୫୦୦ ବର୍ଷ ପରେ ଖୋଲିବ ଏହି ୬ଟି ରାଶିର ଭାଗ୍ୟ, ହଟାତ ପ୍ରସନ୍ନ ହେଲେ ଶନିଦେବ

ହଟାତ ୫୦୦ ବର୍ଷ ପରେ ଶାଣିଦେବ ହେଲେ ପ୍ରସନ୍ନ, ଏହି ୬ଟି ରାଶିର ବଦଳିବାକୁ ଯାଉଛି ଭାଗ୍ୟ । ତେବେ ଆମେ ଯେଉଁ ରାଶି ବିଷୟରେ କହୁଛୁ ସେମାନେ ହେଲେ ମେଷ, କର୍କଟ, କନ୍ୟା, ବିଛା, ମକର ଓ ମୀନ । ଆପଣଙ୍କ ସ୍ୱାସ୍ଥ୍ୟ ଭଲ ରହିବ, ଆପଣଙ୍କୁ ନିଜ ଛୁଆ ଶତ୍ରୁଙ୍କୁ ସାବଧାନ ରହିବା ଉଚିତ । ଆପଣଙ୍କ ମନ କଥା ଓ ଆପଣଙ୍କ କାର୍ଯ୍ୟ ଆପଣଙ୍କ ରଣନୀତି ଅନ୍ୟ କାହା ସହ ଶେୟର କରନ୍ତୁ ନାହିଁ ନଚେତ ସମସ୍ଯା ହୋଇପାରେ । ଯେତେ ସମ୍ଭବ କାହା ଠାରୁ ଧାର ଉଧାର ବା ବସ୍ତୁ ନିଅନ୍ତୁ ନାହିଁ, ଫେରେଇଲେ ଅସୁବିଧା ହୋଇପାରେ । କୌଣସି ଅନାବଶ୍ୟକ କଥା ଉପରେ ବାଦ ବିବାଦ କରନ୍ତୁ ନାହିଁ, ବିପକ୍ଷ ଲୋକ ଆପଣଙ୍କୁ ନିସାନା କରି ପାରନ୍ତି ।

ବୋଧହୁଏ ଆଜି ଆପଣଙ୍କୁ ଲାଗିପାରେ କି ଆପଣଙ୍କୁ ସମସ୍ତେ ଭୂଲ୍ ବୁଝୁଛନ୍ତି । ମନେ ରଖନ୍ତୁ ଯେ ସବୁବେଳେ ଆମେ ସମସ୍ତଙ୍କୁ ଖୁସୀରେ ରଖି ପାରିବ ନାହିଁ । ଆପଣଙ୍କ ଦିନ ମଧ୍ୟମ ଫଳଦାୟୀ ରହିବ। ପିତା ଏବଂ ପୈତୃକ ସଂପତ୍ତିରେ ଲାଭର ଯୋଗ ଅଛି।

Image Courtesy: Google

ଆପଣଙ୍କ ପ୍ରତି ଆପଣଙ୍କ ପିତାଙ୍କର ବ୍ୟବହାର ମଧ୍ୟ ଭଲ ରହିବ। କଳାକାର ତଥା ଖେଳାଳିମାନଙ୍କ ପାଇଁ ଆଜିର ଦିନ ବହୁତ ଭଲ, କାରଣ ତାଙ୍କୁ ନିଜର ପ୍ରତିଭା ଦିଖାଇବାକୁ ସୁଯୋଗ ମିଳିବ । ଆପଣ ଆରାମ କରନ୍ତୁ । ନିଜ ଚ଼ତୁଃପାର୍ଶ୍ୱର ଲୋକମାନଙ୍କ ସହିତ ମଜ୍ଜା କରନ୍ତୁ । ଏହି ସମ୍ପର୍କ ସବୁରୁ ଆପଣଙ୍କୁ ଭବିଷ୍ୟତରେ ବହୁତ ଲାଭ ହେବ । ଆପଣ ଆପଣଙ୍କ ଘର ଲୋକଙ୍କ ସହ ମଧ୍ୟ ଏକ ଗଭୀର ସମ୍ପର୍କ ମୁଳଦୁଆ ରଖିଛନ୍ତି ।

