ଶନିବାର 8 ଫେବୃୟାରୀ 2020- ଶନିଦେବଙ୍କ କୃପାରୁ ଏହି ୪ଟି ରାଶିଙ୍କ କର୍ମ ଓ ବ୍ୟବସାୟରେ ହେବ ଉନ୍ନତି

ଆଜି ଆମେ ଆପଣଙ୍କୁ ଶନିବାର ଦିନ ୮ ଫେବୃୟାରୀ ୨୦୨୦ ରାଶିଫଳ କହୁ ଅଛୁ । ରାଶିଫଳ ଆମ ଆଗାମୀ ଜୀବନ ର ଘଟଣା ସମ୍ପର୍କ ରେ ସୂଚନା ଦେଇଥାଏ । ସବୁଦିନ ଗ୍ରହଙ୍କ ସ୍ଥିତି ଆମ ଭବିଷ୍ୟତ କୁ ପ୍ରଭାବିତ କରିଥାଏ, ଏହି ରାଶିଫଳ ରେ ଆପଣଙ୍କୁ ଚାକିରି, ବ୍ୟାପାର, ସ୍ୱାସ୍ଥ୍ୟ ଶିକ୍ଷା ଓ ବୈବାହିକ ଜୀବନ ର ତଥ୍ୟ ଦର୍ଶାଇଥାଏ । ଆପଣଙ୍କ ଦିନ କିପରି ଅତିବାହିତ ହେବ ଜାଣିବାକୁ ଇଛୁକ ଥିଲେ, ନିମ୍ନ ରେ ପଢନ୍ତୁ ।

ମେଷ :

ଆଜି ବହୁତ ଲୋକଙ୍କର ଆପଣଙ୍କ ଉପରେ ଆସା ରହିବା ଏବଂ ଆପଣ ନିଜ ଡାଇତ୍ଵ ଭଲ ଭାବରେ ପୂର୍ଣ କରି ପାରିବେ, ଚାକିରିଆ ଲୋକଙ୍କ ପାଇଁ ସମୟ ଅତ୍ୟନ୍ତ ଶୁଭ ଅଟେ । ଆଜି ସ୍ୱାସ୍ଥ୍ୟ ସମ୍ବନ୍ଧିତ ଅସୁବଧା ବଢି ପାରେ, ଆଜି ସଫଳତା ପାଇଁ ଆପଣଙ୍କୁ ଦିନ ରାତି କଠିନ ପରିଶ୍ରମ କରିବାକୁ ପଡିବ । କିଛି ଲୋକ ପାରିବାରିକ ସମସ୍ଯା ସାମ୍ନା କରିବେ, ଶାନ୍ତ ଓ ସକ୍ଷମ ରହିଲେ ସବୁ ପ୍ରକାର ସଫଳତା ପ୍ରାପ୍ତ କରିବେ ।

ବୃଷ :

ଆଜି ଆପଣଙ୍କୁ ମାଁ ବାପାଙ୍କ ସାହାଜ୍ଯ ସବୁଠାରୁ ଅଧିକ ପ୍ରାପ୍ତ ହବ, କିଛି ସକାରାତ୍ମକ ଘଟଣା ଘଟିବ କିନ୍ତୁ ତାର ପୂର୍ଣ ଲାଭ ଆପଣଙ୍କୁ ପ୍ରାପ୍ତ ହବ ନାହିଁ, ପରିବାର ଲୋକଙ୍କ ମଧ୍ୟରୁ କାହାର ସ୍ୱାସ୍ଥ୍ୟ ଖରାପ ରହି ପାରେ ଯାହା ଦ୍ଵାରା ଆପଣ ଚିନ୍ତିତ ରହିବେ । ଆଜି ଦିନ ବିଦ୍ୟାର୍ଥୀମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ଅଟେ, ଛୁଆଙ୍କୁ ଅଭ୍ୟାଶ ରେ ସଫଳତା ପ୍ରାପ୍ତି ହବ । ସ୍ୱାସ୍ଥ୍ୟ ଏବଂ ପ୍ରତିଷ୍ଠା ପ୍ରତି ସଚେତ ରୁହନ୍ତୁ । ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ, ଜୀବନ ରେ ଲୋକଙ୍କ ସାହାଜ୍ଯ ପ୍ରାପ୍ତ ହଉଥିବ ।

