ଗୁରୁବାର 27 ଫେବୃୟାରୀ 2020 – ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶିର ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ଆମେ ଆପଣଙ୍କୁ ଗୁରୁବାର ଦିନ ୨୭ ଫେବୃଆରୀ ରାଶିଫଳ କହୁ ଅଛୁ । ରାଶିଫଳ ଆମ ଆଗାମୀ ଜୀବନ ର ଘଟଣା ସମ୍ପର୍କ ରେ ସୂଚନା ଦେଇଥାଏ । ସବୁଦିନ ଗ୍ରହଙ୍କ ସ୍ଥିତି ଆମ ଭବିଷ୍ୟତ କୁ ପ୍ରଭାବିତ କରିଥାଏ, ଏହି ରାଶିଫଳ ରେ ଆପଣଙ୍କୁ ଚାକିରି, ବ୍ୟାପାର, ସ୍ୱାସ୍ଥ୍ୟ ଶିକ୍ଷା ଓ ବୈବାହିକ ଜୀବନ ର ତଥ୍ୟ ଦର୍ଶାଇଥାଏ । ଆପଣଙ୍କ ଦିନ କିପରି ଅତିବାହିତ ହେବ ଜାଣିବାକୁ ଇଛୁକ ଥିଲେ, ନିମ୍ନ ରେ ପଢନ୍ତୁ ।

ମେଷ :

ଆଜି ଆପଣଙ୍କ ଘର ପରିବାର ରେ ସୁଖ ଶାନ୍ତି ରହିବ, ଧନ ଅର୍ଜନ ହବ । କାମରେ ଆଜି ଆପଣଙ୍କୁ ଥକା ଓ ଚିଟା ଲାଗିବ, ଆଜି ଠାରୁ କିଛି ଦିନ ପର୍ଜନ୍ତ ଆପଣଙ୍କୁ ଖର୍ଚ କମ କରିବାକୁ ପଡିବ । ଆଜି ଆପଣ ନିଜକୁ ଶାନ୍ତ ରଖିବା ପାଇଁ ପ୍ରୟାଶ କରିବେ ଏବଂ ସଫଳତା ମଧ୍ୟ ପ୍ରାପ୍ତ କରିବେ ।

ବୃଷ :

ଆପଣଙ୍କ ଘର ଲୋକ ସହ ଭୁଲ ବୁଝା ମଣା ହୋଇପାରେ ଏବଂ କାହାକୁ ଅଭିଯୋଗ କରିବା ପାଇଁ ସୁଯୋଗ ଦିଅନ୍ତୁ ନାହିଁ । ଆଜି କ୍ରୋଧିତ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ, ଯଦି ଆପଣ ଚାକିରି ବା ବ୍ୟବସାୟ ବଦଳିବା ପାଇଁ ଚାହୁଁଛନ୍ତି ତେବେ ଏହା ଆପଣଙ୍କ ପାଇଁ ସଫଳତା ଆଣିବ ।

ମିଥୁନ :

ଆଜି ଦିନ କରିୟର ପାଇଁ ସାମାନ୍ୟ ଅଟେ, ହନୁମାନ ଠାକୁରଙ୍କ ଚାଳିଶା ପାଠ କରନ୍ତୁ ସବୁ ପ୍ରକାର ସମସ୍ୟା ଦୂର ହବ । ଆଜି ଆପଣଙ୍କ ମନ ରେ ଆସା ନିରାଶା ମିଶ୍ରଣ ଭାବ ମନ ରେ ଆସିବ, ଆଜି ଆପଙ୍କ କିଛି ନୂଆ କାମ ଶିଖିବା ପାଇଁ ଅବସର ପ୍ରାପ୍ତ କରିବେ ।

କର୍କଟ :

ଆଜି ଆପଣ ସାମାଜିକ କାର୍ଯ୍ୟ ପାଇଁ ଆକର୍ଷଣ କେନ୍ଦ୍ର ରହିବେ, ଅଫିସ ଅଧିକାରୀମାନଙ୍କ ସହ କୌଣସି କଥା ପାଇଁ ଭୁଲ ବୁଝା ମଣା ହୋଇ ପାରେ । ଯଦି ଆପଣ ନୂଆ ଜମି ନବା ପାଇଁ ଚାହନ୍ତି ତେବେ ଆଜି ନେଇ ପାରିବେ, ଆଜି ଆପଣଙ୍କୁ ନିଜ କାମରେ ସଫଳତା ପ୍ରାପ୍ତ ହବ ।

ସିଂହ :

ଆପଣଙ୍କ ପାଖରେ କିଛି ମହଙ୍ଗା ଜିନିଷ ହୋଇ ପାରେ, ଯାହା ଆପଣଙ୍କ ଜୀବନ ଶୈଳୀ ବଦଳି ଭଲ କରି ପାରେ । ଆଜି ସ୍ୱାସ୍ଥ୍ୟ ପ୍ରତି ସଚେତ ରହିବା ଉଚିତ, ଆଜି ଦିନ ବହୁତ ଲୋକଙ୍କ ପାଇଁ ଚିନ୍ତାମୟ ରହିବ, ପ୍ରେମୀ ଯୁଗଳ ପାଇଁ ସଠିକ ସମୟ ଅଟେ ।

କନ୍ୟା :