Image Courtesy: Google

ଜଗନ୍ନାଥଙ୍କର କୃପାରେ ଆପଣଙ୍କ ଆଜିର ଦିନ ପ୍ରସନ୍ନତା ପୂର୍ବକ ବିତିବ। ଆପଣଙ୍କ ଆତ୍ମବିଶ୍ଵାସରେ ବୃଦ୍ଧି ହେବ। ସ୍ଵଭାବରେ ମୌଜମସ୍ତି ଆପଣଙ୍କୁ ମନରେ ସତେଜ ରଖିବ। ବିପରୀତ ଲିଙ୍ଗ ପାତ୍ରମାନଙ୍କ ସହିତ ପରିଚୟ କିମ୍ବା ପ୍ରଣୟ – ରୋମାନ୍ସର ସମ୍ଭାବନା ଅଛି। ଆପଣଙ୍କୁ ଲାଗିବ ଯେ ଆପଣ ବହୁତ ଭାଗ୍ୟଶାଳୀ ଅଟନ୍ତି । ଆପଣଙ୍କର ଆଖପାଖ ଲୋକଙ୍କୁ ମଧ୍ୟ ଏହାହିଁ ଲାଗିବ । ଆପଣ ନିଜ ପରିବାର ଏବଂ କାର୍ଯ୍ୟାଳୟର ଲୋକମାନଙ୍କ ପାଇଁ ମଧ୍ୟ ଭାଗ୍ୟଶାଳୀ ପ୍ରମାଣିତ ହେବେ । ଦିନ ମଧ୍ୟମ ଫଳଦାୟୀ ଅଟେ। ସ୍ଵାସ୍ଥ୍ୟରେ ଖରାପ ହୋଇପାରେ। ଡାହାଣପଟ ଆଖିରେ ଯନ୍ତ୍ରଣା ହୋଇପାରେ। ପରିଜନମାନଙ୍କ ସହିତ ମନମାଳିନ୍ୟ ହୋଇପାରେ। ବିଦ୍ୟାର୍ଥିମାନଙ୍କପାଇଁ କଡ଼ା ପରିଶ୍ରମ କରିବାକୁ ହେବ ।

Image Courtesy: Google

ମାନସିକ ଶାନ୍ତି ସାରାଦିନ ରହିବ । ଆଜି କୌଣସି କଥାରେ ଆପଣଙ୍କ ଶାନ୍ତି ଭଙ୍ଗ ହେବାକୁ ଦିଅନ୍ତୁ ନାହିଁ । କିଛି ଲୋକ ଆପଣଙ୍କ କ୍ରୋଧକୁ ବଢ଼େଇପାରନ୍ତି ବା ଆପଣଙ୍କୁ ବିପଥଗାମୀ କରିବାକୁ ଚ଼େଷ୍ଟା କରିପାରନ୍ତି ।ନକାରାତ୍ମକ ବିଚାରକୁ ହାବି ନ ହେବାପାଇଁ ଚେଷ୍ଟା କରିବେ। କ୍ରୋଧକୁ ନିୟନ୍ତ୍ରଣରେ ରଖିବାରେ ବହୁତ ଅସୁବିଧା ଆସିବ। ଅଚାନକ ଯାତ୍ରା କରିବାର ସଂଯୋଗ ହେବ। ତାଙ୍କର ପଛରେ ଖର୍ଚ୍ଚ କରିବାକୁ ପଡ଼ିବ। ନୂଆ ସମ୍ବନ୍ଧ ସ୍ଥାପନ କରିବା ହିତକର ନୁହେଁ। ଏହିଭଳି ଭିନ୍ନ ଭିନ୍ନ ଖବର ସହ ଅପଡେଟ ରହିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ ।

Leave a Reply

Your email address will not be published. Required fields are marked *