ଶନିବାର 25 ଜୁଲାଇ 2020- ଆଜି ଏହି ୪ଟି ରାଶିଙ୍କୁ ସତର୍କ ରହିବାକୁ ହବ, ବଡ ହାନି ହୋଇପାରେ

ଆମେ ଆପଣଙ୍କୁ ଶନିବାର ୨୫ ଜୁଲାଇ ୨୦୨୦ ରାଶିଫଳ କହିବାକୁ ଯାଉଛୁ, ରାଶିଫଳ ଆମ ଆଗାମୀ ଜୀବନ ର ଘଟଣା ସମ୍ପର୍କ ରେ ସୂଚନା ଦେଇଥାଏ । ପ୍ରତ୍ୟକ ଦିନ ଗ୍ରହ ଚଳନ ଉପରେ ଆମର ଜୀବନ ନିର୍ଭର କରୁଛି । କିଛି ବି ପରିବର୍ତ୍ତନ ହେଲେ ଏହା ଆମ ଜୀବନ ଉପରେ ବହୁତ ଗଭୀର ପ୍ରଭାବ ପକାଇଥାଏ । ସବୁଦିନ ଗ୍ରହଙ୍କ ସ୍ଥିତି ଆମ ଭବିଷ୍ୟତ କୁ ପ୍ରଭାବିତ କରିଥାଏ, ଏହି ରାଶିଫଳ ରେ ଆପଣଙ୍କୁ ଚାକିରି, ବ୍ୟାପାର, ସ୍ୱାସ୍ଥ୍ୟ ଶିକ୍ଷା ଓ ବୈବାହିକ ଜୀବନ ର ତଥ୍ୟ ଦର୍ଶାଇଥାଏ । ସେଥିପାଇଁ କିଛି ବି କରିବା ଆଗରୁ ପ୍ରତ୍ୟକ ଦିନ ନିଜର ରାଶି ଫଳ ନିଶ୍ଚୟ ଦେଖନ୍ତୁ ଓ ଏହା ଅନୁସାରେ ସତର୍କ ରହି କାମ କରନ୍ତୁ । ଯଦି ଅପାନ ମଧ୍ୟ ଆପଣଙ୍କ ଦିନ କିପରି ଅତିବାହିତ ହେବ ଜାଣିବାକୁ ଇଛୁକ ଅଛନ୍ତି ତେବେ ନିମ୍ନ ରେ ପଢନ୍ତୁ ।

Image Courtesy: Google

ମେଷ:-

ଆଜି ମେଷ ରାଶି ଲୋକଙ୍କ ପାଇଁ ଦିନ ସକାରାତ୍ମକ ହୋଇପାରେ ସନ୍ତାନ ସୁଖ ପ୍ରାପ୍ତି କରିବେ । ରାଜନୀତିକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ପ୍ରତିଷ୍ଠା ବୃଦ୍ଧିହେବ । ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ । ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ ଓ ଆର୍ଥିକସ୍ଥିତି ଭଲ ରହିବ । ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ ।

ବୃଷ:-

ଆଜି ଆପଣ ସାମାଜିକ କାର୍ଯ୍ୟରେ କିଛି ବ୍ୟସ୍ତ ରହିବେ, ଘରେ ଲୋକଙ୍କ ସହ ସମୟ ବ୍ଯତୀତ କରିବା ଆପଣଙ୍କ ପାଇଁ ଲାଭକାରୀ ହବ । ଘରୋଇ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ ଓ ସୁଖ ଶାନ୍ତି ମିଳିବ । ବ୍ୟକ୍ତିଗତ ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ ଏବଂ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ ।

ମିଥୁନ:-

ଆଜି ଆପଣ ସକାଳେ ଉଠି ବ୍ୟାୟାମ କରନ୍ତୁ ଆପଣଙ୍କ ପାଇଁ ଉଚିତ ଅଟେ, ଦିପହର ପରେ ଖର୍ଚ ହବାକୁ ଲାଗିବ ଯାହା ଦ୍ଵାରା ଆପଣ ଚିନ୍ତାରେ ରହିବେ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ତେଣୁ ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଦୂରଯାତ୍ରା ସୁଯୋଗ ପାଇବେ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ।

Image Courtesy: Google

କର୍କଟ:-

ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ମାନସିକ ଶାନ୍ତି ଅନୁଭବ କରିବେ । ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ । ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢିବ ।

ସିଂହ:-

ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତକାର୍ଯ୍ୟରେ ସଫଳତା ମିଳିବ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ର ଆଭୂଷଣ, ବାହାନାଦି ପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ସ୍ୱାସ୍ଥ୍ୟ ଦୃଷ୍ଟିକୋଣରେ ସୁଧାର ଆସିବ । ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ହେବ ।

କନ୍ୟା:-

ରାଜନୈତିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବସ୍ତ୍ର, ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ବ୍ୟବସାୟରେ ଲାଭବାନ ହେବେ । ମାନସିକ ଦୁଶ୍ଚିନ୍ତା ଦୂରହେବ । ସାମାଜିକକ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ପ୍ରତିଯୋଗିତା ପରୀକ୍ଷା, ବାଦବିବାଦ ଓ ସାକ୍ଷାତ୍କାରରେ ଆଶାତୀତ ଫଳ ପାଇବେ ।

 

Image Courtesy: Google

ତୁଳା:-

ବାଣିଜ୍ୟ ବ୍ୟାପାର ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ କରିବେ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ ଓ ଆଶା ଆକାଂକ୍ଷା ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ରାଜନୈତିକକ୍ଷେତ୍ରରେ ମାନସିକ କ୍ଷମତା ଓ ଶାରୀରିକ କାର୍ଯ୍ୟ କ୍ଷମତାରେ ବୃଦ୍ଧି ହେବ ।

ବିଛା:-

ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ଅନେକ ସୁଯୋଗ ହାତପାହାନ୍ତାରେ ପହଞ୍ଚିବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗା ନେଇଥିବା ଦ୍ଵନ୍ଦର ସମାଧାନ ହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବା ସହ ଆୟ ବୃଦ୍ଧି ଓ ସଫଳତା ପାଇବେ । ଗୃହସ୍ଥ ଜୀବନ ସୁଖ ଶାନ୍ତିରେ କଟିବ ଓ ସହଯୋଗ ପ୍ରାପ୍ତି ହେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ପ୍ରଶଂସିତ ହେବେ । ରାଜନୈତିକ କ୍ଷେତ୍ରରରେ ସ୍ଥିତି ସୁଦୃଢ ହେବା ସହ କାର୍ଯ୍ୟଭାର ବୃଦ୍ଧି ହେବ ।

ଧନୁ:-

ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ । ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢିବ ।

Image Courtesy: Google

ମକର:-

ବାକିଥିବା କାର୍ଯ୍ୟ ସଫଳତାପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ । କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ଅତିରିକ୍ତ ଆୟର ଦରକାର ଅନୁଭବ ହେବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ ।

କୁମ୍ଭ:-

ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ମାନସିକ ଶାନ୍ତି ମିଳିବ ଓ ଧନ ପ୍ରାପ୍ତି ହେବ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ଶତୃ ଓ ବିରୋଧିମାନେ ଅପଦସ୍ଥ ହେବେ । ଶାରୀରିକ ଅସୁସ୍ଥତା ଦୂର ହେବ ଓ  ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ଓ ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭ ହେବ ।

ମୀନ:-

ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ, ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ ।  ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇପାରେ ।  ପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ । କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ ।

Leave a Reply

Your email address will not be published. Required fields are marked *