ଶନିବାର ଠାରୁ ଶେଷ ହେବ ଏହି ୬ଟି ରାଶିର ଶନି ସାଢ଼େସାତି, ଘରେ ଭରିଯିବ ସୁଖ ଓ ଶାନ୍ତି…

ନମସ୍କାର ବନ୍ଧୁଗଣ, ଆପଣମାଙ୍କୁ ଆମର ଏହି ଲେଖାକୁ ସ୍ଵାଗତ । ତେବେ ଆଜି ଆମେ ଆପଣଙ୍କୁ କହିବୁ ଯେ ଆଜିଠାରୁ ଶନି ସାଢେସାତି ଶେଷ ହେବାକୁ ଯାଉଛି । ଯାହା ଫଳରେ ଏହି ୬ଟି ରାଶି ଉପରୁ ସମ୍ପୂର୍ଣ ଶନି ସାଢ଼େସାତି ଶେଷ ହୋଇଯିବ । ଏମାନଙ୍କ ଜୀବନରେ ଆସିବ ଅନେକ ଖୁସି ଓ ସୁଖ ସମୃଦ୍ଧି । ତେବେ ଜ୍ଯୋତିଷ ଶାସ୍ତ୍ର ଅନୁସାରେ ଆଜି ରାତିରୁ ଏହି ସବୁ ରାଶି ଜାତକ ସାଢେସାତି ପ୍ରଭାବରୁ ହେବ ମୁକ୍ତ ।  ତେବେ ଏହା କେଉଁ ୬ଟି ରାଶି ଆସନ୍ତୁ ସେ ବିଷୟରେ ଜାଣିବା ।

କନ୍ୟା ଓ ମେଶ ରାଶି–

ଏହି ରାଶି ବ୍ୟକ୍ତିଙ୍କ ସାଢ଼େସାତି ଶେଷ ହେବ ଓ ଆପଣ ଦୂରଯାତ୍ରା କରି ମନ ଖୁସି ରହିବ । ମାଲିମୋକଦ୍ଦମାରେ ବିଜୟୀ ହେବେ । ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । କର୍ମକ୍ଷେତ୍ରରେ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ। ଯାତ୍ରାରେ ସଫଳ ହେବେ। ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ଯୋଗଦାନ ଦେବେ ।

ବିଛା ଓ ବୃଷ ରାଶି–

ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ । ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ । ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ସମୟ ଅନୁକୂଳ ହୋଇ ଥିବାରୁ କାର୍ଯ୍ୟ ପୁରଣରେ ସହଜ ହେବ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ ।

ମିଥୁନ ଓ କୁମ୍ଭ ରାଶି–

ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ । ପ୍ରେମ-ପ୍ରସଙ୍ଗ ଓ ଗୁପ୍ତ ସମ୍ପର୍କକୁ ବନ୍ଧୁମାନେ ବାହାରକୁ ପ୍ରକାଶ କରି ପାରନ୍ତି । ଜ୍ୟୋତିଷ, ତନ୍ତ୍ର-ମନ୍ତ୍ର, ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ ।

ସାଙ୍ଗମାନେ, ଆଶା କରୁଛୁ କି ଆପଣଙ୍କୁ ଆମର ଏଇ ଆର୍ଟିକିଲ୍ ଟି ପସନ୍ଦ ଆସିଥିବ। ଯଦି ପସନ୍ଦ ଆସିଥାଏ ତେବେ ଲାଇକ ଓ ଶେୟାର କରିବାକୁ ଭୁଲିବେ ନାହିଁ । ଦୈନନ୍ଦିନ ଘଟୁଥିବା ଖବର ସହିତ ଅପଡେଟ ରହିବା ପାଇଁ ଖବର ଓଡିଆ ପେଜ କୁ ଲାଇକ କରନ୍ତୁ ।

Leave a Reply

Your email address will not be published. Required fields are marked *