପାରେ । ଆଜି ଆଇନ କାର୍ଯ୍ୟ ଠାରୁ ଦୂରେଇ ରହିବା ଆପଣଙ୍କ ପାଇଁ ଉଚିତ ଅଟେ, ଆଜି ଦିନ ଆପଣଙ୍କ ପାଇଁ କଷ୍ଟକର ହୋଇ ପାରେ, ସେଥିପାଇଁ ସାବଧାନ ହୋଇ କାର୍ଯ୍ୟ କରିବା ଉଚିତ ଅଟେ ।

ବିଛା :

ଆଜି ସାଙ୍ଗ ଓ ସମ୍ପର୍କୀୟ ଲୋକଙ୍କ ସହ ଆପଣ ଦେଖା କରି ପାରିବେ, ଆସା ନିରାଶା କଥା ମନ ଭିତରେ ଚିନ୍ତା ଉତପନ କରି ପାରନ୍ତି । ଆଜି କ୍ରୋଧିତ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ, ଯଦି ଆପଣ ଚାକିରି ବା ବ୍ୟବସାୟ ବଦଳିବା ପାଇଁ ଚାହୁଁଛନ୍ତି ତେବେ ଏହା ଆପଣଙ୍କ ପାଇଁ ସଫଳତା ଆଣିବ । ଆଜି ପାରିବାରିକ ଦାଇତ୍ବ ବଢିବାକୁ ଲାଗିବ, ଜୀବନସାଥୀ ସ୍ୱାସ୍ଥ୍ୟ ଖରାପ ହୋଇ ପାରେ, ଚାକିରି ରେ କାର୍ଯ୍ୟ ବଢି ପାରେ ନଚେତ ସ୍ଥାନ ପରିବର୍ତନ ହୋଇ ପାରେ ।

ଧନୁ :

ଆଜି ଆପଣଙ୍କ ଯାତ୍ରା ସୁଖଦ ହୋଇବ, ଯାତ୍ରା ଆପଣଙ୍କ ପାଇଁ ଲାଭକାରୀ ଅଟେ । ଆଜି ଆପଣଙ୍କୁ ନିଜ ତରଫରୁ ଆଗକୁ ଯାଇ ଲୋକଙ୍କ ସହ ମିସିବା ପାଇଁ ଚେଷ୍ଟା କରିବା ଉଚିତ ଅଟେ । ଆପଣଙ୍କୁ ଆର୍ଥିକ ଲାଭ ପ୍ରାପ୍ତ ହୋଇବ, ପ୍ରେମ ସମ୍ବନ୍ଧ ପାଇଁ ଭଲ ସମୟ ଅଟେ । ଆଜି ଆପଣଙ୍କ ଉନ୍ନତି ମାର୍ଗ ପ୍ରଶସ୍ତ ହୋଇବେ, ସମ୍ପତ୍ତି କାର୍ଯ୍ୟ ଆଜି ଆପଣଙ୍କୁ ବହୁତ ଲାଭ ପ୍ରଦାନ କରିବେ । କାର୍ଯ୍ୟ ପାଇଁ ଆଜି ଆପଣଙ୍କୁ ଅତ୍ୟଧିକ କଷ୍ଟ କରିବାକୁ ପଡିବ ।

ମକର :

ଆଜି ମନ କୌଣସି ପ୍ରକାର ଭୟ ପାଇଁ ଚିନ୍ତା ରେ ରହିବ, କୌଣସି ନୂଆ ଜାଗା ଟ୍ରାନ୍ସଫର ହୋଇ ପାରନ୍ତି ବା ଚାକିରି ମଧ୍ୟ ଛାଡ଼ିବା ସମୟ ଆସି ପାରେ । ଆଜି ମହିଳାଙ୍କୁ ଭାବନା ଉପରେ ବିଶେଷ ଧ୍ୟାନ ରଖିବେ, ଆଜି ପୂର୍ବ ପୁରୁଷଙ୍କ କାରୋବାର ବଢିବାକୁ ଲାଗିବ, ଚାକିରି ରେ ପରିବର୍ତନ ସମ୍ଭାବନା ହୋଇ ପାରେ । ଉଚ୍ଚ ପଦ ପ୍ରାପ୍ତ କରି ପାରନ୍ତି, କିନ୍ତୁ କାର୍ଯ୍ୟ କ୍ଷେତ୍ର ରେ ଅସୁବିଧା ହୋଇ ପାରେ ।

କୁମ୍ଭ :

ଆଜି ଆପଣଙ୍କ ପ୍ରେମ ସମ୍ପର୍କ ରେ ଭଲ ପାଇବା ବହୁତ ରହିବ, ଆଜି ଆପଣ ବହୁତ ଖୁସି ମନେ କରିବେ । କଥା ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ ଅଟେ, ଆଜି ଆପଣ ସ୍ଥିତି ସମ୍ଭାଳିବାରେ ସଫଳତା ପ୍ରାପ୍ତ କରିବେ । ଆଜି ଘରେ ଦୁଖ ପାଇଁ ଘର ବାତାବରଣ ଦୂଷିତ ଅଟେ, ଧର୍ଜ୍ୟ ରାଖୀ କାର୍ଯ୍ୟ କରନ୍ତୁ । ଚାକିରି ରେ ଅଫସର ଲୋକଙ୍କ ସହ ଭୁଲ ବୁଝା ମଣା ହୋଇ ପାରେ ।

ମୀନ :

ଆଜି ଆପଣ ନିଜ କାର୍ଯ୍ୟ ସ୍ଥଳ ରେ ସମ୍ମାନିତ ହୋଇ ପାରନ୍ତି, ନୂଆ କାର୍ଯ୍ୟ ଆରମ୍ଭ ପାଇଁ ଆଜି ଦିନ ବହୁତ ଭଲ ଅଟେ ।ଅଳପ ବହୁତ ଅସୁବିଧା ପାଇଁ ମନ ଚିନ୍ତା ରେ ରହିବ କିନ୍ତୁ ପରେ ସବୁ ଠିକ ରହିବ । କିଛି ଦିନ ଆଗରୁ ହୋଇ ଥିବା କାପ୍ତ ହୋଇବ,ମାନସିକ ଶାନ୍ତି ପ୍ରାପ୍ତ କରିବେ । କାରୋବାର ବଢେଇବା ପାଇଁ ଯାତ୍ରା କରି ପାରନ୍ତି ।

Leave a Reply

Your email address will not be published. Required fields are marked *