ମିଥୁନ :

ଶନିବେବଙ୍କ କୃପାରୁ ଆଜି ଆପଣଙ୍କ ଜୀବନରୁ ସବୁ ବିନାଶକାରୀ ଶକ୍ତି ଦୂର ହୋଇଯିବେ, ଆପଣଙ୍କ ଉପରେ ନୂଆ ଦାଇତ୍ଵ ଭାର ଆସି ପାରେ । ଏହି ରାଶି ଲୋକ ଆଜି ନିଜ ଜୀବନସାଥୀ ଦ୍ଵାରା ବହୁତ ସାହାଜ୍ଯ ପ୍ରାପ୍ତ କରିବେ, କିନ୍ତୁ ଆପଣଙ୍କୁ ନିଜ କଥା ଉପରେ ନିୟନ୍ତ୍ରଣ ରଖିବା ଉଚିତ ଅଟେ । ଆଜି ଆପଣ ଉଧାର ଟଙ୍କା ଫେରେଇବା ରେ ସଫଳ ହୋଇବେ ।

କର୍କଟ :

ଅନ୍ୟ ଲୋକଙ୍କ ସାହାଜ୍ଯ ଦ୍ଵାରା ଆପଣ ଆଜି ଲାଭ ପ୍ରାପ୍ତ କରିବେ, ସରକାରୀ ଲାଭ ପ୍ରାପ୍ତି କରିବେ, ନୂଆ କାର୍ଯ୍ୟ ଆରମ୍ଭ କଲେ ଆପଣଙ୍କୁ ଲାଭ ପ୍ରାପ୍ତ ହୋଇବ ।ଚାକିରି ପାଇଁ ଭଲ ଖବର ପାଇ ପାରନ୍ତି, ଏହି ରାଶି ଲେଖଙ୍କ ପାଇଁ ଦିନ ବହୁଇଟ ଶୁଭ ଅଟେ । ଆର୍ଥିକ ପକ୍ଷ ମଜବୁତ ହୋଇବ, କିନ୍ତୁ ସ୍ୱାସ୍ଥ୍ୟ ପାଇଁ କିଛି ଚିନ୍ତା ହୋଇ ପାରେ ।

ସିଂହ :

ଆର୍ଥିକ ସ୍ଥିତି ପାଇଁ ଦିନ ଉତ୍ତମ ଅଟେ, ବିବାହିତ ଲୋକ ଆଜି ବିବାହିତ ଜୀବନ ସୁଖ ପ୍ରାପ୍ତ କରିବେ, ଘରେ ମାଁ ବା ଅନ୍ୟ ବୁଜୁର୍ଗ ମହିଳାଙ୍କ ସ୍ୱାସ୍ଥ୍ୟ ପାଇଁ ଆପଣ ଚିନ୍ତା ରେ ରହିବେ । ଆଜି ଆପଣଙ୍କ ଆର୍ଥିକ ସ୍ଥିତି ବଦଳିବାକୁ ଲାଗିବ, ବିଦ୍ୟାର୍ଥୀମାନଙ୍କ ପାଇଁ ବହୁତ ଭଲ ଦିନ ଅଟେ । କାର୍ଯ୍ୟ ରେ ଯାହା ଫଳ ପ୍ରାପ୍ତ ହେଉଛି ତାକୁ ମାନିକି ଚାଲନ୍ତୁ, ବିଦେଶ ଯାତ୍ରା କରି ପାରନ୍ତି ।

କନ୍ୟା :

ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଭଲ ରହିବ, ବିବାହିତ ଜୀବନ ପାଇଁ ସମୟ ବହୁତ ସଠିକ ଚାଲୁଛି ।ଆଜି ଆପଣଙ୍କ ମନ ଧାର୍ମିକ ରହିବ ଏବଂ ଧାର୍ମିକ କାର୍ଯ୍ୟ କଲେ ଆପଣଙ୍କ ମନ ଶାନ୍ତି ପ୍ରାପ୍ତ କରିବ । ସାମାଜିକ କାର୍ଯ୍ୟ ପାଇଁ ମନ ବହୁତ ଭଲ ରହିବ, ଅତ୍ୟଧିକ ସମୟ ଅତିଥିଙ୍କ ସହ ବିତେଇବେ । ପାରିବାରିକ ଜୀବନ ସୁଖମୟ ଅଟେ, ସନ୍ତାନ ଦାଇତ୍ବ ପରି ପୂର୍ଣ ହୋଇ ପାରେ ।

ତୁଳା :

ଆପଣଙ୍କ ସାଙ୍ଗମାନଙ୍କ ସାହାଜ୍ଯ ପ୍ରାପ୍ତ ହୋଇବ, ଜୀବନସାଥି ବୁଦ୍ଧି ଓ ସ୍ଵଭାବ ଦେଖି ଆପଣଙ୍କ ମନ ବହୁତ ପ୍ରଶନ ରହିବେ, ପରିବାର ରେ କିଛି ଖୁସି ଖବର ଶୁଣିବାକୁ ମିଳି ପାରେ । ସମ୍ପର୍କୀୟ ଲୋକଙ୍କ ଘର କାମ ରେ ଆପଣଙ୍କୁ ସପୋର୍ଟ ମିଳି ପାରେ । ଆଜି ମନ କୌଣସି ପ୍ରକାର ଭୟ ପାଇଁ ଚିନ୍ତା ରେ ରହିବ, କୌଣସି ନୂଆ ଜାଗା ଟ୍ରାନ୍ସଫର ହୋଇ ପାରନ୍ତି ବା ଚାକିରି ମଧ୍ୟ ଛାଡ଼ିବା ସମୟ ଆସି ପାରେ ।

ବିଛା :

ଆଜି ପାରିବାରିକ ଦାଇତ୍ବ ବଢିବାକୁ ଲାଗିବ, ଜୀବନସାଥୀ ସ୍ୱାସ୍ଥ୍ୟ ଖରାପ ହୋଇ ପାରେ, ଚାକିରି ରେ କାର୍ଯ୍ୟ ବଢି ପାରେ ନଚେତ ସ୍ଥାନ ପରିବର୍ତନ ହୋଇ ପାରେ । ଆଜି ଆଇନ କାର୍ଯ୍ୟ ଠାରୁ ଦୂରେଇ ରହିବା ଆପଣଙ୍କ ପାଇଁ ଉଚିତ ଅଟେ, ଆଜି ଦିନ ଆପଣଙ୍କ ପାଇଁ କଷ୍ଟକର ହୋଇ ପାରେ, ସେଥିପାଇଁ ସାବଧାନ ହୋଇ କାର୍ଯ୍ୟ କରିବା ଉଚିତ ଅଟେ ।

ଧନୁ :

ଆଜି ଆପଣଙ୍କ ଉନ୍ନତି ମାର୍ଗ ପ୍ରଶସ୍ତ ହୋଇବେ, ସମ୍ପତ୍ତି କାର୍ଯ୍ୟ ଆଜି ଆପଣଙ୍କୁ ବହୁତ ଲାଭ ପ୍ରଦାନ କରିବେ । କାର୍ଯ୍ୟ ପାଇଁ ଆଜି ଆପଣଙ୍କୁ ଅତ୍ୟଧିକ କଷ୍ଟ କରିବାକୁ ପଡିବ । ଆଜି ଆପଣ ନିଜ କାର୍ଯ୍ୟ ସ୍ଥଳ ରେ ସମ୍ମାନିତ ହୋଇ ପାରନ୍ତି, ନୂଆ କାର୍ଯ୍ୟ ଆରମ୍ଭ ପାଇଁ ଆଜି ଦିନ ବହୁତ ଭଲ ଅଟେ ।ଅଳପ ବହୁତ ଅସୁବିଧା ପାଇଁ ମନ ଚିନ୍ତା ରେ ରହିବ କିନ୍ତୁ ପରେ ସବୁ ଠିକ ରହିବ ।

