ରବିବାର 22 ମାର୍ଚ୍ଚ 2020 – ସୂର୍ଯ୍ୟ ଦେବଙ୍କ କୃପାରୁ ଆଜି ଏହି ସବୁ ରାଶିଙ୍କୁ ମିଳିବ ଖୁସି ଖବର

ଆଜି ଆମେ ଆପଣଙ୍କୁ ରବିବାର ୨୨ ମାର୍ଚ୍ଚ ରାଶିଫଳ କହିବାକୁ ଯାଉଛୁ । ରାଶିଫଳ ଆମ ଆଗାମୀ ଜୀବନ ର ଘଟଣା ସମ୍ପର୍କ ରେ ସୂଚନା ଦେଇଥାଏ । ସବୁଦିନ ଗ୍ରହଙ୍କ ସ୍ଥିତି ଆମ ଭବିଷ୍ୟତ କୁ ପ୍ରଭାବିତ କରିଥାଏ, ଏହି ରାଶିଫଳ ରେ ଆପଣଙ୍କୁ ଚାକିରି, ବ୍ୟାପାର, ସ୍ୱାସ୍ଥ୍ୟ ଶିକ୍ଷା ଓ ବୈବାହିକ ଜୀବନ ର ତଥ୍ୟ ଦର୍ଶାଇଥାଏ । ଆପଣଙ୍କ ଦିନ କିପରି ଅତିବାହିତ ହେବ ଜାଣିବାକୁ ଇଛୁକ ଥିଲେ, ନିମ୍ନ ରେ ପଢନ୍ତୁ ।

ମେଷ :

ଆଜି ଅଫିସ ଲୋକଙ୍କ ସହ ବାଦ ବିବାଦ ହୋଇ ପାରେ ସେଥିପାଇଁ ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ, ଆଜି ମନ ଓ ମସ୍ତିସ୍କ ନିୟନ୍ତ୍ରଣ ରେ ରଖିବା ପାଇଁ ଚେଷ୍ଟା କରନ୍ତୁ । ଖରାପ ସାଙ୍ଗମାନଙ୍କ ଦ୍ଵାରା ହାନି ହୋଇ ପାରେ, ସମ୍ପର୍କ ଭଲ ହୋଇବେ । ଆଜି ଅନ୍ୟ କାହା କଥା ମାନି ଏମିତି କିଛି କାର୍ଯ୍ୟ କରନ୍ତୁ ନାହିଁ ଯାହା ଫଳରେ ଆପଣଙ୍କୁ ଜୀବନ ସାରା କାନ୍ଦିବାକୁ ପଡି ପାରେ ।

ବୃଷ :

ଆଜି ଏକୁଟିଆ ଲୋକଙ୍କୁ କୌଣସି ପ୍ରକାର ସାହାଜ୍ଯ ପ୍ରାପ୍ତ ହବାର ଆସା ଅଛି, ଆଜି ହଟାତ କୌଣସି କାମ ପାଇଁ ଆପଣଙ୍କୁ ରାଗ ଲାଗିବ କିନ୍ତୁ ବହୁତ ଶୀଘ୍ର ସାନ୍ତ ମଧ୍ୟ ହୋଇ ଯିବେ । ଆଜି ଆପଣଙ୍କ ମନ ଧାର୍ମିକ କାର୍ଯ୍ୟ ପାଇଁ ଅଗ୍ରସର ରହିବ, ଏହା ସହ ଘର ପରିବାର ରେ ଭୁଲ ବୁଝା ମଣା ପାଇଁ ଜୀବନ ଚିନ୍ତାମୟ ରହିବ ।

ମିଥୁନ :

ଆଜି ଆପଣଙ୍କ ପରିଶ୍ରମ ପ୍ରଶଂସା ଲୋକ କରିବେ, ପରିଶ୍ରମ ପାଇଁ ସଫଳତା ପ୍ରାପ୍ତି ହୋଇ ପାରେ । ଆଜି ଆପଣ କୌଣସି ପ୍ରକାର ଚିନ୍ତା କରନ୍ତୁ ନାହିଁ, ସମ୍ପତ୍ତି ସମ୍ବନ୍ଧିତ କାମରେ ଆପଣଙ୍କୁ ସାବଧାନ ରହିବା ଉଚିତ । ଆଜି ଆପଣଙ୍କ ଚାକିରି ଖୋଜିବା ସମାପ୍ତ ହୋଇ ଜୀବ, ଆଜି ଆପଣଙ୍କୁ କୌଣସି ଭଲ ଚାକିରି ପ୍ରାପ୍ତ ହବ ସକାରାତ୍ମକ ଭାବ ରଖିବା ଆପଣଙ୍କ ପାଇଁ ଲାଭକାରୀ ଅଟେ ।

