ଶନିବାର 28 ଡିସେମ୍ବର 2019 – ଏହି ୪ଟି ରାଶିର ଜାତକ ଉପରେ ଶନିଦେବଙ୍କ କୃପା ରହିବ

ଆମେ ଆପଣଙ୍କୁ ଶନିବାର ଦିନ ୨୮ ଡିସେମ୍ବର ରାଶିଫଳ କହୁ ଅଛୁ । ରାଶିଫଳ ଆମ ଆଗାମୀ ଜୀବନ ର ଘଟଣା ସମ୍ପର୍କ ରେ ସୂଚନା ଦେଇଥାଏ । ସବୁଦିନ ଗ୍ରହଙ୍କ ସ୍ଥିତି ଆମ ଭବିଷ୍ୟତ କୁ ପ୍ରଭାବିତ କରିଥାଏ, ଏହି ରାଶିଫଳ ରେ ଆପଣଙ୍କୁ ଚାକିରି, ବ୍ୟାପାର, ସ୍ୱାସ୍ଥ୍ୟ ଶିକ୍ଷା ଓ ବୈବାହିକ ଜୀବନ ର ତଥ୍ୟ ଦର୍ଶାଇଥାଏ । ଆପଣଙ୍କ ଦିନ କିପରି ଅତିବାହିତ ହେବ ଜାଣିବାକୁ ଇଛୁକ ଥିଲେ, ନିମ୍ନ ରେ ପଢନ୍ତୁ ।

ମେଷ :

ଆଜି ଆପଣଙ୍କ ମନ ରେ ଆସା ନିରାଶା ମିଶ୍ରଣ ଭାବ ମନ ରେ ଆସିବ, ଆଜି ଆପଣଙ୍କ ଦିନ ଆପଣଙ୍କ ବ୍ୟବସାୟ ସହକାରୀମାନଙ୍କ ସହ ସମ୍ପର୍କ ଖରାପ ରହିବ । ଅବିବାହିତ ଲୋକଙ୍କ ଜୀବନ ରେ ଆଜି ପ୍ରେମ ପ୍ରବେଶ କରିବ, ବାପାଙ୍କ ସ୍ୱାସ୍ଥ୍ୟ ଖରାପ ହୋଇ ପାରେ । ଲୋକଙ୍କୁ ଆଜି ଟିକେ ମାନସିକ ଚିନ୍ତା ରହିବ, ଏହି ରାଶି ଲୋକ ଆଜି ଯେତେ ପରିଶ୍ରମ କରିବେ ତାହା ଫଳ ପ୍ରାପ୍ତ କରିବେ ।

ବୃଷ :

ଆଜି ସଂଘର୍ଷ ପରେ କୌଣସି କାର୍ଯ୍ୟ ପୂର୍ଣ ହୋଇବ, କଥା ବାରତା ଉପରେ ଆପଣଙ୍କୁ ନିୟନ୍ତ୍ରଣ କରିବା ଉଚିତ ଅଟେ । ଜୀବନ କୌଣସି ବହୁମୂଲ୍ୟ ବ୍ୟତିଙ୍କ ଆଗମନ ହୋଇବ, ନୂଆ କାର୍ଯ୍ୟ ପାଇଁ ଲାଭ ପ୍ରାପ୍ତ କରିବେ । ଛୁଆଙ୍କୁ ଅଭ୍ୟାଶ ରେ ସଫଳତା ପ୍ରାପ୍ତି ହବ । ସ୍ୱାସ୍ଥ୍ୟ ଏବଂ ପ୍ରତିଷ୍ଠା ପ୍ରତି ସଚେତ ରୁହନ୍ତୁ । ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ, ଜୀବନ ରେ ଲୋକଙ୍କ ସାହାଜ୍ଯ ପ୍ରାପ୍ତ ହଉଥିବ ।

ମିଥୁନ :

