ଗୁରୁବାର 09 ଜାନୁୟାରୀ 2020 – ଆଜି ଏହି ୮ଟି ରାଶିଙ୍କ ଉପରେ ପ୍ରସନ୍ନ ଅଛନ୍ତି ମାଁ ଲକ୍ଷ୍ମୀ, କରିବେ କଲ୍ୟାଣ

ଆମେ ଆପଣଙ୍କୁ ଗୁରୁବାର ଦିନ ୯ ଜାନୁୟାରୀ ରାଶିଫଳ କହୁ ଅଛୁ । ରାଶିଫଳ ଆମ ଆଗାମୀ ଜୀବନ ର ଘଟଣା ସମ୍ପର୍କ ରେ ସୂଚନା ଦେଇଥାଏ । ସବୁଦିନ ଗ୍ରହଙ୍କ ସ୍ଥିତି ଆମ ଭବିଷ୍ୟତ କୁ ପ୍ରଭାବିତ କରିଥାଏ, ଏହି ରାଶିଫଳ ରେ ଆପଣଙ୍କୁ ଚାକିରି, ବ୍ୟାପାର, ସ୍ୱାସ୍ଥ୍ୟ ଶିକ୍ଷା ଓ ବୈବାହିକ ଜୀବନ ର ତଥ୍ୟ ଦର୍ଶାଇଥାଏ । ଆପଣଙ୍କ ଦିନ କିପରି ଅତିବାହିତ ହେବ ଜାଣିବାକୁ ଇଛୁକ ଥିଲେ, ନିମ୍ନ ରେ ପଢନ୍ତୁ ।

ମେଷ :

ଆଜି ଆପଣ ନିଜ ଯୋଜନା ଗୁପ୍ତ ରଖିବେ, ସାଙ୍ଗମାନଙ୍କ ସହ ଦେଖା ଆପଣଙ୍କୁ ସୁଖ ପ୍ରଦାନ କରିବ । କାମରେ ଆଜି ଆପଣଙ୍କୁ ଥକା ଓ ଚିଟା ଲାଗିବ, ଆଜି ଠାରୁ କିଛି ଦିନ ପର୍ଜନ୍ତ ଆପଣଙ୍କୁ ଖର୍ଚ କମ କରିବାକୁ ପଡିବ । ଆଜି ଆପଣଙ୍କ ପ୍ରେମ ସମ୍ପର୍କ ରେ ଭଲ ପାଇବା ବହୁତ ରହିବ, ଆଜି ଆପଣ ବହୁତ ଖୁସି ମନେ କରିବେ । ଆଜି ଆପଣ ନିଜକୁ ଶାନ୍ତ ରଖିବା ପାଇଁ ପ୍ରୟାଶ କରିବେ ଏବଂ ସଫଳତା ମଧ୍ୟ ପ୍ରାପ୍ତ କରିବେ ।

ବୃଷ :

ଆଜି ଆର୍ଥିକ ଅସୁବିଧାର ନିବାରଣ ହବ, ସମୟ ଅନୁଯାଇ ଅଫିସ ଯାନ୍ତୁ ଏବଂ କାହାକୁ ଅଭିଯୋଗ କରିବା ପାଇଁ ସୁଯୋଗ ଦିଅନ୍ତୁ ନାହିଁ । ଆଜି ଆପଣ ଯେକୌଣସି କାମ କରିବେ ତାକୁ ସଫା ମନରେ ଓ ଇମାନଦାର ହୋଇ କରିବେ । ଆଜି କ୍ରୋଧିତ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ, ଯଦି ଆପଣ ଚାକିରି ବା ବ୍ୟବସାୟ ବଦଳିବା ପାଇଁ ଚାହୁଁଛନ୍ତି ତେବେ ଏହା ଆପଣଙ୍କ ପାଇଁ ସଫଳତା ଆଣିବ ।

ମିଥୁନ :

