ରବିବାର 24 ଜାନୁୟାରୀ ୨୦୨୧- ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି 5ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ରାଶିଫଳ ଆମ ଆଗାମୀ ଜୀବନ ର ଘଟଣା ସମ୍ପର୍କ ରେ ସୂଚନା ଦେଇଥାଏ । ପ୍ରତ୍ୟକ ଦିନ ଗ୍ରହ ଚଳନ ଉପରେ ଆମର ଜୀବନ ନିର୍ଭର କରୁଛି । କିଛି ବି ପରିବର୍ତ୍ତନ ହେଲେ ଏହା ଆମ ଜୀବନ ଉପରେ ବହୁତ ଗଭୀର ପ୍ରଭାବ ପକାଇଥାଏ । ସବୁଦିନ ଗ୍ରହଙ୍କ ସ୍ଥିତି ଆମ ଭବିଷ୍ୟତ କୁ ପ୍ରଭାବିତ କରିଥାଏ, ଏହି ରାଶିଫଳ ରେ ଆପଣଙ୍କୁ ଚାକିରି, ବ୍ୟାପାର, ସ୍ୱାସ୍ଥ୍ୟ ଶିକ୍ଷା ଓ ବୈବାହିକ ଜୀବନ ର ତଥ୍ୟ ଦର୍ଶାଇଥାଏ । ସେଥିପାଇଁ କିଛି ବି କରିବା ଆଗରୁ ପ୍ରତ୍ୟକ ଦିନ ନିଜର ରାଶି ଫଳ ନିଶ୍ଚୟ ଦେଖନ୍ତୁ ଓ ଏହା ଅନୁସାରେ ସତର୍କ ରହି କାମ କରନ୍ତୁ । ଯଦି ଆପଣ ମଧ୍ୟ ଆପଣଙ୍କ ଦିନ କିପରି ଅତିବାହିତ ହେବ ଜାଣିବାକୁ ଇଛୁକ ଅଛନ୍ତି ତେବେ ନିମ୍ନ ରେ ପଢନ୍ତୁ ।

ମେଷ :

ଆଜି ଆପଣ ନିଜ ଯୋଜନା ଗୁପ୍ତ ରଖିବେ, ସାଙ୍ଗମାନଙ୍କ ସହ ଦେଖା ଆପଣଙ୍କୁ ସୁଖ ପ୍ରଦାନ କରିବ । କାମରେ ଆଜି ଆପଣଙ୍କୁ ଥକା ଓ ଚିଟା ଲାଗିବ, ଆଜି ଠାରୁ କିଛି ଦିନ ପର୍ଜନ୍ତ ଆପଣଙ୍କୁ ଖର୍ଚ କମ କରିବାକୁ ପଡିବ । ଆଜି ଆପଣଙ୍କ ପ୍ରେମ ସମ୍ପର୍କ ରେ ଭଲ ପାଇବା ବହୁତ ରହିବ, ଆଜି ଆପଣ ବହୁତ ଖୁସି ମନେ କରିବେ । ଆଜି ଆପଣ ନିଜକୁ ଶାନ୍ତ ରଖିବା ପାଇଁ ପ୍ରୟାଶ କରିବେ ଏବଂ ସଫଳତା ମଧ୍ୟ ପ୍ରାପ୍ତ କରିବେ ।

ବୃଷ :

ଆଜି ଆର୍ଥିକ ଅସୁବିଧାର ନିବାରଣ ହବ, ସମୟ ଅନୁଯାଇ ଅଫିସ ଯାନ୍ତୁ ଏବଂ କାହାକୁ ଅଭିଯୋଗ କରିବା ପାଇଁ ସୁଯୋଗ ଦିଅନ୍ତୁ ନାହିଁ । ଆଜି ଆପଣ ଯେକୌଣସି କାମ କରିବେ ତାକୁ ସଫା ମନରେ ଓ ଇମାନଦାର ହୋଇ କରିବେ । ଆଜି କ୍ରୋଧିତ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ, ଯଦି ଆପଣ ଚାକିରି ବା ବ୍ୟବସାୟ ବଦଳିବା ପାଇଁ ଚାହୁଁଛନ୍ତି ତେବେ ଏହା ଆପଣଙ୍କ ପାଇଁ ସଫଳତା ଆଣିବ ।