କର୍କଟ :

ଆଜି ଆପଣଙ୍କ ପାଇଁ ସହଜ ଦେଖା ଯାଉ ନାହିଁ, ଆପଣ ଘର କାରଣରୁ ଚିନ୍ତା ରେ ରହିବେ । ସ୍ଵାଭିମାନ କୁ ଆଘାତ ଲାଗି ପାରେ, ଲକ୍ଷ କୁ ଫୋକସ କରି ରଖନ୍ତୁ ବହୁତ ଆଗକୁ ଯିବେ । ଆଜି କ୍ରୋଧିତ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ, ଯଦି ଆପଣ ଚାକିରି ବା ବ୍ୟବସାୟ ବଦଳିବା ପାଇଁ ଚାହୁଁଛନ୍ତି ତେବେ ଏହା ଆପଣଙ୍କ ପାଇଁ ସଫଳତା ଆଣିବ ।

ସିଂହ :

କିଛି ଭାବନାତ୍ମକ ଅସୁବିଧା ମଧ୍ୟ ହୋଇ ପାରେ, ବିବାହିତ ଲୋକ ଆଜି ବିବାହିତ ଜୀବନ ସୁଖ ପ୍ରାପ୍ତ କରିବେ, ଘରେ ମାଁ ବା ଅନ୍ୟ ବୁଜୁର୍ଗ ମହିଳାଙ୍କ ସ୍ୱାସ୍ଥ୍ୟ ପାଇଁ ଆପଣ ଚିନ୍ତା ରେ ରହିବେଲୋକଙ୍କୁ ଆଜି ନିବେଶ କରିବାରୁ ବଞ୍ଚିବା ଉଚିତ । ଭଲ କଥା ବାରତା ଏବଂ ସ୍ଵଭାବ ଆପଣଙ୍କ ଲାଭ ପାଇଁ ବହୁତ ଗୁଡେ ରାସ୍ତା ଦେଖେଇବ, ସମସ୍ଯା ସମୟରେ ବୁଦ୍ଧି ଖର୍ଚ କରନ୍ତୁ ନିଜ ଜୀବନ ବଞ୍ଚେଇବା ପାଇଁ ଚେଷ୍ଟା କରନ୍ତୁ ।

କନ୍ୟା :

ଲୋକ ସରକାରୀ ଲାଭ ପ୍ରାପ୍ତି କରିବେ, ନୂଆ କାର୍ଯ୍ୟ ଆରମ୍ଭ କଲେ ଆପଣଙ୍କୁ ଲାଭ ପ୍ରାପ୍ତ ହୋଇବ ।ଆଜି ଆପଣଙ୍କ ପ୍ରେମ ସମ୍ପର୍କ ରେ ଭଲ ପାଇବା ବହୁତ ରହିବ ଆଜି ଆପଣ ବହୁତ ଖୁସି ମନେ କରିବେ । ବହୁତ ସମୟ ଧରି ଭାରି ଲାଭ ପ୍ରାପ୍ତ କରି ପାରିବେ, ନୂଆ କାର୍ଯ୍ୟ ପାଇଁ ନିବେଶ କରି ପାରନ୍ତି ସମୟ ଶୁଭ ଅଟେ ।

ତୁଳା :

ଆଜି ମନ କୌଣସି ପ୍ରକାର ଭୟ ପାଇଁ ଚିନ୍ତା ରେ ରହିବ, କୌଣସି ନୂଆ ଜାଗା ଟ୍ରାନ୍ସଫର ହୋଇ ପାରନ୍ତି ବା ଚାକିରି ମଧ୍ୟ ଛାଡ଼ିବା ସମୟ ଆସି ପାରେ । ଆଜି ଆପଣ ନିଜ ଭବିଷୟ ଏବଂ ସ୍ୱାସ୍ଥ୍ୟ ପାଇଁ ଅଧିକ ଚିନ୍ତା କରିବେ, ଶରୀର ରେ ଥକାନ ଏବଂ ଅଳସ ଏବଂ ମନ ରେ ଅଶାନ୍ତି ଅନୁଭୂତି ହବ ।

