ଗୁରୁବାର 31 ଡିସେମ୍ବର 2020- ଆଜି ଏହି 3ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ

ରାଶିଫଳ ଆମ ଆଗାମୀ ଜୀବନ ର ଘଟଣା ସମ୍ପର୍କ ରେ ସୂଚନା ଦେଇଥାଏ । ପ୍ରତ୍ୟକ ଦିନ ଗ୍ରହ ଚଳନ ଉପରେ ଆମର ଜୀବନ ନିର୍ଭର କରୁଛି । କିଛି ବି ପରିବର୍ତ୍ତନ ହେଲେ ଏହା ଆମ ଜୀବନ ଉପରେ ବହୁତ ଗଭୀର ପ୍ରଭାବ ପକାଇଥାଏ । ସବୁଦିନ ଗ୍ରହଙ୍କ ସ୍ଥିତି ଆମ ଭବିଷ୍ୟତ କୁ ପ୍ରଭାବିତ କରିଥାଏ, ଏହି ରାଶିଫଳ ରେ ଆପଣଙ୍କୁ ଚାକିରି, ବ୍ୟାପାର, ସ୍ୱାସ୍ଥ୍ୟ ଶିକ୍ଷା ଓ ବୈବାହିକ ଜୀବନ ର ତଥ୍ୟ ଦର୍ଶାଇଥାଏ । ସେଥିପାଇଁ କିଛି ବି କରିବା ଆଗରୁ ପ୍ରତ୍ୟକ ଦିନ ନିଜର ରାଶି ଫଳ ନିଶ୍ଚୟ ଦେଖନ୍ତୁ ଓ ଏହା ଅନୁସାରେ ସତର୍କ ରହି କାମ କରନ୍ତୁ । ଯଦି ଅପାନ ମଧ୍ୟ ଆପଣଙ୍କ ଦିନ କିପରି ଅତିବାହିତ ହେବ ଜାଣିବାକୁ ଇଛୁକ ଅଛନ୍ତି ତେବେ ନିମ୍ନ ରେ ପଢନ୍ତୁ ।

ମେଷ

ଏବେ ଆପଣଙ୍କର ପ୍ରସ୍ତୁତ ହେବାର ମସୟ ଆସିଛି । ଆଜି ଆପଣ ଜୀବନର ସବୁଠାରୁ କଷ୍ଟ କ୍ଷେତ୍ରକୁ ବାଛିବେ ,ଯଦିଓ ତାହା ଅର୍ଥ ସମ୍ବଦ୍ଧୀୟ ହୋଇଥାଏ, ଘର କିମ୍ବା କାର୍ଯ୍ୟ ସମ୍ବଦ୍ଧୀୟ ହୋଇଥାଏ ଏବଂ ତାହା ଉପରେ କାର୍ଯ୍ୟ କରିବା ଆରମ୍ଭ କରନ୍ତୁ । ଆଜି ସ୍ଵଭାବରେ ଉଗ୍ରତା ଏବଂ କ୍ରୋଧ ରହୁଥିବା କାରଣରୁ ଆପଣଙ୍କ କାମ କରିବାରେ ମନ ଲାଗିବ ନାହିଁ । ବାଦ-ବିବାଦରେ କୌଣସି ଅସନ୍ତୋଷର ବାତାବରଣ ହୋଇପାରେ । ସ୍ଵାସ୍ଥ୍ୟର ଧ୍ୟାନ ରଖିବାକୁ ପଡ଼ିବ । ଚାକିରି କ୍ଷେତ୍ରରେ ଅବରୋଧ ଆସିବାରୁ ନିର୍ଦ୍ଧାରିତ କାର୍ଯ୍ୟ ସମ୍ପୂର୍ଣ୍ଣ କରି ପାରିବେ ନାହିଁ|ପ୍ରତିକାର– ପିଲାଙ୍କୁ ଧଳାମିଠା ଖାଇବାକୁ ଦେବେ ।