ମିଥୁନ :

ଆଜି ନିଜ ରହସ୍ୟମୟ କଥା ଗୁଡିକ କାହାକୁ କୁହନ୍ତୁ ନାହିଁ, ଆଜି ସମୟ ଆପଣଙ୍କ ପାଇଁ ବହୁତ ଭଲ ରହିବ, ଏବଂ ଆଜି ଆପଣଙ୍କୁ ସବୁ ଆଡୁ ସଫଳତା ପ୍ରାପ୍ତ ହବ । ଆଜି ଆପଣ ନିଜ ଲକ୍ଷ ପାଇବାରେ ସଫଳ ହୋଇବେ, ଆଜି ଆପଣ ନିଜ ମାଁ ବାପା ସହ ଧାର୍ମିକ ସ୍ଥଳ ବୁଲିବାକୁ ଯାଇ ପାରନ୍ତି । ଆଜି ଆପଣଙ୍କ ମନ ରେ ଆସା ନିରାଶା ମିଶ୍ରଣ ଭାବ ମନ ରେ ଆସିବ, ଆଜି ଆପଙ୍କ କିଛି ନୂଆ କାମ ଶିଖିବା ପାଇଁ ଅବସର ପ୍ରାପ୍ତ କରିବେ ।

କର୍କଟ :

ବିଦ୍ୟାର୍ଥୀମାନଙ୍କ ଶିକ୍ଷା କ୍ଷେତ୍ର ରେ କେତେ ବଡ ଅବସର ପ୍ରାପ୍ତ ହୋଇବେ, ଏହାର ଲାଭ ଉଠାନ୍ତୁ, କାର୍ଯ୍ୟ ସ୍ଥଳ ରେ ବହୁତ ଅଧିକ ଚିନ୍ତା ଓ ପ୍ରେସର ରୁ ବଞ୍ଚିବା ପାଇଁ ଚେଷ୍ଟା କରନ୍ତୁ । ଆଜି ଦିପହର ପରେ ହଟାତ କିଛି ଖୁସି ଖବର ପ୍ରାପ୍ତ ହୋଇ ପାରେ, ଆର୍ଥିକ ରୂପରେ ଆଜି ଦିନ ଆପଣଙ୍କ ପାଇଁ ସମୃଦ୍ଧ ରହିବ, ଆଜି କରା ଯାଇ ଥିବା କାର୍ଯ୍ୟ ଆପଣଙ୍କ ପାଇଁ ଲାଭକାରୀ ଅଟେ ।

ସିଂହ :

ଆଜି ଆପଣଙ୍କ କାମ ଚର୍ଚା ରେ ରହିବ, ଗତ ସମସ୍ୟା ଆଜି ସମାପ୍ତ ହୋଇ ଜୀବ, ନିଜ କାମ ଓ ନିଜ କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ ଅଟେ । ଆଜି ସମାଜ ରେ ଆପଣଙ୍କ ମହତ୍ଵ ବଢିବାକୁ ଲାଗିବ ଆଜି ଲୋକମାନେ ଆପଣଙ୍କୁ ସମ୍ମାନିତ କରିବେ, ଜୀବନସାଥି ଓ ସନ୍ତାନ ପରାମର୍ଶ କାର୍ଯ୍ୟ କଲେ ଆପଣଙ୍କୁ ସଫଳତା ପ୍ରାପ୍ତ ହବ, ଆଜି ଆପଣଙ୍କ ଜୀବନ ରେ ସବୁ ପ୍ରକାର ସୁଖ ପ୍ରାପ୍ତ କରିବେ । ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ, ଜୀବନ ରେ ଲୋକଙ୍କ ସାହାଜ୍ଯ ପ୍ରାପ୍ତ ହଉଥିବ, ଆପଣଙ୍କୁ ଶହର ବାହାରୁକୁ ଯିବାକୁ ପଡି ପାରେ ।

