ଆସନ୍ତା କାଲି ଶୁକ୍ର ଚଳିବେ କନ୍ୟା ରାଶିକୁ, କେଉଁ ରାଶି ଉପରେ କଣ ରହିବ ପ୍ରଭାବ ଜାଣନ୍ତୁ

ନମସ୍କାର ବନ୍ଧୁଗଣ, ଆପଣମାନଙ୍କୁ ଆମର ଏହି ଲେଖାକୁ ସ୍ଵାଗତ । ଆସନ୍ତା କାଲି ଶୁକ୍ର ମହାଗ୍ରହ ସିଂହ ରାଶିକୁ ଛାଡି କନ୍ୟା ରାଶିରେ ପ୍ରବେଶ କରିବେ । ତେବେ ଏହା ଫଳରେ କଣ ରହିବ ରାଶି ମାନଙ୍କ ଉପରେ ପ୍ରଭାବ ସେ ବିଷୟରେ ଆଜି ଆମେ ଆପଣଙ୍କୁ କହିବୁ । ଏହି ରାଶି ପରିବର୍ତ୍ତନ କିଛି ରାଶି ପାଇଁ ଶୁଭ ହେବ ତ କିଛି ପାଇଁ ଖରାପ ହୋଇପାରେ । ଯେଉଁମାନଙ୍କର ଖରାପ ଥିବ ସେମାନେ ନିଶ୍ଚୟ ପ୍ରତିକାର କରାଇ ନିୟନ୍ତୁ ।

ଏହି ସବୁ ର ଅଛି ଅତ୍ୟନ୍ତ ଭଲ

ବୃଷ ରାଶି :

ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେଇ ପ୍ରତିଯୋଗୀ ପରୀକ୍ଷା, ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କର୍ମକ୍ଷେତ୍ରରେ ର୍ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ ।

 

କର୍କଟ ରାଶି :

ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ ।

ତୁଳା ରାଶି :

ଦୂରଯାତ୍ରାର ସୁଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ ।

ବିଛା ରାଶି :

ଆତ୍ମୀୟ ଶତ୍ରୁତା, ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଗୃହ, ଜମି କିମ୍ବା ପାରିବାରିକ ସମସ୍ୟାର ସମାଧାନରେ ସଫଳତା ଅର୍ଜନ ତଥା ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବେ । ଦୂରଯାତ୍ରାର ସୁଯୋଗ ପାଇବେ । ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବ ।

ଧନୁ ରାଶି :

ସାମାଜିକ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । କେତେକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତିହେବ । ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ ।

ମକର ରାଶି :

ସାମାଜିକ ପ୍ରତିଷ୍ଠା ବଢ଼ିବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ ।

ଏହି ସବୁ ରାଶିକୁ ଛାଡି ବାକି ସମସ୍ତ ରାଶିଙ୍କର କିଛି ନା କିଛି ଖରାପ ଥିବାରୁ ଅପନାମନାଏ ପ୍ରତିକାର ନିଶ୍ଚୟ କରାଇ ନିଅନ୍ତୁ । ସାଙ୍ଗମାନେ, ଆଶା କରୁଛୁ କି ଆପଣଙ୍କୁ ଆମର ଏଇ ଆର୍ଟିକିଲ୍ ଟି ପସନ୍ଦ ଆସିଥିବ। ଯଦି ପସନ୍ଦ ଆସିଥାଏ ତେବେ ଲାଇକ ଓ ଶେୟାର କରିବାକୁ ଭୁଲିବେ ନାହିଁ । ଦୈନନ୍ଦିନ ଘଟୁଥିବା ଖବର ସହିତ ଅପଡେଟ ରହିବା ପାଇଁ ଖବର ଓଡିଆ ପେଜ କୁ ଲାଇକ କରନ୍ତୁ ।

Leave a Reply

Your email address will not be published. Required fields are marked *