ଶନିବାର 28 ନଭେମ୍ବର 2020- ଆଜି ଶନିଦେବଙ୍କ କୃପାରୁ ଏହି ରାହସି ବ୍ୟକ୍ତିଙ୍କ ଜୀବନରେ ଆସିବ କିଛି ବଡ ଖୁସି ଖବର

ଆଜି ଆମେ ଆପଣଙ୍କୁ ଶନିବାର ୨୮ ନଭେମ୍ବର ୨୦୨୦ ରାଶିଫଳ କହିବାକୁ ଯାଉଛୁ, ରାଶିଫଳ ଆମ ଆଗାମୀ ଜୀବନ ର ଘଟଣା ସମ୍ପର୍କ ରେ ସୂଚନା ଦେଇଥାଏ । ପ୍ରତ୍ୟକ ଦିନ ଗ୍ରହ ଚଳନ ଉପରେ ଆମର ଜୀବନ ନିର୍ଭର କରୁଛି । କିଛି ବି ପରିବର୍ତ୍ତନ ହେଲେ ଏହା ଆମ ଜୀବନ ଉପରେ ବହୁତ ଗଭୀର ପ୍ରଭାବ ପକାଇଥାଏ ।

ସବୁଦିନ ଗ୍ରହଙ୍କ ସ୍ଥିତି ଆମ ଭବିଷ୍ୟତ କୁ ପ୍ରଭାବିତ କରିଥାଏ, ଏହି ରାଶିଫଳ ରେ ଆପଣଙ୍କୁ ଚାକିରି, ବ୍ୟାପାର, ସ୍ୱାସ୍ଥ୍ୟ ଶିକ୍ଷା ଓ ବୈବାହିକ ଜୀବନ ର ତଥ୍ୟ ଦର୍ଶାଇଥାଏ । ସେଥିପାଇଁ କିଛି ବି କରିବା ଆଗରୁ ପ୍ରତ୍ୟକ ଦିନ ନିଜର ରାଶି ଫଳ ନିଶ୍ଚୟ ଦେଖନ୍ତୁ ଓ ଏହା ଅନୁସାରେ ସତର୍କ ରହି କାମ କରନ୍ତୁ । ଯଦି ଅପାନ ମଧ୍ୟ ଆପଣଙ୍କ ଦିନ କିପରି ଅତିବାହିତ ହେବ ଜାଣିବାକୁ ଇଛୁକ ଅଛନ୍ତି ତେବେ ନିମ୍ନ ରେ ପଢନ୍ତୁ ।

Image Courtesy: Google

ମେଷ:-

ସାମାଜିକକ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ପ୍ରତିଯୋଗିତା ପରୀକ୍ଷା, ବାଦବିବାଦ ଓ ସାକ୍ଷାତ୍କାରରେ ଆଶାତୀତ ଫଳ ପାଇବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ ଓ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ବ୍ୟବସାୟରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇ ଭୂମି, ଧନ, ଗୋମାତା ପ୍ରାପ୍ତିହେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ ।

ବୃଷ:-

ଭାତୃ ବିବାଦ, ଜମି ବାଡି ଓ ଘର ଜାଗା ନେଇଥିବା ଦ୍ଵନ୍ଦର ସମାଧାନ ହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବା ସହ ଆୟ ବୃଦ୍ଧି ଓ ସଫଳତା ପାଇବେ । ରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ ।

ମିଥୁନ:-

ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ତେଣୁ ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ । ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ ।

Image Courtesy: Google

କର୍କଟ:-

ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ । ଘରୋଇ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ମାନସିକ ଶାନ୍ତି ଅନୁଭବ କରିବେ । ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ । ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ ।

ସିଂହ:-

ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ମାନସିକ ଶାନ୍ତି ମିଳିବ ଓ ଧନ ପ୍ରାପ୍ତି ହେବ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ଶତୃ ଓ ବିରୋଧିମାନେ ଅପଦସ୍ଥ ହେବେ । ଶାରୀରିକ ଅସୁସ୍ଥତା ଦୂର ହେବ ଓ  ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ ।

କନ୍ୟା:-

ରାଜନୈତିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବସ୍ତ୍ର, ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ବ୍ୟବସାୟରେ ଲାଭବାନ ହେବେ । ମାନସିକ ଦୁଶ୍ଚିନ୍ତା ଦୂରହେବ । ରାଜନୀତିକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ପ୍ରତିଷ୍ଠା ବୃଦ୍ଧିହେବ । ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ । ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ ଓ ଆର୍ଥିକସ୍ଥିତି ଭଲ ରହିବ । ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ ।

Image Courtesy: Google

ତୁଳା:-

ମିତ୍ରମାନେ ପରାମର୍ଶ ଦେଇ କିଛି ଉନ୍ନତି ମୂଳକ କାମପ୍ରତି ପ୍ରଲୋଭିତ କରିବେ । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢିବ ।ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ ଓ ସୁଖ ଶାନ୍ତି ମିଳିବ । ବ୍ୟକ୍ତିଗତ ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ ।ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ଅନେକ ସୁଯୋଗ ହାତପାହାନ୍ତାରେ ପହଞ୍ଚିବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ ଓ ଆଶା ଆକାଂକ୍ଷା ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ରାଜନୈତିକକ୍ଷେତ୍ରରେ ମାନସିକ କ୍ଷମତା ଓ ଶାରୀରିକ କାର୍ଯ୍ୟ କ୍ଷମତାରେ ବୃଦ୍ଧି ହେବ ।

ବିଛା:-

ବାଣିଜ୍ୟ ବ୍ୟାପାର ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ କରିବେ । ଘଗୃହସ୍ଥ ଜୀବନ ସୁଖ ଶାନ୍ତିରେ କଟିବ ଓ ସହଯୋଗ ପ୍ରାପ୍ତି ହେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ପ୍ରଶଂସିତ ହେବେ । ରାଜନୈତିକ କ୍ଷେତ୍ରରରେ ସ୍ଥିତି ସୁଦୃଢ ହେବା ସହ କାର୍ଯ୍ୟଭାର ବୃଦ୍ଧି ହେବ । ପୂର୍ବରୁ ଭଲ ସମ୍ପର୍କ ଥିବା ବ୍ୟକ୍ତିମାନେ ଆପଣଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି କରି ପାରନ୍ତି ।

ଧନୁ:-

ସ୍ୱାସ୍ଥ୍ୟ ଦୃଷ୍ଟିକୋଣରେ ସୁଧାର ଆସିବ । ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ ।

Image Courtesy: Google

ମକର:-

ବାକିଥିବା କାର୍ଯ୍ୟ ସଫଳତାପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ । କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ଅତିରିକ୍ତ ଆୟର ଦରକାର ଅନୁଭବ ହେବ ।

କୁମ୍ଭ:-

ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତକାର୍ଯ୍ୟରେ ସଫଳତା ମିଳିବ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ର ଆଭୂଷଣ, ବାହାନାଦି ପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ।

ମୀନ:-

ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନମାନଙ୍କର ଉନ୍ନତି, ନୂତନ ବାହନ, ଗୃହ ଆଦି ଲାଭ ହେବାର ସମ୍ଭାବନା ଅଛି । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢିବ ।

Leave a Reply

Your email address will not be published. Required fields are marked *