କନ୍ୟା :

ଆଜି ଆପଣଙ୍କ ମନ ସକାରାତ୍ମକ ଭାବ ଦ୍ଵାରା ପରି ପୂର୍ଣ ରହିବ, କିଛି କଷ୍ଟ ପରେ ମଧ୍ୟ ଆପଣ ଆଗକୁ ବଢିବେ ଏବଂ ନିଜ ଲକ୍ଷକୁ ପ୍ରାପ୍ତ କରିବେ । ଆଜି ବ୍ୟବସାଇକ ଲୋକଙ୍କ ପାଇଁ ଦିନ ଭଲ ରହିବ, ଆଜି ଆପଣମାନେ ଭଲ ଲାଭ ଅର୍ଜନ କରିବାକୁ ପାଇବେ । ଜୀବନସାଥୀ ସ୍ୱାସ୍ଥ୍ୟ ଖରାପ ହୋଇ ପାରେ, ଚାକିରି ରେ କାର୍ଯ୍ୟ ବଢି ପାରେ ନଚେତ ସ୍ଥାନ ପରିବର୍ତନ ହୋଇ ପାରେ ।

ତୁଳା :

ଆଜି ଆପଣଙ୍କୁ ଗତ କିଛି ଦିନ ତଳ ପରିଶ୍ରମ ପାଇଁ ଆଜି ଫଳ ପ୍ରାପ୍ତ ହବ, ଚାକିରି କରୁଥିବା ଲୋକମାନେ ଆଜି ନିଜ ପରିଶ୍ରମ ଦ୍ଵାରା ସମସ୍ତଙ୍କୁ ଦେଖେଇ ପାରିବେ ଯେ ଆପଣ ସବୁ କରି ପାରିବେ, ବହୁତ ବ୍ୟସ୍ତ ରହିଲେ ମଧ୍ୟ ଛାତ୍ରମାନଙ୍କ ପାଇଁ ଜବ ନୂଆ ଅବସର ଉପଲବ୍ଧ ରହିବ । ଜୀବନସାଥୀ ସ୍ୱାସ୍ଥ୍ୟ ଖରାପ ହୋଇ ପାରେ, ଚାକିରି ରେ କାର୍ଯ୍ୟ ବଢି ପାରେ ନଚେତ ସ୍ଥାନ ପରିବର୍ତନ ହୋଇ ପାରେ ।

ବିଛା :

ଆଜି ଟଙ୍କା ପଇସା କାମରେ ଅତ୍ୟଧିକ ସାବଧାନ ହୋଇ ରହିବା ଉଚିତ ଅଟେ, କାମ ଅପେକ୍ଷା ସୋଶିଅଲ ମିଡିଆ ଉପଯୋଗ ଆପଣଙ୍କୁ ସମସ୍ୟା ଦେଇ ପାରେ, କୌଣସି କାର୍ଯ୍ୟ କରିବା ଆଗରୁ ତା ବିଷୟରେ ଜାଣିବା ଅତ୍ୟନ୍ତ ଆବଶ୍ୟକ ଅଟେ । ଆଜି ବ୍ୟବସାୟ ବଢିବାକୁ ଲାଗିବ, ଶତ୍ରୁମାନଙ୍କ ଠାରୁ ସତର୍କ ହୋଇ ରହିବା ଉଚିତ ନଚେତ ହାନି ହୋଇ ପାରେ । କୌଣସି ରୋମାଣ୍ଟିକ ଜାଗା ଯିବା ଆଗରୁ ନିଜ ଜୀବନସାଥୀ କୁ ପଚାରିବା ଉଚିତ ଅଟେ ।

ଧନୁ :