ଆଜି ଆପଣ ନିଜକୁ ଶାନ୍ତ ରଖିବା ପାଇଁ ପ୍ରୟାଶ କରିବେ ଏବଂ ସଫଳତା ମଧ୍ୟ ପ୍ରାପ୍ତ କରିବେ । ଆଜି ଆପଣଙ୍କ ସାଙ୍ଗମାନଙ୍କ ଦ୍ଵାରା ଆପଣ ଲାଭ ପ୍ରାପ୍ତ କରି ପାରନ୍ତି ଏବଂ ସରକାରୀ ଅଫସର ଆପଣଙ୍କ ସାହାଜ୍ଯ କରି ପାରନ୍ତି । ଏହି ରାଶି ଲୋକ ଆଜି ନିଜ ଜୀବନସାଥୀ ଦ୍ଵାରା ବହୁତ ସାହାଜ୍ଯ ପ୍ରାପ୍ତ କରିବେ, କିନ୍ତୁ ଆପଣଙ୍କୁ ନିଜ କଥା ଉପରେ ନିୟନ୍ତ୍ରଣ ରଖିବା ଉଚିତ ଅଟେ ।

କର୍କଟ :

ଆଜି ସ୍ବାମୀଙ୍କ ସହ ପ୍ରେମ ସମ୍ପର୍କ ମଧୁର ରହିବ, ଦାଂପତ୍ଯ ଜୀବନ ସୁଖମୟ ହବ । ଆଜି ଅନ୍ୟ କାହା କଥା ମାନି ଏମିତି କିଛି କାର୍ଯ୍ୟ କରନ୍ତୁ ନାହିଁ ଯାହା ଫଳରେ ଆପଣଙ୍କୁ ଜୀବନ ସାରା କାନ୍ଦିବାକୁ ପଡି ପାରେ । ଆଜି ଆପଣଙ୍କ ମନ ଧାର୍ମିକ କାର୍ଯ୍ୟ ରେ ଲାଗି ରହିବ । ଆଜି ପ୍ରମୋଶନ ପାଇବା ସମ୍ଭାବନା ଅଟେ, ଜୀବନସାଥି ସହ ପ୍ରେମ ସହ କଥା ହୁଅନ୍ତୁ । ପାରିବାରିକ ଜୀବନ ସୁଖମୟ ଅଟେ, ସନ୍ତାନ ଦାଇତ୍ବ ପରି ପୂର୍ଣ ହୋଇ ପାରେ ।

ସିଂହ :

କାର୍ଯ୍ୟ ସଫଳତା ପାଇଁ ଆପଣଙ୍କ ଉତ୍ସାହ ବଢିବ, ଦୂର ଜାଗା ବା ପାଖ ଜାଗା ଯାତ୍ରା ସମ୍ଭବ ଅଟେ । ପରିବାର ଲୋକଙ୍କ ମଧ୍ୟରେ ଭୁଲ ବୁଝା ମଣା ହୋଇ ପାରେ, ବ୍ୟବସାୟ ରେ ହାନି ହବାର ଆସାର ଦେଖା ଯାଉଛି, ଭାଗ୍ୟ ଆପଣଙ୍କ ସହ ରହିବ, ଆଜି ଆପଣଙ୍କୁ ମହିଳା ସମ୍ପର୍କୀୟ ପାଇଁ ଚିନ୍ତା ହୋଇ ପାରେ, ହନୁମାନ ଚାଳିଶା ପାଠ କଲେ ଆପଣଙ୍କ କଷ୍ଟ ଦୂର ହୋଇବ, ଏବଂ ପରିବାର ରେ ଖୁସି ଆସିବ ।

କନ୍ୟା :

ଆଜି ଆପଣଙ୍କ ସ୍ୱାସ୍ଥ୍ୟ ଭଲ ରହିବ, ବିବାହିତ ଜୀବନ ପାଇଁ ସମୟ ବହୁତ ସଠିକ ଚାଲୁଛି । ଆଜି ଆପଣଙ୍କ ମନ ଧାର୍ମିକ ରହିବ ଏବଂ ଧାର୍ମିକ କାର୍ଯ୍ୟ କଲେ ଆପଣଙ୍କ ମନ ଶାନ୍ତି ପ୍ରାପ୍ତ କରିବ । ସାମାଜିକ କାର୍ଯ୍ୟ ପାଇଁ ମନ ବହୁତ ଭଲ ରହିବ, ଅତ୍ୟଧିକ ସମୟ ଅତିଥିଙ୍କ ସହ ବିତେଇବେ । ଆର୍ଥିକ ପକ୍ଷ ମଜବୁତ ହୋଇବ, କିନ୍ତୁ ସ୍ୱାସ୍ଥ୍ୟ ପାଇଁ କିଛି ଚିନ୍ତା ହୋଇ ପାରେ ।