ବୃଷ

ଆଜି ଆପଣ ନିଜର ଖରାପ ବ୍ୟବହାରକୁ ଛାଡ଼ି ଭଲ ବ୍ୟବହାରକୁ ସ୍ୱୀକାର କରିବା ଉଚ଼ିତ୍ । ଆଜି ଆପଣ ନିଜ ସମ୍ପର୍କ ଉପରେ ମଧ୍ୟ ନଜର ରଖିବେ ଏବଂ ତାଙ୍କୁ ଆହୁରୀ ଉଚ୍ଚାରେ ପହଁଞ୍ଚାଇବାକୁ ଭାବିବେ । ଆଜିର ଦିନ ଆତ୍ମବିଶ୍ୱାସତାର ଦିନ ଅଟେ । ଆଜି ନୂଆ କାର୍ଯ୍ୟ ହାତକୁ ନେବା ହିତକର ନୁହେଁ । ବାହରର ଖାଦ୍ୟ ଖାଆନ୍ତୁ ନାହିଁ । କ୍ରୋଧକୁ ନିୟନ୍ତ୍ରଣରେ ରଖିବା ପାଇଁ ମୌନ ବ୍ରତ ଅଧିକ ଭଲ ପ୍ରମାଣିତ ହେବ । ଧନ ଖର୍ଚ୍ଚ ହୋଇପାରେ । ଶତ୍ରୁ ଆପଣଙ୍କ କ୍ଷତି କରିପାରନ୍ତି, ଏହାର ଧ୍ୟାନ ରଖିବେ| ଉଚ୍ଚ ପଦାଧିକାରିମାନଙ୍କ କୃପାଦୃଷ୍ଟି ରହିବ, ଏହାଫଳରେ ପ୍ରମୋଶନ ହେବାର ସୁଯୋଗ ମିଳିବ । ପିତାଙ୍କର ତରଫରୁ ଲାଭ ହେବ । ସ୍ଵାସ୍ଥ୍ୟ ଭଲ ରହିବ । ପାରିବାରିକ ବାତାବରଣରେ ଖୁସି ରହିବ । ପ୍ରତିକାର– ଇଷ୍ଟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ମିଥୁନି

ଆଜି ଆପଣ ନିଜର ସୀମାଠାରୁ ବାହାରକୁ ଆସି କୌଣସି ପ୍ରକାରର ବିପଦ ଉଠାଇବାକୁ ଚ଼ାହିଁବେ । ଆପଣ ନିଜ ଜୀବନରେ ବହୁତ କିଛି ଜିନିଷ ଆଗକୁ ବଢ଼ାଇବାକୁ ଚ଼ାହିଁବେ,ଯେପରିକି ଆପଣଙ୍କର ସମ୍ପର୍କ ଏବଂ ବ୍ୟବସାୟ ଇତ୍ୟାଦି । ଜଗନ୍ନାଥଙ୍କର ଆଶୀର୍ବାଦରେ ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟରେ ଉତ୍ସାହ ଦେଖାଯିବ । ମନରେ ଫୂର୍ତ୍ତି ଏବଂ ସତେଜ ଅନୁଭବ କରିବେ । ପାରିବାରିକ ବାତାବରଣ ଖୁସି ଓ ଆନନ୍ଦ ପୂର୍ଣ୍ଣ ରହିବ । ମିତ୍ରମାନଙ୍କ ସହିତ ଆନନ୍ଦରେ ସମୟ କାଟିବେ । ମାତାଙ୍କ ତରଫରୁ ଲାଭ ହେବ । ଯାତ୍ରାର ଯୋଗ ଅଛି । ପ୍ରତିକାର– ଆରାଧ୍ୟା ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

କର୍କଟ

ଆଜି ମାନସିକ ଶାନ୍ତି ସାରାଦିନ ରହିବ । ଆଜି କୌଣସି କଥାରେ ଆପଣଙ୍କ ଶାନ୍ତି ଭଙ୍ଗ ହେବାକୁ ଦିଅନ୍ତୁ ନାହିଁ । କିଛି ଲୋକ ଆପଣଙ୍କ କ୍ରୋଧକୁ ବଢ଼େଇପାରନ୍ତି ବା ଆପଣଙ୍କୁ ବିପଥଗାମୀ କରିବାକୁ ଚ଼େଷ୍ଟା କରିପାରନ୍ତି । ନକାରାତ୍ମକ ବିଚାରକୁ ହାବି ନ ହେବାପାଇଁ ଚେଷ୍ଟା କରିବେ । କ୍ରୋଧକୁ ନିୟନ୍ତ୍ରଣରେ ରଖିବାରେ ବହୁତ ଅସୁବିଧା ଆସିବ । ଅଚାନକ ଯାତ୍ରା କରିବାର ସଂଯୋଗ ହେବ । ତାଙ୍କର ପଛରେ ଖର୍ଚ୍ଚ କରିବାକୁ ପଡ଼ିବ । ନୂଆ ସମ୍ବନ୍ଧ ସ୍ଥାପନ କରିବା ହିତକର ନୁହେଁ । ପ୍ରତିକାର– ଗାଈକୁ ଗୁଡ ରୁଟି ଖାଇବାକୁ ଦିଅନ୍ତୁ ।

