ସୋମବାର 18 ଜାନୁୟାରୀ 2021- ମହାଦେବଙ୍କ କୃପାରୁ ଆଜି ଏହି 5ଟି ରାଶିଙ୍କୁ ମିଳିବ କର୍ମରେ ଉନ୍ନତି

ରାଶିଫଳ ଆମ ଆଗାମୀ ଜୀବନ ର ଘଟଣା ସମ୍ପର୍କ ରେ ସୂଚନା ଦେଇଥାଏ । ପ୍ରତ୍ୟକ ଦିନ ଗ୍ରହ ଚଳନ ଉପରେ ଆମର ଜୀବନ ନିର୍ଭର କରୁଛି । କିଛି ବି ପରିବର୍ତ୍ତନ ହେଲେ ଏହା ଆମ ଜୀବନ ଉପରେ ବହୁତ ଗଭୀର ପ୍ରଭାବ ପକାଇଥାଏ । ସବୁଦିନ ଗ୍ରହଙ୍କ ସ୍ଥିତି ଆମ ଭବିଷ୍ୟତ କୁ ପ୍ରଭାବିତ କରିଥାଏ, ଏହି ରାଶିଫଳ ରେ ଆପଣଙ୍କୁ ଚାକିରି, ବ୍ୟାପାର, ସ୍ୱାସ୍ଥ୍ୟ ଶିକ୍ଷା ଓ ବୈବାହିକ ଜୀବନ ର ତଥ୍ୟ ଦର୍ଶାଇଥାଏ । ସେଥିପାଇଁ କିଛି ବି କରିବା ଆଗରୁ ପ୍ରତ୍ୟକ ଦିନ ନିଜର ରାଶି ଫଳ ନିଶ୍ଚୟ ଦେଖନ୍ତୁ ଓ ଏହା ଅନୁସାରେ ସତର୍କ ରହି କାମ କରନ୍ତୁ । ଯଦି ଆପଣ ମଧ୍ୟ ଆପଣଙ୍କ ଦିନ କିପରି ଅତିବାହିତ ହେବ ଜାଣିବାକୁ ଇଛୁକ ଅଛନ୍ତି ତେବେ ନିମ୍ନ ରେ ପଢନ୍ତୁ ।

ମେଷ

ଆଜି ଦିପହର ପରେ ହଟାତ କିଛି ଖୁସି ଖବର ପ୍ରାପ୍ତ ହୋଇ ପାରେ, ଆର୍ଥିକ ରୂପରେ ଆଜି ଦିନ ଆପଣଙ୍କ ପାଇଁ ସାମନ୍ୟା ରହିବ, ଆଜି କରା ଯାଇ ଥିବା କାର୍ଯ୍ୟ ଆପଣଙ୍କ ପାଇଁ ଲାଭକାରୀ ଅଟେ । ଆର୍ଥିକ ଅବସ୍ତା ଖରାପ ନହେଉ ସେଥିପାଇଁ ନିଜ ମାସିକ ବଜଟ ଅନୁଯାଇ ଖର୍ଚ କରନ୍ତୁ ଏହା ଠାରୁ ଅଧିକ ଆପଣଙ୍କ ଆର୍ଥିକ ସ୍ଥିତି ଖରାପ କରି ପାରେ । ଆଜି ଆପଣଙ୍କ ଖର୍ଚ ନିୟନ୍ତ୍ରଣରେ ରହିବ, ରୋଜଗାର କ୍ଷେତ୍ରରେ ପରିଶ୍ରମ କରିବା ବହୁତ ଆବଶ୍ୟକ ଅଟେ ।

ବୃଷ

ଆଜି ବ୍ୟବସାୟ ବଢିବାକୁ ଲାଗିବ, ଶତ୍ରୁମାନଙ୍କ ଠାରୁ ସତର୍କ ହୋଇ ରହିବା ଉଚିତ ନଚେତ ହାନି ହୋଇ ପାରେ । ମାଁ ବାପାଙ୍କ ଦ୍ଵାରା କିଛି ଭଲ ଅନୁଭବ ପାଇପାରିବେ, ଯାହା ଦ୍ଵାରା ଆପଣଙ୍କୁ ଲାଭ ହବ । ସମୟ ସଠିକ ଭାବରେ ଉପଯୋଗ କରନ୍ତୁ ଏହା ଆପଣଙ୍କ ପାଇଁ ବହୁତ ମୂଲ୍ଯବାନ ଅଟେ, କାମରେ ଆଜି ଆପଣଙ୍କୁ ଥକା ଓ ଚିଟା ଲାଗିବ । ଆଜି ଦିନ ଆପଣଙ୍କ ପାଇଁ ବଢିଆ ରହିବ, ହଟାତ ଖୁସି ଖବର ଶୁଣିବାକୁ ପାଇବେ, ଆଜି କୌଣସି ସମସ୍ଯା ଆସି ପାରେ ସାବଧାନ ରୁହନ୍ତୁ ।