ତୁଳା :

ପ୍ରେମୀ ଯୁଗଳ ଆଜି ସତର୍କ ହୋଇ ରୁହନ୍ତୁ, ଏହା ସହ ଖର୍ଚ ମଧ୍ୟ ବଢିବାକୁ ଲାଗିବ । ଆପଣଙ୍କୁ ସ୍ୱାସ୍ଥ୍ୟ ସମ୍ବନ୍ଧିତ ସମସ୍ଯା ହୋଇ ପାରେ, ପରିସ୍ଥିତି ସହ ସାବଧାନ ରହିବା ପାଇଁ ଗଣେଶ ଠାକୁରଙ୍କ ପୂଜା କରିବା ଉଚିତ । ସମ୍ପର୍କୀୟ ଲୋକଙ୍କ ଘର କାମ ରେ ଆପଣଙ୍କୁ ସପୋର୍ଟ ମିଳି ପାରେ । ଆଜି ଆଇନ କାର୍ଯ୍ୟ ଠାରୁ ଦୂରେଇ ରହିବା ଆପଣଙ୍କ ପାଇଁ ଉଚିତ ଅଟେ, ଆଜି ଦିନ ଆପଣଙ୍କ ପାଇଁ କଷ୍ଟକର ହୋଇ ପାରେ, ସେଥିପାଇଁ ସାବଧାନ ହୋଇ କାର୍ଯ୍ୟ କରିବା ଉଚିତ ଅଟେ ।

ବିଛା :

ଆଜି ମନ କୌଣସି ପ୍ରକାର ଭୟ ପାଇଁ ଚିନ୍ତା ରେ ରହିବ, କୌଣସି ନୂଆ ଜାଗା ଟ୍ରାନ୍ସଫର ହୋଇ ପାରନ୍ତି ବା ଚାକିରି ମଧ୍ୟ ଛାଡ଼ିବା ସମୟ ଆସି ପାରେ । ଆଜି ମହିଳାଙ୍କୁ ଭାବନା ଉପରେ ବିଶେଷ ଧ୍ୟାନ ରଖିବେ, ଆଜି ପୂର୍ବ ପୁରୁଷଙ୍କ କାରୋବାର ବଢିବାକୁ ଲାଗିବ, ଚାକିରି ରେ ପରିବର୍ତନ ସମ୍ଭାବନା ହୋଇ ପାରେ । ଉଚ୍ଚ ପଦ ପ୍ରାପ୍ତ କରି ପାରନ୍ତି, କିନ୍ତୁ କାର୍ଯ୍ୟ କ୍ଷେତ୍ର ରେ ଅସୁବିଧା ହୋଇ ପାରେ ।

ଧନୁ :

କଥା ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ ଅଟେ, ଆଜି ଆପଣ ସ୍ଥିତି ସମ୍ଭାଳିବାରେ ସଫଳତା ପ୍ରାପ୍ତ କରିବେ । ଆଜି ଘରେ ଦୁଖ ପାଇଁ ଘର ବାତାବରଣ ଦୂଷିତ ଅଟେ, ଧର୍ଜ୍ୟ ରାଖୀ କାର୍ଯ୍ୟ କରନ୍ତୁ । ଚାକିରି ରେ ଅଫସର ଲୋକଙ୍କ ସହ ଭୁଲ ବୁଝା ମଣା ହୋଇ ପାରେ । ଆଜି ଆପଣଙ୍କ ଯାତ୍ରା ସୁଖଦ ହୋଇବ, ଯାତ୍ରା ଆପଣଙ୍କ ପାଇଁ ଲାଭକାରୀ ଅଟେ । ଆଜି ଆପଣଙ୍କୁ ନିଜ ତରଫରୁ ଆଗକୁ ଯାଇ ଲୋକଙ୍କ ସହ ମିସିବା ପାଇଁ ଚେଷ୍ଟା କରିବା ଉଚିତ ଅଟେ ।