ଆଜି ନିଜ ରହସ୍ୟମୟ କଥା ଗୁଡିକ କାହାକୁ କୁହନ୍ତୁ ନାହିଁ, ଆଜି ସମୟ ଆପଣଙ୍କ ପାଇଁ ବହୁତ ଭଲ ରହିବ, ଏବଂ ଆଜି ଆପଣଙ୍କୁ ସବୁ ଆଡୁ ସଫଳତା ପ୍ରାପ୍ତ ହବ । ଆଜି ଆପଣ ନିଜ ଲକ୍ଷ ପାଇବାରେ ସଫଳ ହୋଇବେ, ଆଜି ଆପଣ ନିଜ ମାଁ ବାପା ସହ ଧାର୍ମିକ ସ୍ଥଳ ବୁଲିବାକୁ ଯାଇ ପାରନ୍ତି । ଆଜି ଆପଣଙ୍କ ମନ ରେ ଆସା ନିରାଶା ମିଶ୍ରଣ ଭାବ ମନ ରେ ଆସିବ, ଆଜି ଆପଙ୍କ କିଛି ନୂଆ କାମ ଶିଖିବା ପାଇଁ ଅବସର ପ୍ରାପ୍ତ କରିବେ ।

କର୍କଟ :

ଆଜି ସବୁ ଆଡେ ହସ ଖୁସି ମାହୋଲ ରହିବ, ସାଙ୍ଗ ଓ ସମ୍ପର୍କୀୟ ଲୋକଙ୍କ ସହ ସମ୍ପର୍କ ଭଉତ ଭଲ ରହିବ ଏବଂ ଆପଣ ତାଙ୍କ ସହ ସମୟ ବିତାଇ ସୁଖ ପ୍ରାପ୍ତ କରିବେ । ଆଜି ଆପଣ ସାମାଜିକ କାର୍ଯ୍ୟ ପାଇଁ ଆକର୍ଷଣ କେନ୍ଦ୍ର ରହିବେ, ଅଫିସ ଅଧିକାରୀମାନଙ୍କ ସହ କୌଣସି କଥା ପାଇଁ ଭୁଲ ବୁଝା ମଣା ହୋଇ ପାରେ । ଆଜି ସଂଘର୍ଷ ପରେ କୌଣସି କାର୍ଯ୍ୟ ପୂର୍ଣ ହୋଇବ, କଥା ବାରତା ଉପରେ ଆପଣଙ୍କୁ ନିୟନ୍ତ୍ରଣ କରିବା ଉଚିତ ଅଟେ ।

ସିଂହ :

ଆଜି ଆପଣଙ୍କ ମନ ବ୍ୟର୍ଥ କାମରେ ଅତ୍ୟଧିକ ରହିବ, ମହିଳାମାନେ ଆବଶ୍ୟକ ଜିନିଷ କିଣା କିଣି କରିବେ । ଆପଣଙ୍କ ପାଖରେ କିଛି ମହଙ୍ଗା ଜିନିଷ ହୋଇ ପାରେ, ଯାହା ଆପଣଙ୍କ ଜୀବନ ଶୈଳୀ ବଦଳି ଭଲ କରି ପାରେ । ଆଜି ସ୍ୱାସ୍ଥ୍ୟ ପ୍ରତି ସଚେତ ରହିବା ଉଚିତ, ଆଜି ଦିନ ବହୁତ ଲୋକଙ୍କ ପାଇଁ ଚିନ୍ତାମୟ ରହିବ, ପୁରୁଣା ହାନି ଆଜି ପୂର୍ଣ ହବାକୁ ଲାଗିବ କିନ୍ତୁ ଏହା ପାଇଁ ଆପଣଙ୍କୁ ପ୍ରୟାସ କରିବା ଉଚିତ ଅଟେ,

କନ୍ୟା :