ମିଥୁନ

ଆଜି ଟଙ୍କା ପଇସା କାମରେ ଅତ୍ୟଧିକ ସାବଧାନ ହୋଇ ରହିବା ଉଚିତ ଅଟେ, କାମ ଅପେକ୍ଷା ସୋଶିଅଲ ମିଡିଆ ଉପଯୋଗ ଆପଣଙ୍କୁ ସମସ୍ୟା ଦେଇ ପାରେ, କୌଣସି କାର୍ଯ୍ୟ କରିବା ଆଗରୁ ତା ବିଷୟରେ ଜାଣିବା ଅତ୍ୟନ୍ତ ଆବଶ୍ୟକ ଅଟେ । ଆଜି ଏହି କଥା ଉପରେ ବିଶେଷ ଧ୍ୟାନ ଦିଅନ୍ତୁ ଯେ ଆପଣ ବା ଆପଣଙ୍କ ଘର ଲୋକ ନା କାହା ଠାରୁ ଟଙ୍କା ଆଣନ୍ତୁ ନାହିଁ କାହାକୁ ନିଜ ଘରୁ ଟଙ୍କା ଦିଅନ୍ତୁ ।

କର୍କଟ

ଆଜି ଆପଣଙ୍କ ଦିନ ମଧ୍ୟମ ଫଳଦାୟୀ ରହିବ । ଆପଣ ଆପଣଙ୍କ ଘର ଲୋକଙ୍କ ସହ ମଧ୍ୟ ଏକ ଗଭୀର ସମ୍ପର୍କ ମୁଳଦୁଆ ରଖିଛନ୍ତି । ଜଗନ୍ନାଥଙ୍କର କୃପାରେ ଆପଣଙ୍କ ଆଜିର ଦିନ ପ୍ରସନ୍ନତା ପୂର୍ବକ ବିତିବ । ନକାରାତ୍ମକ ବିଚାରକୁ ହାବି ନ ହେବାପାଇଁ ଚେଷ୍ଟା କରିବେ । କ୍ରୋଧକୁ ନିୟନ୍ତ୍ରଣରେ ରଖିବାରେ ବହୁତ ଅସୁବିଧା ଆସିବ । ଅଚାନକ ଯାତ୍ରା କରିବାର ସଂଯୋଗ ହେବ । ଦୂରେଇ ଯାଇଥିବା ସମ୍ପର୍କକୁ ନିଜର କରିବା ପାଇଁ ଆପଣଙ୍କ ଚ଼େଷ୍ଟା ସଫଳ ହେବ ଏବଂ ଏହି ସମ୍ପର୍କ ମଜବୁତ ହେବ ।

ସିଂହ

ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ । ଘରେ ଆନନ୍ଦ ଉଲ୍ଲାସର ବାତାବରଣ ରହିବ । ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟ ସରଳତାରେ ସମ୍ପୂର୍ଣ୍ଣ ହେବ । ଆଜି ଆପଣ ନିଜ ପରିବାର ଏବଂ କାର୍ଯ୍ୟାଳୟର ଲୋକମାନଙ୍କ ପାଇଁ ମଧ୍ୟ ଭାଗ୍ୟଶାଳୀ ପ୍ରମାଣିତ ହେବେ । ଆଜିର ଦିନ ମଧ୍ୟମ ଫଳଦାୟୀ ଅଟେ । ସ୍ଵାସ୍ଥ୍ୟରେ ଖରାପ ହୋଇପାରେ । ଡାହାଣପଟ ଆଖିରେ ଯନ୍ତ୍ରଣା ହୋଇପାରେ । ତାଙ୍କର ପଛରେ ଖର୍ଚ୍ଚ କରିବାକୁ ପଡ଼ିବ ।