ମକର :

ଆଜି ସାଙ୍ଗ ଓ ସମ୍ପର୍କୀୟ ଲୋକଙ୍କ ସହ ଆପଣ ଦେଖା କରି ପାରିବେ, ଆସା ନିରାଶା କଥା ମନ ଭିତରେ ଚିନ୍ତା ଉତପନ କରି ପାରନ୍ତି । ଆଜି କ୍ରୋଧିତ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ, ଯଦି ଆପଣ ଚାକିରି ବା ବ୍ୟବସାୟ ବଦଳିବା ପାଇଁ ଚାହୁଁଛନ୍ତି ତେବେ ଏହା ଆପଣଙ୍କ ପାଇଁ ସଫଳତା ଆଣିବ । କଥା ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ ଅଟେ, ଆଜି ଆପଣ ସ୍ଥିତି ସମ୍ଭାଳିବାରେ ସଫଳତା ପ୍ରାପ୍ତ କରିବେ ।

କୁମ୍ଭ :

ଆଜି ମହିଳାଙ୍କୁ ଭାବନା ଉପରେ ବିଶେଷ ଧ୍ୟାନ ରଖିବେ, ଆଜି ପୂର୍ବ ପୁରୁଷଙ୍କ କାରୋବାର ବଢିବାକୁ ଲାଗିବ, ଚାକିରି ରେ ପରିବର୍ତନ ସମ୍ଭାବନା ହୋଇ ପାରେ । ଉଚ୍ଚ ପଦ ପ୍ରାପ୍ତ କରି ପାରନ୍ତି, କିନ୍ତୁ କାର୍ଯ୍ୟ କ୍ଷେତ୍ର ରେ ଅସୁବିଧା ହୋଇ ପାରେ । ଆଜି ଘରେ ଦୁଖ ପାଇଁ ଘର ବାତାବରଣ ଦୂଷିତ ଅଟେ, ଧର୍ଜ୍ୟ ରାଖୀ କାର୍ଯ୍ୟ କରନ୍ତୁ । ଚାକିରି ରେ ଅଫସର ଲୋକଙ୍କ ସହ ଭୁଲ ବୁଝା ମଣା ହୋଇ ପାରେ ।

ମୀନ :

ଆଜି ଆପଣଙ୍କ ଯାତ୍ରା ସୁଖଦ ହୋଇବ, ଯାତ୍ରା ଆପଣଙ୍କ ପାଇଁ ଲାଭକାରୀ ଅଟେ । ଆଜି ଆପଣଙ୍କୁ ନିଜ ତରଫରୁ ଆଗକୁ ଯାଇ ଲୋକଙ୍କ ସହ ମିସିବା ପାଇଁ ଚେଷ୍ଟା କରିବା ଉଚିତ ଅଟେ । ଆପଣଙ୍କୁ ଆର୍ଥିକ ଲାଭ ପ୍ରାପ୍ତ ହୋଇବ, ପ୍ରେମ ସମ୍ବନ୍ଧ ପାଇଁ ଭଲ ସମୟ ଅଟେ । କିଛି ଦିନ ଆଗରୁ ହୋଇ ଥିବା କାପ୍ତ ହୋଇବ,ମାନସିକ ଶାନ୍ତି ପ୍ରାପ୍ତ କରିବେ । କାରୋବାର ବଢେଇବା ପାଇଁ ଯାତ୍ରା କରି ପାରନ୍ତି ।

Leave a Reply

Your email address will not be published. Required fields are marked *