ବିଛା :

ଆଜି ଆପଣଙ୍କ ଆର୍ଥିକ ଯୋଜନା ସଫଳ ହୋଇବ, ଆପଣ ଘର ଓ କାର୍ଯ୍ୟ ମଧ୍ୟରେ ସଠିକ ସନ୍ତୁଳନ ବନେଇ ରଖିବେ । ସମୟ ଆପଣଙ୍କ ପାଇଁ ବହୁତ ଭଲ ଚାଲିଛି, ଆପଣ ଏହାର ଲାଭ ପରେ ପାଇବେ ଏବେ ଯେମିତି ସବୁ ଚାଲିଛି ସେମିତି ଚାଲିବାକୁ ଦିଅନ୍ତୁ ।

ଧନୁ :

ଆଜି ଆପଣଙ୍କୁ ଅଳସ ଅବନୁଭବ ହବ, ଖର୍ଚ ବଢି ପାରେ, ବିଭିନ୍ନ କାମରେ ଆପଣଙ୍କୁ ଅସୁବିଧାର ସମୁଖୀନ ହବାକୁ ପଡି ପାରେ । ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଭଲ ରହିବ, ବିବାହିତ ଜୀବନ ପାଇଁ ସମୟ ବହୁତ ସଠିକ ଚାଲୁଛି ।ଆଜି ଆପଣଙ୍କ ମନ ଧାର୍ମିକ ରହିବ ଏବଂ ଧାର୍ମିକ କାର୍ଯ୍ୟ କଲେ ଆପଣଙ୍କ ମନ ଶାନ୍ତି ପ୍ରାପ୍ତ କରିବ ।

ମକର :

ଆଜି ଆପଣ ବହୁତ ପରିଶ୍ରମ କରିବେ, ଆଜି ଆପଣ କାର୍ଯ୍ୟ ମନ ଧ୍ୟାନ ଦେଇ କରିବେ । ଆଜି ଆପଣଙ୍କୁ ଆରାମ କରିବା ଆବଶ୍ୟକ ଅଟେ, ପୁରୁଣା ଟଙ୍କା ଫେରି ପାଇବେ ।ବିଦ୍ୟାର୍ଥୀମାନଙ୍କ ପାଇଁ ଦିନ ଟିକେ ସମସ୍ୟା ହୋଇ ପାରେ, କିଛି ଅନାଆବଶ୍ୟକ ଖର୍ଚ ସାମ୍ନା କୁ ଆସି ପାରେ ।

କୁମ୍ଭ :

ଆଜି ଆପଣ ନିଜ ଭବିଷୟ ଏବଂ ସ୍ୱାସ୍ଥ୍ୟ ପାଇଁ ଅଧିକ ଚିନ୍ତା କରିବେ, ଶରୀର ରେ ଥକାନ ଏବଂ ଅଳସ ଓ ମନ ରେ ଅଶାନ୍ତି ଅନୁଭୂତି ହବ । ଅଧିକ ଖର୍ଚ କରନ୍ତୁ ନାହିଁ ନଚେତ ଅସୁବିଧା ରେ ପଡି ପାରନ୍ତି, ମାନସିକ ଚିନ୍ତା ବଢି ପାରେ ସେଥିପାଇଁ ମନ ସ୍ଥିର ରଖନ୍ତୁ । ଜୀବନ ରେ ଲୋକଙ୍କ ସାହାଜ୍ଯ ପ୍ରାପ୍ତ ହଉଥିବ ।

ମୀନ :

ଆଜି କୌଣସି ପ୍ରକାର ନିବେଶ କରିବା ପାଇଁ ସମୟ ଭଲ ନାହିଁ, ନିସ୍ପତି କରିବା ପାଇଁ ସମୟ ନିଅନ୍ତୁ ଜଲ୍ଦି କଲେ ନିସ୍ପତି ହାନିକାରକ ହୋଇ ପାରେ । ଅଟକି ଥିବା ଟଙ୍କା ଆଜି ଫେରିକି ପାଇ ପାରନ୍ତି, ଧନ ପ୍ରାପ୍ତି ପାଇଁ ବହୁତ ଭଲ ଅବସର ଅଟେ ।

Leave a Reply

Your email address will not be published. Required fields are marked *