କନ୍ୟା

ଆପଣଙ୍କ ପ୍ରତି ଆପଣଙ୍କ ପିତାଙ୍କର ବ୍ୟବହାର ମଧ୍ୟ ଭଲ ରହିବ । କଳାକାର ତଥା ଖେଳାଳିମାନଙ୍କ ପାଇଁ ଆଜିର ଦିନ ବହୁତ ଭଲ । ଆଜି ଦିନରେ ଆପଣ ଆଳସ୍ୟ ଅନୁଭବ କରିବେ । କିନ୍ତୁ ବର୍ତ୍ତମାନ ଆପଣ ଆଳସ୍ୟର ସମୟ କଟାଇଲେ ଚଳିବ ନାହିଁ । ଅଯଥା ସମୟ ନଷ୍ଟ କରନ୍ତୁ ନାହିଁ । କୌଣସି ନା କୌଣସି କାର୍ଯ୍ୟରେ ନିଜକୁ ନିୟୋଜିତ ରଖନ୍ତୁ । ଆଜି ଆପଣ ଶାରୀରିକ ଏବଂ ମାନସିକ ଆଳସ୍ୟ ଅନୁଭବ କରିବେ । ଆଜି ବାଦ ବିବାଦରେ ପଡ଼ନ୍ତୁ ନାହିଁ । କୋର୍ଟ-କଚେରୀରେ ସାବଧାନ ରହିବେ ।

ତୁଳା

ଆଜି ଆପଣଙ୍କ ବିବାହିତା ଜୀବନ ରେ କିଛି ଚିନ୍ତା ର ବିଷୟ ହୋଇ ପାରେ, ଶାରୀରିକ ଓ ମାନସିକ ରୂପରେ ଆଜି ଆପଣ ଖୁସି ରହିବେ, ଆଜି ଆପଣଙ୍କ ପ୍ରେମ ସମ୍ପର୍କ ରେ ଭଲ ପାଇବା ବହୁତ ରହିବ, ଛୁଆଙ୍କୁ ଅଭ୍ୟାଶ ରେ ସଫଳତା ପ୍ରାପ୍ତି ହବ । ଆଜି ଆପଣ ନିଜକୁ ଶାନ୍ତ ରଖିବା ପାଇଁ ପ୍ରୟାଶ କରିବେ ଏବଂ ସଫଳତା ମଧ୍ୟ ପ୍ରାପ୍ତ କରିବେ ।

ବିଛା

ଯଦି ଆପଣ ଚାକିରି ବା ବ୍ୟବସାୟ ବଦଳିବା ପାଇଁ ଚାହୁଁଛନ୍ତି ତେବେ ଏହା ଆପଣଙ୍କ ପାଇଁ ସଫଳତା ଆଣିବ । ଗାଡି ଚଳେଇବା ବେଳେ ସାବଧାନ ରୁହନ୍ତୁ, ସମୟ ଭଲ ଅଛି ତେବେ ସାବଧାନ ରହିବା ଉଚିତ । ଆଜି ସଂଘର୍ଷ ପରେ କୌଣସି କାର୍ଯ୍ୟ ପୂର୍ଣ ହୋଇବ । ଆର୍ଥିକ ଅବସ୍ତା ଖରାପ ନହେଉ ସେଥିପାଇଁ ନିଜ ମାସିକ ବଜଟ ଅନୁଯାଇ ଖର୍ଚ କରନ୍ତୁ ଏହା ଠାରୁ ଅଧିକ ଆପଣଙ୍କ ଆର୍ଥିକ ସ୍ଥିତି ଖରାପ କରି ପାରେ । ପୁରୁଣା ହାନି ଆଜି ପୂର୍ଣ ହବାକୁ ଲାଗିବ କିନ୍ତୁ ଏହା ପାଇଁ ଆପଣଙ୍କୁ ପ୍ରୟାସ କରିବା ଉଚିତ ଅଟେ, କଥା ବାରତା ଉପରେ ଆପଣଙ୍କୁ ନିୟନ୍ତ୍ରଣ କରିବା ଉଚିତ ଅଟେ ।