ଆଜି ଆପଣ ବହୁତ ଗୁଡିକ କାର୍ଯ୍ୟ ଏକା ସହ କରି ପାରିବେ, କୋର୍ଟ ଆଇନ ସମ୍ବନ୍ଧିତ କାର୍ଯ୍ୟ ରେ କିଛି ସମୟ ଲାଗି ପାରେ । ଆଜି ଆପଣଙ୍କୁ କୌଣସି ମହତ୍ଵପୂର୍ଣ କାମରେ ସଫଳତା ପ୍ରାପ୍ତ ହବ, ବହୁତ ଶତ୍ରୁ ହେଲେ ମଧ୍ୟ ଅନ୍ତିମ ରେ ଆପଣଙ୍କ ବିଜଯ ହବ, ସଫଳତା ପ୍ରବଳ ଯୋଗ ଅଛି ।

ତୁଳା :

ଆଜି ଆପଣଙ୍କୁ ଗତ କିଛି ଦିନ ତଳ ପରିଶ୍ରମ ପାଇଁ ଆଜି ଫଳ ପ୍ରାପ୍ତ ହବ, ଚାକିରି କରୁଥିବା ଲୋକମାନେ ଆଜି ନିଜ ପରିଶ୍ରମ ଦ୍ଵାରା ସମସ୍ତଙ୍କୁ ଦେଖେଇ ପାରିବେ ଯେ ଆପଣ ସବୁ କରି ପାରିବେ ।

ବିଛା :

ଆଜି ଟଙ୍କା ପଇସା କାମରେ ଅତ୍ୟଧିକ ସାବଧାନ ହୋଇ ରହିବା ଉଚିତ ଅଟେ, କାମ ଅପେକ୍ଷା ସୋଶିଅଲ ମିଡିଆ ଉପଯୋଗ ଆପଣଙ୍କୁ ସମସ୍ୟା ଦେଇ ପାରେ, କୌଣସି କାର୍ଯ୍ୟ କରିବା ଆଗରୁ ତା ବିଷୟରେ ଜାଣିବା ଅତ୍ୟନ୍ତ ଆବଶ୍ୟକ ଅଟେ ।ଶତ୍ରୁମାନଙ୍କ ଠାରୁ ସତର୍କ ହୋଇ ରହିବା ଉଚିତ ନଚେତ ହାନି ହୋଇ ପାରେ ।

ଧନୁ :

ଆଜି ଦିପହର ପରେ ହଟାତ କିଛି ଖୁସି ଖବର ପ୍ରାପ୍ତ ହୋଇ ପାରେ, ଆର୍ଥିକ ରୂପରେ ଆଜି ଦିନ ଆପଣଙ୍କ ପାଇଁ ସମୃଦ୍ଧ ରହିବ, ଆଜି କରା ଯାଇ ଥିବା କାର୍ଯ୍ୟ ଆପଣଙ୍କ ପାଇଁ ଲାଭକାରୀ ଅଟେ । ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ, ଜୀବନ ରେ ଲୋକଙ୍କ ସାହାଜ୍ଯ ପ୍ରାପ୍ତ ହଉଥିବ, ଆପଣଙ୍କୁ ଶହର ବାହାରୁକୁ ଯିବାକୁ ପଡି ପାରେ ।

ମକର :

ଆଜି ସମାଜ ରେ ଆପଣଙ୍କ ମହତ୍ଵ ବଢିବାକୁ ଲାଗିବ ଆଜି ଲୋକମାନେ ଆପଣଙ୍କୁ ସମ୍ମାନିତ କରିବେ, ଜୀବନସାଥି ଓ ସନ୍ତାନ ପରାମର୍ଶ କାର୍ଯ୍ୟ କଲେ ଆପଣଙ୍କୁ ସଫଳତା ପ୍ରାପ୍ତ ହବ, ଆଜି ଆପଣଙ୍କ ଜୀବନ ରେ ସବୁ ପ୍ରକାର ସୁଖ ପ୍ରାପ୍ତ କରିବେ ।

କୁମ୍ଭ :

ଆପଣଙ୍କ କାର୍ଯ୍ୟ କ୍ଷେତ୍ର ରେ ଆପଣଙ୍କୁ ପ୍ରଶଂସା ପ୍ରାପ୍ତ ହବ, କଳା ଏବଂ ସଂଗୀତା ପ୍ରତି ମନ ଭଲ ରହିବ, ପରୀକ୍ଷା ବା ପ୍ରତିଯୋଗୀତା ଦ୍ଵାରା ଚାକିରି ଖୋଜୁ ଥିବା ଲୋକଙ୍କ ପାଇଁ ଶୁଭ ପରିଣାମ ପ୍ରାପ୍ତ ହବ । ଛୁଆଙ୍କୁ ଅଭ୍ୟାଶ ରେ ସଫଳତା ପ୍ରାପ୍ତି ହବ ।

ମୀନ :

ଆଜି ଆପଣଙ୍କ ବିବାହିତା ଜୀବନ ରେ କିଛି ଚିନ୍ତା ର ବିଷୟ ହୋଇ ପାରେ, ଶାରୀରିକ ଓ ମାନସିକ ରୂପରେ ଆଜି ଆପଣ ଖୁସି ରହିବେ, ଆପଣଙ୍କ ପାଖରେ ନୂଆ କାର୍ଯ୍ୟ କରିବା ପାଇଁ ଉପାୟ ଆସି ପାରେ, ଲୋଭ ରେ ନ ଫସିବା ପାଇଁ ଗଣେଶ ଠାକୁର କହିଛନ୍ତି ତାକୁ ସବୁବେଳେ ମନେ ରଖନ୍ତୁ ।

Leave a Reply

Your email address will not be published. Required fields are marked *