ଆଜି ଆପଣ ବହୁତ ଗୁଡିକ କାର୍ଯ୍ୟ ଏକା ସହ କରି ପାରିବେ, କୋର୍ଟ ଆଇନ ସମ୍ବନ୍ଧିତ କାର୍ଯ୍ୟ ରେ କିଛି ସମୟ ଲାଗି ପାରେ । ଧନ ଅଟକିବା ପାଇଁ ଆପଣଙ୍କୁ ବହୁତ ପ୍ରକାର ସମସ୍ୟା ସାମ୍ନା କରିବାକୁ ପଡି ପାରେ, ଏହି ସମୟ ପ୍ରେମ ସମ୍ବନ୍ଧ ପାଇଁ ବହୁତ ଭଲ ଅଟେ । ଆଜି ଆପଣଙ୍କୁ କୌଣସି ମହତ୍ଵପୂର୍ଣ କାମରେ ସଫଳତା ପ୍ରାପ୍ତ ହବ, ବହୁତ ଶତ୍ରୁ ହେଲେ ମଧ୍ୟ ଅନ୍ତିମ ରେ ଆପଣଙ୍କ ବିଜଯ ହବ, ସଫଳତା ପ୍ରବଳ ଯୋଗ ଅଛି ।

ତୁଳା :

ଆଜି ଆପଣଙ୍କୁ ଗତ କିଛି ଦିନ ତଳ ପରିଶ୍ରମ ପାଇଁ ଆଜି ଫଳ ପ୍ରାପ୍ତ ହବ, ଚାକିରି କରୁଥିବା ଲୋକମାନେ ଆଜି ନିଜ ପରିଶ୍ରମ ଦ୍ଵାରା ସମସ୍ତଙ୍କୁ ଦେଖେଇ ପାରିବେ ଯେ ଆପଣ ସବୁ କରି ପାରିବେ, ବହୁତ ବ୍ୟସ୍ତ ରହିଲେ ମଧ୍ୟ ଛାତ୍ରମାନଙ୍କ ପାଇଁ ଜବ ନୂଆ ଅବସର ଉପଲବ୍ଧ ରହିବ । ଜୀବନସାଥୀ ସ୍ୱାସ୍ଥ୍ୟ ଖରାପ ହୋଇ ପାରେ, ଚାକିରି ରେ କାର୍ଯ୍ୟ ବଢି ପାରେ ନଚେତ ସ୍ଥାନ ପରିବର୍ତନ ହୋଇ ପାରେ ।

ବିଛା :

ଆଜି ଟଙ୍କା ପଇସା କାମରେ ଅତ୍ୟଧିକ ସାବଧାନ ହୋଇ ରହିବା ଉଚିତ ଅଟେ, କାମ ଅପେକ୍ଷା ସୋଶିଅଲ ମିଡିଆ ଉପଯୋଗ ଆପଣଙ୍କୁ ସମସ୍ୟା ଦେଇ ପାରେ, କୌଣସି କାର୍ଯ୍ୟ କରିବା ଆଗରୁ ତା ବିଷୟରେ ଜାଣିବା ଅତ୍ୟନ୍ତ ଆବଶ୍ୟକ ଅଟେ । ଆଜି ବ୍ୟବସାୟ ବଢିବାକୁ ଲାଗିବ, ଶତ୍ରୁମାନଙ୍କ ଠାରୁ ସତର୍କ ହୋଇ ରହିବା ଉଚିତ ନଚେତ ହାନି ହୋଇ ପାରେ । କୌଣସି ରୋମାଣ୍ଟିକ ଜାଗା ଯିବା ଆଗରୁ ନିଜ ଜୀବନସାଥୀ କୁ ପଚାରିବା ଉଚିତ ଅଟେ ।

ଧନୁ :

ଆଜି ଦିପହର ପରେ ହଟାତ କିଛି ଖୁସି ଖବର ପ୍ରାପ୍ତ ହୋଇ ପାରେ, ଆର୍ଥିକ ରୂପରେ ଆଜି ଦିନ ଆପଣଙ୍କ ପାଇଁ ସମୃଦ୍ଧ ରହିବ, ଆଜି କରା ଯାଇ ଥିବା କାର୍ଯ୍ୟ ଆପଣଙ୍କ ପାଇଁ ଲାଭକାରୀ ଅଟେ । ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ, ଜୀବନ ରେ ଲୋକଙ୍କ ସାହାଜ୍ଯ ପ୍ରାପ୍ତ ହଉଥିବ, ଆପଣଙ୍କୁ ଶହର ବାହାରୁକୁ ଯିବାକୁ ପଡି ପାରେ । ଆପଣଙ୍କୁ ଆର୍ଥିକ ଲାଭ ପ୍ରାପ୍ତ ହୋଇବ, ପ୍ରେମ ସମ୍ବନ୍ଧ ପାଇଁ ଭଲ ସମୟ ଅଟେ ।