ଧନୁ

ଆଜି କର୍କଟ ରାଶି ମହିଳାଙ୍କୁ କାର୍ଯ୍ୟ ରେ ସଫଳତା ପ୍ରାପ୍ତ ହବ ବହୁତ ଲୋକ ପ୍ରୋମୋଶନ ମଧ୍ୟ ପାଇବେ, ଖର୍ଚ ଉପରେ ଧ୍ୟାନ ଦବା ଦରକାର ଅଟେ ନଚେତ ଆର୍ଥିକ ସମସ୍ୟା ହୋଇ ପାରେ । ମର୍ଶ କାର୍ଯ୍ୟ କଲେ ଆପଣଙ୍କୁ ସଫଳତା ପ୍ରାପ୍ତ ହବ । ଆଜି ଆପଣ ସାମାଜିକ କାର୍ଯ୍ୟ ପାଇଁ ଆକର୍ଷଣ କେନ୍ଦ୍ର ରହିବେ, ଅଫିସ ଅଧିକାରୀମାନଙ୍କ ସହ କୌଣସି କଥା ପାଇଁ ଭୁଲ ବୁଝା ମଣା ହୋଇ ପାରେ ।

ମକର

ଆଜି ଆପଣ ନିଜ ନିଷ୍ପତ୍ତିରେ ଅଟଳ ରୁହନ୍ତୁ ଏବଂ ଆଉ କାହା କଥାରେ ପ୍ରଭାବିତ ହୁଅନ୍ତୁ ନାହିଁ । ଭଲ ହେବ ନିଜ ବିଚ଼ାରକୁ ନିଜେ ଶୁଣନ୍ତୁ । କୌଣସି ବ୍ୟକ୍ତିର ବିଚ଼ାର ଧାରାକୁ ନିଜ ଉପରେ ପ୍ରଭାବିତ ହେବାକୁ ଦିଅନ୍ତୁ ନାହିଁ ।   ଆଜିର ଦିନ ଆନନ୍ଦରେ ବିତିବ । ପ୍ରତିଦ୍ୱନ୍ଦ୍ୱୀମାନଙ୍କ ସାମନାରେ ବିଜୟର ସ୍ଵାଦ ପ୍ରାପ୍ତି କରି ପାରିବେ । ସ୍ଵଜନମାନଙ୍କ ସହିତ ଆଜି ଭେଟ ହେବ । ମାନସିକ ରୂପରେ ପ୍ରସନ୍ନତା ବନି ରହିବ ।

କୁମ୍ଭ

ଆପଣଙ୍କୁ ଆପଣଙ୍କ ଦଳର ସମର୍ଥନ ମିଳିପାରିବ ,ଯଦି ଆପଣ ନିଜର ବିଚାରକୁ ସେମାନଙ୍କ ଆଗରେ ବ୍ୟକ୍ତ କରିବେ । ଆପଣ ନିଜେହିଁ ସବୁକାମ କରି ପାରିବେ କିନ୍ତୁ ନିଜ କାର୍ଯ୍ୟକୁ ଦଳ ମଧ୍ୟରେ ସମାନ ପରିମାଣରେ ଭାଗକରି ଦିଅନ୍ତୁ । ଆଜିର ଦିନ ପ୍ରତିକୂଳତାରେ ଭରା ରହିବ । ଶାରୀରିକ ଫୁର୍ତ୍ତିର ଆଜି ଅଭାବ ହୋଇପାରେ ଏବଂ ମାନସିକ ରୂପରେ ମଧ୍ୟ ଚିନ୍ତା ରହିପାରେ ।

ମୀନ

ଏହି ସମୟ ପରିବାର ଲୋକଙ୍କ ସହିତ କୌଣସି ଉତ୍ସବକୁ ଯିବାର ସମୟ ଅଟେ । କେମିତି ଓ କେବେ ଯିବେ ଏହା ଅଧିକ ଭାବିବା ଦରକାର ନାହିଁ । ଏହି ସମୟର ସଦୁପଯୋଗ କରି ଆପଣ ବହୁତ ଆନନ୍ଦ ପାଇ ପାରନ୍ତି । ବ୍ୟବସାୟ ଦୃଷ୍ଟିରେ ଆଜି ଆପଣଙ୍କପାଇଁ ଲାଭ ଦାୟୀ ଦିନ ଅଟେ । ଆପଣଙ୍କ କାର୍ଯ୍ୟ ସଫଳତାର କାରଣରୁ ଉପରିସ୍ଥ ଅଧିକାରୀ ଆପଣଙ୍କ ଉପରେ ପ୍ରସନ୍ନ ରହିବେ ।

Leave a Reply

Your email address will not be published. Required fields are marked *