ଆଜି ଦିପହର ପରେ ହଟାତ କିଛି ଖୁସି ଖବର ପ୍ରାପ୍ତ ହୋଇ ପାରେ, ଆର୍ଥିକ ରୂପରେ ଆଜି ଦିନ ଆପଣଙ୍କ ପାଇଁ ସମୃଦ୍ଧ ରହିବ, ଆଜି କରା ଯାଇ ଥିବା କାର୍ଯ୍ୟ ଆପଣଙ୍କ ପାଇଁ ଲାଭକାରୀ ଅଟେ । ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ, ଜୀବନ ରେ ଲୋକଙ୍କ ସାହାଜ୍ଯ ପ୍ରାପ୍ତ ହଉଥିବ, ଆପଣଙ୍କୁ ଶହର ବାହାରୁକୁ ଯିବାକୁ ପଡି ପାରେ । ଆପଣଙ୍କୁ ଆର୍ଥିକ ଲାଭ ପ୍ରାପ୍ତ ହୋଇବ, ପ୍ରେମ ସମ୍ବନ୍ଧ ପାଇଁ ଭଲ ସମୟ ଅଟେ ।

ମକର :

ଆଜି କ୍ରୋଧିତ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ, ଯଦି ଆପଣ ଚାକିରି ବା ବ୍ୟବସାୟ ବଦଳିବା ପାଇଁ ଚାହୁଁଛନ୍ତି ତେବେ ଏହା ଆପଣଙ୍କ ପାଇଁ ସଫଳତା ଆଣିବ । ଆଜି ଆପଣଙ୍କ ଯାତ୍ରା ମହଙ୍ଗା ହୋଇ ପାରେ କିନ୍ତୁ ଏହା ସହ ଯାତ୍ରା ଲାଭକାରୀ ମଧ୍ୟ ରହିବ । ସାମାଜିକ କାର୍ଯ୍ୟ ପାଇଁ ମନ ବହୁତ ଭଲ ରହିବ, ଅତ୍ୟଧିକ ସମୟ ଅତିଥିଙ୍କ ସହ ବିତେଇବେ ।

କୁମ୍ଭ :

ଆଜି ଆପଣଙ୍କ ଭିତରେ ଆତ୍ମବିଶ୍ଵାସ ପରି ପୂର୍ଣ ରହିବ, କୌଣସି ନୂଆ କାମ ପାଇଁ ଆପଣ ନିବେଶ କରିବେ । ବ୍ୟବସାୟ ଏବଂ ଅନ୍ୟ ଭୁଲ ଠାରୁ କିଛି ଶିଖିବା ପାଇଁ ଚେଷ୍ଟା କରନ୍ତୁ, ଆପଣଙ୍କ ଜୀବନ ବହୁତ ସୁଖମୟ ହବାକୁ ଯାଉଛି । ଆଜି ଆପଣ ଧନ ନିବେଶ କଲେ ବହୁତ ଲାଭ ପ୍ରାପ୍ତ କରିବେ, କିନ୍ତୁ ଚାକିରି କ୍ଷେତ୍ର ରେ କିଛି ଚିନ୍ତା ବିଷୟ ଅଟେ ।

ମୀନ :

ଆପଣ ନିଜ ସମ୍ପର୍କୀୟ ବା ଅନ୍ୟ ଲୋକଙ୍କ ଅସୁବିଧା ସମାଧାନ କରିବା ପାଇଁ ସକ୍ଷମ ରହିବେ । ଆଜି ଆପଣଙ୍କୁ ପାଠ ପଢା କାର୍ଯ୍ୟ ପାଇଁ ବହୁତ ପ୍ରକାର ଅସୁବିଧା ସାମ୍ନା କରିବାକୁ ପଡି ପାରେ । ପାଠ ପଢାରେ ମନ ଲାଗିବ ନାହିଁ, ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଭଲ ରହିବ,ଆଜି ଗାଡି ଉପରେ ଖର୍ଚ ହବ ।

Leave a Reply

Your email address will not be published. Required fields are marked *