ମକର :

ଆଜି ସମାଜ ରେ ଆପଣଙ୍କ ମହତ୍ଵ ବଢିବାକୁ ଲାଗିବ ଆଜି ଲୋକମାନେ ଆପଣଙ୍କୁ ସମ୍ମାନିତ କରିବେ, ଜୀବନସାଥି ଓ ସନ୍ତାନ ପରାମର୍ଶ କାର୍ଯ୍ୟ କଲେ ଆପଣଙ୍କୁ ସଫଳତା ପ୍ରାପ୍ତ ହବ, ଆଜି ଆପଣଙ୍କ ଜୀବନ ରେ ସବୁ ପ୍ରକାର ସୁଖ ପ୍ରାପ୍ତ କରିବେ । ଆଜି ଅନ୍ୟ କାହା କଥା ମାନି ଏମିତି କିଛି କାର୍ଯ୍ୟ କରନ୍ତୁ ନାହିଁ ଯାହା ଫଳରେ ଆପଣଙ୍କୁ ଜୀବନ ସାରା କାନ୍ଦିବାକୁ ପଡି ପାରେ ।

କୁମ୍ଭ :

ଆଜି ଆପଣଙ୍କ ଯେତେ ନିର୍ମାଣ କାର୍ଯ୍ୟ ଅଧା ହୋଇଛି ତାହା ଆଜି ପୂର୍ଣ ହୋଇ ଜୀବ, ଜୀବନସାଥି ସହ ସମ୍ପର୍କ ମଧୁର ହୋଇବ । ଆପଣଙ୍କ କାର୍ଯ୍ୟ କ୍ଷେତ୍ର ରେ ଆପଣଙ୍କୁ ପ୍ରଶଂସା ପ୍ରାପ୍ତ ହବ, କଳା ଏବଂ ସଂଗୀତା ପ୍ରତି ମନ ଭଲ ରହିବ, ପରୀକ୍ଷା ବା ପ୍ରତିଯୋଗୀତା ଦ୍ଵାରା ଚାକିରି ଖୋଜୁ ଥିବା ଲୋକଙ୍କ ପାଇଁ ଶୁଭ ପରିଣାମ ପ୍ରାପ୍ତ ହବ । ଛୁଆଙ୍କୁ ଅଭ୍ୟାଶ ରେ ସଫଳତା ପ୍ରାପ୍ତି ହବ ।

ମୀନ :

ଆଜି ଆପଣଙ୍କ ବିବାହିତା ଜୀବନ ରେ କିଛି ଚିନ୍ତା ର ବିଷୟ ହୋଇ ପାରେ, ଶାରୀରିକ ଓ ମାନସିକ ରୂପରେ ଆଜି ଆପଣ ଖୁସି ରହିବେ, ଆପଣଙ୍କ ପାଖରେ ନୂଆ କାର୍ଯ୍ୟ କରିବା ପାଇଁ ଉପାୟ ଆସି ପାରେ, ଲୋଭ ରେ ନ ଫସିବା ପାଇଁ ଗଣେଶ ଠାକୁର କହିଛନ୍ତି ତାକୁ ସବୁବେଳେ ମନେ ରଖନ୍ତୁ । ଆଜି ଦିନ ଆପଣଙ୍କ ପାଇଁ କଷ୍ଟକର ହୋଇ ପାରେ, ସେଥିପାଇଁ ସାବଧାନ ହୋଇ କାର୍ଯ୍ୟ କରିବା ଉଚିତ ଅଟେ ।

Leave a Reply

Your email address will not be published. Required fields are marked *