ସିଂହ

ଆଜି ଆପଣ ସାମାଜିକ ଗତି ବିଧି ଗୁଡ଼ିକ ପ୍ରତି ଆକର୍ଷିତ ରହିବେ ,ସିଏ ବନ୍ଧୁମାନଙ୍କ ଯଥେଷ୍ଟ ପିଇବା ପାଇଁ କେଉଁଠି ବାହାରକୁ ଯିବା ହେବ ବା ରାତ୍ରିଭୋଜନ ଖାଇବାର ହେବ । ଏହା ଆପଣଙ୍କ ମଜ୍ଜା କରିବାର ସମୟ ଅଟେ । ଆଜିର ଦିନ ଆପଣଙ୍କପାଇଁ ଭଲ ଏବଂ ଲାଭଦାୟୀ ହେବ । ମିତ୍ର, ବନ୍ଧୁ-ବାନ୍ଧବମାନଙ୍କ ଏବଂ ପଡ଼ୋଶୀମାନଙ୍କ ସାଥିରେ ଆପଣଙ୍କ ସମ୍ବନ୍ଧ ଭଲ ରହିବ । ଆର୍ଥିକ ରୂପରେ ଆଜି ଆପଣ ସଜାଗ ରହିବେ । ଭାବି ବିଚାରି ଧନର ନିବେଶ କରନ୍ତୁ,ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

କନ୍ୟା

ଏହି ସମୟରେ ଆପଣଙ୍କ ସମ୍ପର୍କରେ ବିଶ୍ୱାସ ବଢିଯିବ । ଆପଣ ନଜ ଆତ୍ମୀୟଜନଙ୍କ ପାଖକୁ ଆସିବେ ଏବଂ ନିଜ ଜୀବନରେ ସେମାନଙ୍କର ମହତ୍ତ୍ୱ ବୁଝିପାରିବେ । ଆଜି ଆପଣଙ୍କ ଦିନ ମଧ୍ୟମ ଫଳଦାୟୀ ରହିବ । ପିତା ଏବଂ ପୈତୃକ ସଂପତ୍ତିରେ ଲାଭର ଯୋଗ ଅଛି । ଆପଣଙ୍କ ପ୍ରତି ଆପଣଙ୍କ ପିତାଙ୍କର ବ୍ୟବହାର ମଧ୍ୟ ଭଲ ରହିବ । କଳାକାର ତଥା ଖେଳାଳିମାନଙ୍କ ପାଇଁ ଆଜିର ଦିନ ବହୁତ ଭଲ,ପ୍ରତିକାର–କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ତୁଳା

ଆଜି ଆପଣ ନିଜ କଥା ଦ୍ଵାରା ଲୋକଙ୍କୁ ପ୍ରଭାବିତ କରିବେ, ଆପଣଙ୍କ ସମ୍ପର୍କୀୟ ଲୋକ ଆପଣଙ୍କୁ ହଇରାଣ କରି ପାରନ୍ତି । ଆଜି ଧନ ଲାଭ ପ୍ରାପ୍ତ ହବ, ଅଧିକ ଲୋକଙ୍କ ଉପରେ ଟଙ୍କା କଥା ଉପରେ ଭରସା କରନ୍ତୁ ନାହିଁ । ଆଜି ଆପଣଙ୍କ ଆର୍ଥିକ ଯୋଜନା ସଫଳ ହୋଇବ, ଆପଣ ଘର ଓ କାର୍ଯ୍ୟ ମଧ୍ୟରେ ସଠିକ ସନ୍ତୁଳନ ବନେଇ ରଖିବେ । କିଛି ଲୋକଙ୍କ ଜୀବନରେ ପ୍ରେମ ଜାଗା ନେଇ ପାରେ ।