ମକର :

ଆଜି ସାଙ୍ଗ ଓ ସମ୍ପର୍କୀୟ ଲୋକଙ୍କ ସହ ଆପଣ ଦେଖା କରି ପାରିବେ, ଆସା ନିରାଶା କଥା ମନ ଭିତରେ ଚିନ୍ତା ଉତପନ କରି ପାରନ୍ତି । ଆଜି କ୍ରୋଧିତ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ, ଯଦି ଆପଣ ଚାକିରି ବା ବ୍ୟବସାୟ ବଦଳିବା ପାଇଁ ଚାହୁଁଛନ୍ତି ତେବେ ଏହା ଆପଣଙ୍କ ପାଇଁ ସଫଳତା ଆଣିବ । ଆଜି ପାରିବାରିକ ଦାଇତ୍ବ ବଢିବାକୁ ଲାଗିବ, ଜୀବନସାଥୀ ସ୍ୱାସ୍ଥ୍ୟ ଖରାପ ହୋଇ ପାରେ, ଚାକିରି ରେ କାର୍ଯ୍ୟ ବଢି ପାରେ ନଚେତ ସ୍ଥାନ ପରିବର୍ତନ ହୋଇ ପାରେ ।

କୁମ୍ଭ :

ଆପଣଙ୍କୁ ଆର୍ଥିକ ଲାଭ ପ୍ରାପ୍ତ ହୋଇବ, ପ୍ରେମ ସମ୍ବନ୍ଧ ପାଇଁ ଭଲ ସମୟ ଅଟେ । ଆଜି ଆପଣଙ୍କ ଉନ୍ନତି ମାର୍ଗ ପ୍ରଶସ୍ତ ହୋଇବେ, ସମ୍ପତ୍ତି କାର୍ଯ୍ୟ ଆଜି ଆପଣଙ୍କୁ ବହୁତ ଲାଭ ପ୍ରଦାନ କରିବେ । କାର୍ଯ୍ୟ ପାଇଁ ଆଜି ଆପଣଙ୍କୁ ଅତ୍ୟଧିକ କଷ୍ଟ କରିବାକୁ ପଡିବ । ଆଜି ଆପଣଙ୍କ ପ୍ରେମ ସମ୍ପର୍କ ରେ ଭଲ ପାଇବା ବହୁତ ରହିବ, ଆଜି ଆପଣ ବହୁତ ଖୁସି ମନେ କରିବେ ।

ମୀନ :

ଆଜି ଆପଣ କାର୍ଯ୍ୟ କ୍ଷେତ୍ର ରେ ବହୁତ ବ୍ୟସ୍ତ ରହିବେ, ପରିବାର ରେ ଅସୁବିଧା ଆସି ପାରେ ସାବଧାନ ହୋଇ ଚଳିବେ । ଅଫିସ ଲୋକଙ୍କ ସହ ଭଲ ସମ୍ପର୍କ ବନେଇ ରଖନ୍ତୁ ଆପଣଙ୍କ ପାଇଁ ଲାଭକାରୀ ରହିବ । କିଛି ଦିନ ଆଗରୁ ହୋଇ ଥିବା କାପ୍ତ ହୋଇବ,ମାନସିକ ଶାନ୍ତି ପ୍ରାପ୍ତ କରିବେ । କାରୋବାର ବଢେଇବା ପାଇଁ ଯାତ୍ରା କରି ପାରନ୍ତି । କିଛି ଭଲ କାମ ପାଇଁ ଦାନ ମଧ୍ୟ କରନ୍ତୁ, ବ୍ୟବସାରେ ଲାଭ ପାଇଁ ମନ ପ୍ରଶାନ ରହିବ ।

Leave a Reply

Your email address will not be published. Required fields are marked *