ବିଛା

ଆଜି କାମ ଭଲ ରହିବ, ଖାଦ୍ୟ ପ୍ରତି ସଚେତ ରୁହନ୍ତୁ, ଘର ଲୋକଙ୍କ ସହ ରହିଥିବା ସମୟ ଆପଣଙ୍କ ପାଇଁ ବହୁତ ଆନନ୍ଦପୂର୍ଣ ରହିବ । ବହୁତ ସମୟ ଧରି ଭାରି ଲାଭ ପ୍ରାପ୍ତ କରି ପାରିବେ, ନୂଆ କାର୍ଯ୍ୟ ପାଇଁ ନିବେଶ କରି ପାରନ୍ତି ସମୟ ଶୁଭ ଅଟେ । ଆପଣଙ୍କ ଛାଇକିରି ବା ବ୍ୟବସାୟ କ୍ଷେତ୍ର ରେ ସ୍ପର୍ଦ୍ଧା ଯୁକ୍ତ ରହିବ, ଲୋକଙ୍କୁ ଆଜି ନିବେଶ କରିବାରୁ ବଞ୍ଚିବା ଉଚିତ, ଅଳସୁଆ ଅନୁଭବ କରିବେ ।

ଧନୁ

ଆଜି ଆପଣ ନିଜ ଶତ୍ରୁମାନଙ୍କ ଉପରେ ବିଜୟ ପ୍ରାପ୍ତ କରିବେ, ଆପଣ ସାମୁହିକ କାର୍ଯ୍ୟ ରେ ଭାଗ ନେଇ ପାରନ୍ତି । ବିଦ୍ୟାର୍ଥୀମାନଙ୍କ ପାଇଁ ଦିନ ଟିକେ ସମସ୍ୟା ହୋଇ ପାରେ, କିଛି ଅନାଆବଶ୍ୟକ ଖର୍ଚ ସାମ୍ନା କୁ ଆସି ପାରେ । ଅଟକି ଥିବା ଟଙ୍କା ଆଜି ଫେରିକି ପାଇ ପାରନ୍ତି, ଧନ ପ୍ରାପ୍ତି ପାଇଁ ବହୁତ ଭଲ ଅବସର ଅଟେ ।

ମକର

ଆଜି ଆପଣ ଏମିତି କାର୍ଯ୍ୟରେ ମନୋନିବେଶ କରିବେ ଯାହାକି ଆଧ୍ୟାତ୍ମିକ ସମ୍ପର୍କିତ । ଏହାଦ୍ୱାରା ଆପଣ ଖୁସି ଏବଂ ଆତ୍ମସନ୍ତୋଷ ଲାଭ କରିବେ । ଏହା ଦ୍ୱାରା ଆପଣ ସଠିକ ମାର୍ଗ ଦର୍ଶନ ପାଇପାରନ୍ତି ଏବଂ ଏହାର ପୁରାଲାଭ ଉଠାନ୍ତୁ । ଆଜି ଆପଣ ବନ୍ଧୁଙ୍କ ସହିତ ଝଗଡ଼ା କରିବା ଦ୍ୱାରା ଚ଼ିନ୍ତାରେ ପଡ଼ିଯିବେ । ଏହି କଥା ପାଇଁ ଆପଣଙ୍କୁ ବହୁତ ଆଶ୍ଚର୍ଯ୍ୟ ଲାଗିବ ଏବଂ ବହୁତ ବୁଦ୍ଧିର ସହିତ ଆପଣଙ୍କୁ ଏହି ପରିସ୍ଥିତିକୁ ସମ୍ଭାଳିବା ପାଇଁ ପଡ଼ିବ । ଧନର ଦେବା-ନେବା, ଅସୁଲି କିମ୍ବା ନିବେଶ କରବା ସମୟରେ ସାବଧାନ ରୁହନ୍ତୁ । କୋର୍ଟ-କଚେରୀର କଥାଗୁଡ଼ିକରେ ସମ୍ଭାଳିକରି ଚାଲିବେ । ବାଣୀ ଏବଂ କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ । ମଧ୍ୟାହ୍ନ ପରେ ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟରେ ସୁଧାର ହେବ,ପ୍ରତିକାର–ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ ।

କୁମ୍ଭ

ଅଦାଲତ ସମ୍ବନ୍ଧୀୟ ସମସ୍ୟାର ଫଳାଫଳ ଆପଣଙ୍କ ସପକ୍ଷରେ ହୋଇପାରେ । ସୌଭାଗ୍ୟ ହେତୁ ଉଚ୍ଚ ଅଧିକାରୀ ଆଜି ଆପଣଙ୍କ ସପକ୍ଷରେ ରହିବେ ,ଯାହା ଫଳରେ ଆପଣଙ୍କୁ ବହୁତ ଲାଭ ହେବ । ଏହି ସମୟ ବର୍ତ୍ତମାନ ପରିବାର ଲୋକଙ୍କ ମଧ୍ୟରେ ସୁସମ୍ପର୍କ ପ୍ରତିଷ୍ଠା କରିବାର ସମୟ ଅଟେ ଯାହାଦ୍ୱାରା ଆପଣ ନିଜକୁ ପରିବାର ଲୋକଙ୍କ ନିକଟତର ପାଇବେ । ଆଜି ଆପଣ ସେମାନଙ୍କ ସାଙ୍ଗରେ ସମୟ କଟାଇବାକୁ ଚ଼ାହିଁବେ । ନିଜର ବୌଦ୍ଧିକ ଶକ୍ତିରେ ଲେଖନ କାର୍ଯ୍ୟ ଏବଂ ସୃଜନାତ୍ମକ କାର୍ଯ୍ୟ କରିବାରେ ଆଗକୁ ବଢ଼ିବେ । ଆକସ୍ମିକ ଖର୍ଚ୍ଚର ଯୋଗ ଅଛି । ମଧ୍ୟାହ୍ନ ପରେ କାର୍ଯ୍ୟରେ ସଫଳତା ମିଳିବାରୁ ମାନସିକ ରୂପରେ ଆପଣ ପ୍ରସନ୍ନ ରହିବେ । ଆଜି ଯଶ ଏବଂ କୀର୍ତ୍ତି ମଧ୍ୟ ପ୍ରାପ୍ତ ହେବ,ପ୍ରତିକାର– ଅସହାୟକୁ ନିରାଶ କରିବେ ନାହିଁ । ପ୍ରତିକାର– ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମୀନ

ଆଜି ଆପଣଙ୍କୁ ଉଚ୍ଚ ଅଧିକାରୀମାନଙ୍କ ପାଇଁ ବୋଧହୁଏ କିଛି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼େ । ଏହି ସମୟଟି ଭାବିଚ଼ିନ୍ତି କରି ପାଦ ଉଠାଇବାର ଅଛି । ଆଜି ଆପଣଙ୍କ ଘରକୁ ବିଦେଶରୁ ଅତିଥି ଆସିବାର ସମ୍ଭାବନା ରହିଛି । ଏହା ଦ୍ୱାରା ଆପଣଙ୍କ ଘରେ ଆନନ୍ଦର ପରିବେଶ ରହିବ । ଯଦି ଆପଣ କାର୍ଯ୍ୟରେ ବ୍ୟସ୍ତ ରୁହନ୍ତି ତଥାପି ସମୟ ବାହାରକରି ସେମାନଙ୍କ ସହ ଆନନ୍ଦିତ ହୁଅନ୍ତୁ । ଆଜି ବିଦ୍ୟାର୍ଥିମାନଙ୍କ ପାଇଁ ଦିନ ଅନୁକୂଳ ଅଟେ । ସ୍ଵଭାବର ଦୂରପଣ ଛାଡ଼ିକରି ଆଗକୁ ବଢ଼ିବେ ତେବେ ଅନେକ ସମସ୍ୟାର ନିରାକରଣ ହେବାପରି ଦେଖାଯିବ,ପ୍ରତିକାର: ରୁଟି ଓ ଗୁଡ ଗାଈକୁ ଖାଇବାକୁ ଦିଅନ୍ତୁ ।

Leave a Reply

Your email address will not be published. Required fields are marked *